ଆମ ଜିଲା ଖବର

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ। ଏ ନେଇ ପରିବାର ଲୋକେ ପୋଲିସ ଓ ଜିଲା ପ୍ରଶାସନକୁ ଲିଖିତ ଭାବେ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ ଗିରଫ ହେବା ଘଟଣା ଆଜି ମୁଖ୍ୟ ଚର୍ଚ୍ଚାର ବିଷୟ ସାଜିଛି । ପୋଲିସ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଆୟୋଜିତ ସଭାରେ ସିପିଆଇ ଗଞ୍ଜାମ ଜିଲା ପରିଷଦ ସଦସ୍ୟ ଅଳକ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ହୃଦୟରେ ଥିବା ଶିଶୁ ଉଦ୍ୟାନରେ ଲାଇଟ୍ କାର୍ଯ୍ୟ କରୁ ନ ଥିବା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି): ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ ନିକଟରେ। ସୂଚନା ମୁତାବକ, ଡୁମ୍ବେରବାହାଲ ଗାଁର ରମାକାନ୍ତ ନାଏକ ନିଜ ସ୍ତ୍ରୀ ଓ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି ଭବ୍ୟ ଓ ଆକର୍ଷଣୀୟ ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ଉପେନ୍ଦ୍ର ନାଇକ(୫୦) ଏବଂ ତାଙ୍କ ଭଣଜା କ୍ଷେତ୍ରମଣି ନାଇକ(୩୦) ଗୁରୁତର…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍‌ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ ପୁରାତନ ପରମ୍ପରା ଗଞ୍ଜାମ ଜିଲାରେ ଐତିହାସିକ ହୋଇ ରହିଛି । ଏହି ପ୍ରାଚୀନ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି । ବଲାଙ୍ଗୀର ମେନ ମାର୍କେଟ ଥିବା ହନୁମାନ ଘାଟ ପୂଜା ମଣ୍ଡପ ତରଫରୁ…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ ହୋଇଯାଇଥିଲା ସମଗ୍ର ପରିବେଶ। ଭକ୍ତମାନଙ୍କ ଭିଡ଼, ଶ୍ରଦ୍ଧା ଓ ଭକ୍ତିର ମହଳରେ ସମଗ୍ର…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ ପାଇଁ ଜଣେଜଣେ ପାଟୁଆ ୬ ରୁ ୧୦ ଇଞ୍ଚ ଲମ୍ବା, ୨ରୁ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?