ଆମ ଜିଲା ଖବର

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ପାଇଁ ସମବେତ ଗାନ କଲେ ‘ବନ୍ଦେ ଉତ୍କଳ ଜନନୀ’

ଚମ୍ପୁଆ, ୩୦।୫ (ଡି.ଏନ.ଏ)-ଚମ୍ପୁଆ ଗାନ୍ଧୀ ଛକଠାରେ ଉପଜିଲାପାଳ ପ୍ରତାପ ପ୍ରିତିମୟଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ସମବେତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହିତ ସଫେଇ କର୍ମଚାରୀଙ୍କୁ ନିଷ୍ଠାପର ସେବା ପାଇଁ ଉତ୍ତରୀୟ...

ପୋଲ ତଳକୁ ଖସିଲା ପ୍ରବାସୀ ବସ୍‌, ୭ଆହତ

ବାଲେଶ୍ୱର ଅଫିସ, ୩୦।୫- ପ୍ରବାସୀ ଶ୍ରମିକଙ୍କୁ ନେଇ କେରଳରୁ ପଶ୍ଚିମବଙ୍ଗ ଯାଉଥିବା ଏକ ବସ ଶନିବାର ସକାଳ ସାଢ଼େ ୬ଟାରେ ବାଲେଶର ଶିଳ୍ପାଞ୍ଚଳ ଥାନା ୧୬ ନଂ ଜାତୀୟ ରାଜପଥ ମଙ୍ଗଳପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ...

ଗ୍ୟାସ୍‌ ଲିକ୍‌ରୁ ଘରପୋଡ଼ି: ଲକ୍ଷ ଲକ୍ଷ ଟଙ୍କାର ଆସବାବପତ୍ର ଜଳିଗଲା

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଶିଖରପୁର ଗାଁର ଗୋପାଳ ଓଝାଙ୍କ ଘରେ ଶନିବାର ପୂର୍ବାହ୍ନରେ ଗ୍ୟାସ୍‌ ସିଲଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ବଖରା ଘର ଓ ଗୁହାଳ ପୋଡ଼ିଯାଇଛି। ଦମକଳ କେନ୍ଦ୍ରକୁ ଖବର ଦିଆଯାଇଥିଲେ ମଧ୍ୟ...

ଗାଁରୁ ସହର ଗୁଞ୍ଜରିତ ହେଲା ବନ୍ଦେ ଉତ୍କଳ ଜନନୀ

ସୋନପୁର,୩୦।୫(ନି.ପ୍ର.)-କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦେଶ ବିଦେଶରେ ଥିବା ସବୁ ଓଡିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିଲେ । ଏହାକୁ ସମ୍ମାନ ଜଣାଇ ସୁବର୍ଣ୍ଣପୁର ଜିଲାବାସୀ ଶନିବାର ବନ୍ଦେ ଉତ୍କଳ...

କରୋନା ସଚେତନତା ପାଇଁ ବାଇକ ଶୋଭାଯାତ୍ରା

ବୌଦ୍ଧ,୩୦ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି। ଜିଲାରୁ ଚିହ୍ନଟ ହୋଇଥିବା ସମସ୍ତ ପଜିଟିଭ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ଏହା କରୋନା ମୁକାବିଲା ଦିଗରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନଙ୍କୁ ଅଧିକ ଉତ୍ସାହିତ କରିଛି।...

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ...

ଝଡ଼ ତୋଫାନ ଯୋଗୁ ତାର ଛିଣ୍ଡିଲା: ୨ ଦିନ ହେଲା ୨ ପଞ୍ଚାୟତ ଅନ୍ଧାରରେ

ଜହ୍ନାପଙ୍କ, ୩୦।୫ (ଡି.ଏନ.ଏ.)-ଗୁରୁବାର ସନ୍ଧ୍ୟାରେ ହୋଇଥିବା ଝଡତୋଫାନ ଯୋଗୁ ମୁଣ୍ଡାପଡା ଓ ବ୍ରାହ୍ମଣୀପାଲିକୁ ଯାଇଥିବା ବିଦ୍ୟୁତ୍‌ ତାର ଛିଣ୍ଡି ଯାଇଛି ା ଫଳରେ ୨ ଦିନ ହେଲା ବ୍ରାହ୍ମଣୀପାଲି ପଞ୍ଚାୟତର କିଛି ଗାଁ ଓ ମୁଣ୍ଡାପଡା ପଞ୍ଚାୟତର ମୁଣ୍ଡାପଡା, ବାରପୁଡୁଗ,...

‘ବନ୍ଦେ ଉତ୍କଳ ଜନନୀ’ର ଝଙ୍କାରରେ ଝୁମିଲା ଖଇରା

ଖଇରା,୩୦।୫(ଡି.ଏନ.ଏ)-କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି ଲାଗି ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ବାଲେଶ୍ୱର ଜିଲା ଖଇରା ବ୍ଲକର ପୁରପଲ୍ଲୀରେ ପିଲା ଠାରୁ ବୁଢା ସମସ୍ତେ ଏଥିରେ ସାମିଲ ହୋଇଛନ୍ତି...

ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର ସବୁଠାରୁ କ୍ଷୁଦ୍ର ରଥ

ବ୍ରହ୍ମପୁର ଅଫିସ,୩୦ା୫-ପୁଣି ପୂର୍ବ ରେକର୍ଡକୁ ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ଚଳିତ ରଥ ଯାତ୍ରା ପୂର୍ବରୁ ସେ ନିଜ ପୂର୍ବ ରେକର୍ଡକୁ ଭାଙ୍ଗି କାଠରେ ନିର୍ମାଣ କରିଛନ୍ତି ବିଶ୍ୱର ସର୍ବ କ୍ଷୁଦ୍ରତମ ରଥ ା ଜଗନ୍ନାଥଙ୍କ...

କମେଣ୍ଟମରାକୁ ନେଇ ହତ୍ୟା, ବାପ-ପୁଅ ଅଟକ

ଆସିକା,୩୦ା୫ (ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ନାଟଙ୍ଗା ଗ୍ରାମରେ କମେଣ୍ଟ ମରାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶିକାର ହୋଇଛନ୍ତି ସୀମାଞ୍ଚଳ ରାଉତ। ମୃତ ସୀମାଞ୍ଚଳଙ୍କ ପୁଅ ଭାବଙ୍କ ଅଭିଯୋଗ କ୍ରମେ ଗାଙ୍ଗପୁର ଥାନାରେ ନଂ.୧୩୫/୨୦ରେ ଏକ ମାମଲା ରୁଜୁ...

ଦିନକ ପରେ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ: କୁଳପତି ଖୋଜା ଆରମ୍ଭ

କଟକ ଅଫିସ,୩୦ା୫-ମଧୁସୂଦନ ଆଇନ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦିଗରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି ଉଚ୍ଚଶିକ୍ଷା ବିଭାଗ। ଏହାର ପ୍ରଥମ କୁଳପତି ନିଯୁକ୍ତି ପାଇଁ ଶନିବାର ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ...

ମହାପ୍ରସାଦର ହୋମ୍‌ ଡେଲିଭରି ହେଉ

କଟକ ଅଫିସ,୩୦ା୫-ଲକ୍‌ଡାଉନ୍‌ ଯୋଗୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ମହାପ୍ରସାଦ ବିକ୍ରି ମଧ୍ୟ ବନ୍ଦ ରହିଛି। ତେବେ ମହାପ୍ରସାଦର ହୋମ୍‌ ଡେଲିଭରି ବ୍ୟବସ୍ଥା କରିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦେବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri