ଆମ ଜିଲା ଖବର

ହୀରାକୁଦ ଡ୍ୟାମ୍‌ର ୧୪ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ବୁଧବାର ୧୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ମିଳିଥିବା ରିପୋର୍ଟ ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୦୭.୧୭ ଫୁଟ୍‌ ରହିଛି। ୧୪ ଗେଟ୍‌ ଦେଇ ୨ ଲକ୍ଷ ୪ ହଜାର ୨୪୩ କ୍ୟୁସେକ ଜଳ ନିଷ୍କାସନ…

ଖେଳାଳିରୁ କୋଚ୍‌

ଢେଙ୍କାନାଳ ଗୁଡ଼ିଆନାଳିର ଝିଅ କାଦମ୍ବିନୀ ମହାକୁଡ଼। ମା’ ବାସନ୍ତୀ ମହାକୁଡ଼ ଓ ବାପା ମଦନ ମୋହନ ମହାକୁଡ଼। ୧୯୮୨ ଜୁଲାଇ ୧୩ରେ ଜନ୍ମିତ କାଦମ୍ବିନୀ ଓଡ଼ିଶା ମହିଳା କ୍ରିକେଟରେ ଜଣେ ଦକ୍ଷ ଉଇକେଟକିପର ଏବଂ ଆକ୍ରମଣାତ୍ମକ ଓପନର/ମିଡ୍‌ଲଅର୍ଡର ବ୍ୟାଟ୍ସଓମ୍ୟାନ ଭାବେ ପରିଚିତ।…

ଅଜୁ ନନାଙ୍କ ଆରିସା ପିଠା

କେନ୍ଦୁଝର, ୨୯।୭(ଡି.ଏନ.ଏ.): କେନ୍ଦୁଝର ସହରରେ ଆରିସା ପିଠା କଥା ଉଠିଲେ ଲୋକେ ଅଜୁ ନନାଙ୍କ କଥା ମନେ ପକାନ୍ତି। ତାଙ୍କ ଆରିସା ଯିଏ ଥରେ ଖାଇଛି ସେ ନିଶ୍ଚିତ ତା’ର ପ୍ରଶଂସା କରିଛି। କେନ୍ଦୁଝର ନ୍ୟୁ ମାର୍କେଟରେ ବହୁ ଦିନରୁ ଚାଲି…

ସାଇକେଲରେ ବୁଲି ମାସ୍କ ବାଣ୍ଟୁଛନ୍ତି ଦିବ୍ୟାଙ୍ଗ

ସଜନାଗଡ, ୨୯।୭(ଡି.ଏନ.ଏ.)-ମହାମାରୀ କରୋନା ଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଲୋକଙ୍କୁ ସଚେତନ କରିବା ପାଇଁ ଆଗେଇ ଆସୁଛନ୍ତି ଜଣେ ଦିବ୍ୟାଙ୍ଗ। ସେ ନିଜେ ସାଇକେଲରେ ଡାକବାଜି ଯନ୍ତ୍ର ଲଗାଇ ବିଭିନ୍ନ ଅଞ୍ଚଳ ବୁଲି କରୋନା ସମ୍ପର୍କରେ ସଚେତନ କରୁଛନ୍ତି। ମାସ୍କ ପିନ୍ଧିବା, ସାନିଟାଇଜର…

ବାପାଙ୍କୁ ଜୀବିତ ପ୍ରମାଣ କଲେ ପୁଅ: ମିଥ୍ୟା ମୃତ୍ୟୁ ପ୍ରମାଣପତ୍ର ହାସଲ ଅଭିଯୋଗରେ ମା’, ସାନଭାଇ ଗିରଫ

ବାଲେଶ୍ୱର ଅଫିସ, ୨୯ା୭: ଜମି ହାତେଇବା ପାଇଁ ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ବାମପଦା ଗାଁର ରଘୁନାଥ ନାୟକଙ୍କୁ ମୃତ ଦର୍ଶାଯାଇଥିଲା। ଏନେଇ ତାଙ୍କ ସ୍ତ୍ରୀ ଓ ସାନପୁଅ ଗିରଫ ହୋଇଛନ୍ତି। ପୋଲିସ ଉଭୟଙ୍କୁ ୨୬ତାରିଖରେ କୋର୍ଟଚାଲାଣ କରିଛି। ହେଲେ ଦୀର୍ଘଦିନର ଆଇନ…

ହାଇଦର ପୁଅଙ୍କ ଜାମିନ ଆବେଦନ ଖାରଜ

କେନ୍ଦ୍ରାପଡ଼ା ଅଫିସ, ୨୯ା୭: ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଅଲ୍ଲୀଙ୍କର ଗତ ୨୪ତାରିଖରେ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପାରମ୍ପରିକ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ପାଇଁ ପୁଅ ସେକ୍‌ କାଦିର ଓରଫ ମୁନା କେନ୍ଦ୍ରାପଡ଼ା ଜିଲା ସେସନ୍ସ କୋର୍ଟରେ…

ସ୍ପିରିଟ ଢାଳି ନିଆଁ ଲଗାଇଥିଲେ ପ୍ରେମିକ

ପୁରୁଷୋତ୍ତମପୁର,୨୯ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରେମିକା ଶୁଭସ୍ମିତା ଖାଡ଼ଙ୍ଗାଙ୍କୁ ଜୀଅନ୍ତା ଜାଳିଦେବା ଘଟଣାରେ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ସାହୁଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣା ଘଟିଥିବା ପରିତ୍ୟକ୍ତ ଗୃହରେ ପହଞ୍ଚି…

ମହାପ୍ରଭୁଙ୍କୁ ସୁବର୍ଣ୍ଣ ଜିଭଛେଲା ଦାନ କଲେ ପଦ୍ମଚରଣ

ପୁରୀ ଅଫିସ, ୨୯ା୭: ଜଣେ ଦାତା ବୁଧବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ଟି ସୁବର୍ଣ୍ଣ ଜିଭଛେଲା ଦାନ କରିଛନ୍ତି। ଦାତା ଜଣଙ୍କ ହେଲେ ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର। ସେ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଆସି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କୁ…

ପ୍ରଶାସନକୁ ସମ୍ଭାଳିବ ଏମିତି

ଯାଜପୁର ଅଫିସ,୨୯ା୭: ଓଡ଼ିଶାରେ ପ୍ରଶାସନକୁ ସମ୍ଭାଳିବାର ଅଭିନବ ଢଙ୍ଗ ଏବେ ପଦାକୁ ଆସିଛି। ବେଦାନ୍ତ କମ୍ପାନୀର ଆଭ୍ୟନ୍ତରୀଣ ଇ-ମେଲ୍‌ ଯୋଗାଯୋଗରୁ ସ୍ପଷ୍ଟ ବୁଝାପଡ଼ୁଛି ଯେ, ରାଜ୍ୟବ୍ୟାପୀ ଏହି ପଦ୍ଧତିରେ ଘରୋଇ କମ୍ପାନୀମାନେ ବିଭିନ୍ନ ସରକାରୀ ବିଭାଗକୁ ହାତରେ ରଖି ଜନସାଧାରଣଙ୍କୁ ଦମନ…

ଖଟିବାକୁ ଯାଇଥିଲେ ଦାଦନ, ଫେରିଲା ମୃତଦେହ

କୋକସରା୨୮।୭(ଡି.ଏନ୍‌.ଏ): କାମ ଧନ୍ଧା ନ ପାଇ କର୍ନାଟକକୁ ଦାଦନ ଖଟିବାକୁ ଯାଇ ଜଣେ ଶ୍ରମିକଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗାଁର ଗୋବିନ୍ଦ ଚଲାନଙ୍କ ସାନପୁଅ ନିଧି…

ଜୟପୁରରୁ ଉଡ଼ିବ ବିମାନ

ଜୟପୁର,୨୮ା୭(ନି.ପ୍ର.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ଏକ ସ୍ବତନ୍ତ୍ର ବିମାନ ଯୋଗେ କୋରାପୁଟ ଜିଲା ଜୟପୁର ଗସ୍ତ କରିଥିଲେ। ଏୟାର ଷ୍ଟ୍ରିପ୍‌ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଜୟପୁର…

କଉ ମାଛର ଦାମ ୩୫ ହଜାର

ଭୋଗରାଇ,୨୮।୭(ଡି.ଏନ୍‌.ଏ.): ପାରାଦ୍ୱୀପ ଗଭୀର ସମଦ୍ରରୁ ଏକ ବିରଳ ପ୍ରଜାତିର କଉମାଛ ମତ୍ସ୍ୟଜୀବୀଙ୍କ ଟ୍ରଲରରେ ଧରାପଡ଼ିଛି। ଟ୍ରଲର ମାଲିକ ଅଶୋକ ସାହୁ ଏହି ମାଛକୁ ଦୀଘା ମୁହାଣ ମାଛ ମାର୍କେଟ୍‌କୁ ବୁଧବାର ସକାଳେ ବିକ୍ରି ପାଇଁ ଆଣିଥିଲେ। ମାର୍କେଟ୍‌ରେ ଉକ୍ତ ମାଛକୁ କୋଲକାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?