ଆମ ଜିଲା ଖବର

ମଙ୍ଗସପୁରକୁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା...

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବାବେଳେ ୩୧୮...

ହଟିଲା କଟକଣା: ରାଉରକେଲାରେ ଖୋଲିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ରାଉରକେଲା ଅଫିସ,୩୦।୫: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ମାସ ୨୬ ତାରିଖରେ ସହରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇ ବିଭିନ୍ନ କଟକଣା ଲଗାଯାଇଥିଲା। ପୂର୍ବରୁ...

ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି...

ଟ୍ରେନ୍‌ ଚେନ୍‌ ଟାଣି ୧୫୩୪ ପ୍ରବାସୀ ଓହ୍ଲାଇବା ଘଟଣା: ୨୭ଟି ବସ୍‌ ଯୋଗେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇଲା ପ୍ରଶାସନ

ଛତ୍ରପୁର,୩୦ା୫(ଡି.ଏନ୍‌.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍‌ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣାସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍‌ପି ବ୍ରିଜେଶ କୁମାର ରୟ,...

ବର୍ଷାରେ ଭିଜିଲା ଧାନ, ବିକି ନ ପାରି ମୁଣ୍ଡରେ ହାତ ଦେଇଛି ଚାଷୀ

ଜୟପୁର,୩୦ା୫(ନି.ପ୍ର.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଞ୍ଚଳର ଚାଷୀ ଲଗାଣ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି। ମଣ୍ଡି ପାଇଁ ଅମଳ କରିଥିବା ରବିଧାନ ମୁକୁଳା ପଡ଼ିଥିବାରୁ ଲଗାଣ ବର୍ଷାରେ ଭିଜିଛି। କୁନ୍ଦୁରା ବ୍ଲକର ଡଙ୍ଗରପାଉଁସିରେ ଖୋଲା ପଡ଼ିଆରେ...

ରାଶନ ବିତରଣ କେନ୍ଦ୍ରରେ ଦର ତାଲିକା ନ ଲାଗିବା ନେଇ ଅସନ୍ତୋଷ

ଚୌଦ୍ୱାର,୩୦ା୫(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ୧୭ଟି ବିତରଣ କେନ୍ଦ୍ର ଥିବାବେଳେ କୌଣସି କେନ୍ଦ୍ରରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସରକାରଙ୍କ ଦ୍ୱାରା ଦିଆଯାଇଥିବା ବିଭିନ୍ନ ଖାଉଟି ସାମଗ୍ରୀର ଦର ତାଲିକା ଲେଖାଯାଉନାହିଁ। ଯାହାକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଉପୁଜିବା ସହିତ...

ବଜ୍ରପାତରେ ବୃଦ୍ଧଙ୍କ ଜୀବନ ଗଲା

ନବରଙ୍ଗପୁର,୩୦।୫(ବି.ପ୍ର.): ନବରଙ୍ଗପୁର ଜିଲା ନବରଙ୍ଗପୁର ବ୍ଲକ ବଡକୁମୁଲି ଗ୍ରାମରେ ବଜ୍ରପାତରେ ଶନିବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼କୁମୁଲି ଗ୍ରାମର ଶୁକ୍ରୁ ଗୌଡ଼ (୬୦)। ପ୍ରକାଶ ଯେ, ସକାଳେ ବର୍ଷା ହେବାରୁ ଶୁକ୍ରୁ ଅମଳ କରିଥିବା...

ଯୌତୁକ ନିର୍ଯାତନା ଅଭିଯୋଗ: ୪ଜଣଙ୍କ ନାମରେ ମାମଲା

ଭଣ୍ଡାରିପୋଖରୀ,୩୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତରେ ଜଣେ ବଧୂଙ୍କୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀଙ୍କ ସମେତ ୪ ଜଣଙ୍କ ନାମରେ ଶୁକ୍ରବାର ମାମଲା ରୁଜୁ କରିଛି। ପ୍ରକାଶ ଯେ, ୨୦୧୯ରେ ଭଣ୍ଡାରିପୋଖରୀ ଥାନା...

ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ହେଲା। ଏ ନେଇ ରେଲଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ରେଲଓ୍ବେ ବିଭାଗ ପକ୍ଷରୁ...

ଡ୍ରେନ ସଫା ବେଳେ ଭୁଶୁଡ଼ିଲା ଘର ବାରଣ୍ଡା

କଟକ ଅଫିସ,୩୦।୫: କଟକ ସହରରେ ଡ୍ରେନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଶନିବାର ସକାଳେ ଡ୍ରେନ ସଫା ବେଳେ ଏକ ଘରର ବାରଣ୍ଡା ଭୁଶୁଡି ପଡିଛି। ମିଳିଥିବା ସୂଚନା ଅନୁଯାୟୀ, ବଜ୍ରକବାଟି ଠାରୁ ଛତ୍ରବଜାର ପର୍ଯ୍ୟନ୍ତ ମୁଖ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ସ୍ମାରକପତ୍ର ପ୍ରଦାନ କଲା ପାଚିକା ସଂଘ

ନିଶ୍ଚିନ୍ତକୋଇଲି,୩୦ା୫: ସମ୍ପ୍ରତି ବିଶ୍ୱରେ କରୋନା ମହାମାରୀ ଭୟାନକ ରୂପ ଧାରଣ କରିଛି। ସରକାର ଏନେଇ ଲକ୍‌ଡଉନ ଜାରି କରିଛନ୍ତି। ଫଳରେ ବହୁ ଲୋକ ଜୀବନ ଜୀବିକା ପାଇଁ ସଂଗ୍ରାମ କରୁଛନ୍ତି। ତେବେ ବିଭିନ୍ନ ବିଦ୍ୟାଳୟରେ ପାଚିକା ଭାବେ କାର୍ଯ୍ୟ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri