ଆମ ଜିଲା ଖବର

କାର୍‌-ଟ୍ରକ୍‌ ମୁହାଁମୁହିଁ, ଗଲା ୨ ଜୀବନ

ସମ୍ବଲପୁର,୨୬ା୭(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ଜିଲା ଯୁଯୁମୁରା ଥାନା ଜରାଙ୍ଗ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଛେଣ୍ଡ…

ପ୍ରେମରୁ ଆତ୍ମହତ୍ୟା

ପାଟଣା,୨୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ଗ୍ରାମର ନାଏକ ସାହିରେ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକ ହେଲେ ଅନୀଲ କୁମାର ନାଏକ। ପ୍ରାଥମିକ ତଦନ୍ତରୁ ଏହା ପ୍ରେମ ଜନିତ ଆତ୍ମହତ୍ୟା ବୋଲି ତୁରୁମୁଙ୍ଗା ଥାନା…

ଯାନବାହନ ଯାଞ୍ଚ ସମୟରେ କାରରୁ ଗଞ୍ଜେଇ ଜବତ

ସୋରଡ଼ା,୨୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସମୟରେ ଏକ କାରରୁ ଗଞ୍ଜେଇ ଜବତ ହୋଇଛି। (ଓ ଆର ୦୫ଏ କ୍ୟୁ ୬୭୬0)ବିଶିଷ୍ଟ କାରରୁ ୩୫ କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ଗାଡି ଚାଳକ…

ହାଇଦର ଏନ୍‌କାଉଣ୍ଟର ଘଟଣା: ରିପୋର୍ଟ ତଲବ କଲେ ମାନବ ଅଧିକାର ଆୟୋଗ

ବାଲେଶ୍ୱର ଅଫିସ,୨୬।୭: ହାଇଦର ଏନକାଉଣ୍ଟର ଘଟଣାରେ ରିପୋର୍ଟ ତଲବ କଲେ ଓଡ଼ିଶା ମାନବ ଅଧିକାର ଆୟୋଗ। ୪ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଆୟୋଗ । ଏହା ସହିତ ପୋଲିସ କମିଶନରଙ୍କୁ ମଧ୍ୟ ରିପୋର୍ଟ ମାଗିଛନ୍ତି ।…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ୫ ଜଣଙ୍କୁ ଅଟକ ରଖିଲା ପୋଲିସ

କୁତ୍ରା,୨୬।୭(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କଣ୍ଡେଇମୁଣ୍ଡାଠାରେ ଥିବା ଶିବା ସିମେଣ୍ଟ କାରଖାନାକୁ ଜେଏସ୍‌ଡବ୍ଲ୍ୟୁ ଅଧିଗ୍ରହଣ କରିଛି। ସୋମବାର ପ୍ରଶାସନର ସାହାଯ୍ୟରେ କୁତ୍ରା ଥାନାରୁ କାରଖାନାକୁ ଯିବା ପାଇଁ ଥିବା ଦୀର୍ଘ ୧.୫ କିଲୋମିଟର ରାସ୍ତାକୁ କମ୍ପାନୀ ତରଫରୁ ସମ୍ପ୍ରସାରଣ…

ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ରିପୋର୍ଟ ନେଇଛନ୍ତି। ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ଶରୀର ୯୫% ପୋଡ଼ି…

ଖବରଦାତାଙ୍କୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର

ପାଟଣା,୨୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମପାଟଣା ପ୍ରେସ କ୍ଲବ ତରଫରୁ ସୋମବାର କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ପୋଲିସର ମାଡ଼ ମାରିବା ଘଟଣାକୁ ଦୃଢ଼ ନିନ୍ଦା କରାଯାଇଛି। ଏହା ସହ ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣା ତହସିଲଦାର…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅବହେଳା: ଅଭିନବ ଉପାୟରେ ପ୍ରତିବାଦ

ବଲାଙ୍ଗୀର ଅଫିସ,୨୬।୭: କଳାହାଣ୍ଡି ଜିଲା ଭବାନୀପାଟଣାରୁ ବାହାରି ସୋମବାର କୋଶଳ ସ୍ବାଭିମାନ ପଦଯାତ୍ରା ବଲାଙ୍ଗୀର ସହରରେ ପହଞ୍ଚିଛି । ଏହି ଅବସରରେ କୋଶଳ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ରଙ୍କ ନେତୃତ୍ୱରେ ଜିଲାପାଳ ପାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗୀରର ବିଭୀନ୍ନ…

ସ୍କୁଲ ଆସିଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କଲେ ବିଧାୟକ, ବିଇଓ

ଛତ୍ରପୁର,୨୬।୭(ଡି.ଏନ୍‌.ଏ.): ସୋମବାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ହାଇସ୍କୁଲକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫୁଲ ଦେଇ ସ୍ବାଗତ କରାଯାଇଥିଲା। ସମସ୍ତଙ୍କ ଥର୍ମାଲ ସ୍କ୍ରିନିଂ ସହ ସ୍କୁଲ ଚଟାଣରେ ସାମାଜିକ ଦୂରତା…

ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର ସଦସ୍ୟଙ୍କୁ ପ୍ରତିପକ୍ଷ ଗୋଷ୍ଠୀର ଲୋକେ ମରଣାନ୍ତକ ଆକ୍ରମଣ କରିଛନ୍ତି। ନୀଳକଣ୍ଠଙ୍କ ଆଖି ତାଡ଼ିବା…

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବାସେଳିସାହି ଥାନା ଅଧୀନ ବଡ଼ଓଡ଼ିଆ ମଠ ଅଞ୍ଚଳର…

ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ ରଣା (୫୩)। ବ୍ରଜବନ୍ଧୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଲିଫ୍ଟ ଦେବା ଆଳରେ ନିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?