ଆମ ଜିଲା ଖବର

ଗାଧୋଉଥିବା ମହିଳାଙ୍କ ଭିଡିଓ କରୁଥିଲେ

କଣ୍ଟାମାଳ,୨୫।୭(ଡି.ଏନ୍‌.ଏ.): ନାଳରେ ଗାଧୋଉଥିବା ମହିଳାଙ୍କ ଭିଡିଓ ମୋବାଇଲରେ ଉତ୍ତୋଳନ କରୁଥିଲେ ଜଣେ ଯୁବକ। ଗାଁ ଲୋକେ ସମ୍ପୃକ୍ତ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ଲଣ୍ଡା କରିଦେଇଛନ୍ତି। ଏଭଳି ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଚାରଭାଟି ଗ୍ରାମରେ।…

ପୁଅକୁ କରେଣ୍ଟ ଦେଇ ମାରିଦେଲେ

ଲଙ୍ଗଳେଶ୍ବର,୨୫ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ଡଗରା ଗ୍ରାମର ବିଶ୍ୱଜିତ ନାଗ (୩୨) ଶନିବାର ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ପୁଅକୁ ଉଦ୍ଧାର କରିବାକୁ ଯାଇ ବାପା ବେଣୁଧର ଗୁରୁତର ହୋଇଛନ୍ତି। ଗ୍ରାମର ଜୟନ୍ତ ମଣ୍ଡଳ ଓ…

ବିଦ୍ୟାଭାରତୀ ରହୁଥିବା ହଷ୍ଟେଲ ରୁମ୍‌କୁ ସିଲ୍‌ କଲା ପୋଲିସ

ବଲାଙ୍ଗୀର ଅଫିସ,୨୫।୭: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବଲାଙ୍ଗୀର ଲର୍କିପାଲି ଏଲ୍‌ଆଇ ଟ୍ରେନିଂ ସେଣ୍ଟରରେ ପୋଲିସ ତଦନ୍ତ ଅରମ୍ଭ କରିଛି। ଟ୍ରେନିଂ ସେଣ୍ଟରର ନିର୍ଦ୍ଦେଶକଙ୍କ ସମେତ ୪ ଜଣଙ୍କୁ ପୋଲିସ ପଚରାଉଚରା କରିଛି। ବିଦ୍ୟାଭାରତୀଙ୍କ ବ୍ୟାଚଲର ପାର୍ଟି ଆୟୋଜନ…

ସାକ୍ଷୀଗୋପାଳ ମନ୍ଦିର ଖଟଣି ରୋଷଘରୁ ଚୋରି ଅଭିଯୋଗ

ସାକ୍ଷୀଗୋପାଳ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ବେଢ଼ା ମଧ୍ୟରେ ସୋମନାଥ ମହାପାତ୍ରଙ୍କ ଖଟଣି ରୋଷଘରୁ ଚୋରି ହୋଇଛି। ଏନେଇ ସୋମନାଥଙ୍କ ଭାଇ ରମାକାନ୍ତ ମହାପାତ୍ର ମନ୍ଦିର ସୁପରଭାଇଜରଙ୍କ ନିକଟରେ ରବିବାର ସକାଳୁ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଭକ୍ତ ମାନଙ୍କ…

ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ମାଓବାଦୀମାନଙ୍କ…

ରାମଚଣ୍ଡୀ ପୀଠରେ ମାର୍କେଟ କମ୍ପ୍ଲେକ୍ସ ଓ ରୋଷେଇଶାଳ ଭିତ୍ତିପ୍ରସ୍ତର

ଛତ୍ରପୁର,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ମା’ ରାମଚଣ୍ଡୀ ପୀଠରେ ରବିବାର ଶୌଚାଳୟ ଉଦ୍‌ଘାଟନ ସହ ମାର୍କେଟ କମ୍ପ୍ଲେକ୍ସ ଓ ରୋଷେଇଶାଳର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି l ରାଜ୍ୟ କୃଷି ବିପଣନ ନିଗମର ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଧାୟକ ସୁବାସ…

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ ବିଫଳତା, ଲୋକଙ୍କ ସମସ୍ୟା ସମ୍ବନ୍ଧରେ ରାତିଦିନ କଷ୍ଟ କରି କୋଟି କୋଟି ଲୋକଙ୍କୁ ଦେଶ…

୩୦ବର୍ଷ ହେବ ଝୁମ୍ପୁଡ଼ି ଘରେ ୪ପରିବାର

ପିପିଲି,୨୫।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଠିକ୍‌ ସମୟରେ ଗ୍ରାମାଞ୍ଚଳବାସୀଙ୍କୁ ସହାୟତା ମିଳୁ ନ ଥିବାରୁ ଅନେକେ ବିଭିନ୍ନ ଯୋଜନାରୁ ବଞ୍ଚତ୍ତ ଥିବା ପରିଲକ୍ଷିତ ହେଉଛି। ଏଭଳି ଏକ…

ହାଇଦର ଏନ୍‌କାଉଣ୍ଟର ଘଟଣା: ଏହି ସ୍ଥାନକୁ ନିଷିଦ୍ଧାଞ୍ଚଳ ଘୋଷଣା, ଦୁଇ ଗୁଳି ଜବତ

ବାଲେଶ୍ୱର ଅଫିସ / ସିମୁଳିଆ,୨୫।୭ (ଡି.ଏନ.ଏ.): ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ବାଲେଶ୍ୱର ଜିଲାର ସିମୁଳିଆ ଛକରୁ ଅଳ୍ପ ଦୂରରେ ଗତ ଶନିବାର ଏନ୍‌କାଉଣ୍ଟର କରାଯାଇଥିଲା। ତେବେ ରବିବାର ପୂର୍ବାହ୍ନରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ବାଲେଶ୍ବର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର…

ଚୂନରା ସେବାୟତଙ୍କ ଜୀବନ ବୀମା ନାହିଁ

ପୁରୀ ଅଫିସ,୨୫।୭: ଚୂନରା ସେବାୟତ ପ୍ରତିଦିନ ଜୀବନକୁ ବାଜି ଲଗାଇ ଶ୍ରୀମନ୍ଦିର ଉପରକୁ ଚଢ଼ି ବାନା ଲଗାଇଥାନ୍ତି। ସେହିପରି ରତ୍ନବେଦି ଉପରକୁ ପ୍ରାୟ ୪୦ ଫୁଟ୍‌ ଉପରେ ଚାନ୍ଦୁଆ ବାନ୍ଧିବା କାର୍ଯ୍ୟଠାରୁ ଆରମ୍ଭ କରି ଗରୁଡ଼ସ୍ତମ୍ଭ ଓ ଅରୁଣସ୍ତମ୍ଭର ସ୍ନାନ ନୀତି…

ସହାୟତା ଅପେକ୍ଷାରେ ଚାଇନାଙ୍କ ପରିବାର

କୃଷ୍ଣପ୍ରସାଦ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୁରୁପାଳ ଗ୍ରାମର ପ୍ରବୀର ଜେନାଙ୍କ ଝିଅ ଚାଇନା(୨୩)। ଜନ୍ମରୁ ଚାଇନା ଦିବ୍ୟାଙ୍ଗ। ଅଣ୍ଟା ପାଖରୁ ଗୋଡ଼ ପର୍ଯ୍ୟନ୍ତ କାମ କରୁନାହିଁ। ଘୋଷାରି ଘୋଷାରି ହୋଇ ଏ ଘରରୁ ସେ ଘରକୁ ଯିବା ଆସିବା…

ଖୋର୍ଦ୍ଧା ସହରରେ ପରିମଳ ବିପର୍ଯ୍ୟସ୍ତ: ଆବର୍ଜନାରେ ପୋତିହେଲାଣି ଡ୍ରେନ୍‌

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଉଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ ଡ୍ରେନଗୁଡିକରେ ଆବର୍ଜନା ପଡି ରହି ପୋତି ହୋଇଗଲାଣି। ଘରୁ ବାହାରୁଥିବା ଅପରିଷ୍କାର ପାଣି ଡ୍ରେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?