ଆମ ଜିଲା ଖବର

ଉନ୍ନତୀକରଣ ଚାଲିଛି, ଚତୁଃପାର୍ଶ୍ୱକୁ ନଜର ନାହିଁ

ନିଶ୍ଚିନ୍ତକୋଇଲି,୨୫ା୭(ସ୍ବ.ପ୍ର.): କଟକ ଜିଲାର ଅନ୍ୟତମ ପ୍ରମୁଖ ହାଟ ନିଶ୍ଚିନ୍ତକୋଇଲିରେ ଅବସ୍ଥିତ। ଏହି ହାଟକୁ କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ଯାଜପୁର ଜିଲାର ଚାଷୀ ଓ ବ୍ୟବସାୟୀମାନେ ଆସି ବ୍ୟବସାୟ କରିଥାନ୍ତି। ଉକ୍ତ ହାଟକୁ ଅତ୍ୟାଧୁନିକ ରୂପ ଦେବା ପାଇଁ ଏବେ ୪୦…

ତଦନ୍ତ ପାଇଁ ବଲାଙ୍ଗୀର ଗଲେ ୫ ଜଣିଆ ଟିମ୍‌

ପାରଳାଖେମୁଣ୍ଡି,୨୫।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଶନିବାର ପାରଳାଖେମୁଣ୍ଡି ପୋଲିସର ୫ ଜଣିଆ ଟିମ୍‌ ସେଠାରେ ହୋଇଥିବା ବ୍ୟାଚେଲର ପାର୍ଟି ସମ୍ପର୍କିତ ସମସ୍ତ ତଥ୍ୟ ସଂଗ୍ରହ କରିବା ପାଇଁ ବଲାଙ୍ଗୀର ଯାଇଛନ୍ତି।…

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା: ବଲାଙ୍ଗୀରରେ ଗଜପତି ପୋଲିସ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ,୨୫ା୭: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବାକୁ ଆସିଥିବା ଗଜପତି ପୋଲିସର ଏକ ଟିମ୍‌ ରବିବାର ସକାଳେ ବଲାଙ୍ଗୀର ଟାଉନ ଥାନା ଓ ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରକୁ ଆସି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରାଣୀଧନ ନିରୀକ୍ଷକ…

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ କରାଯାଇଛି। ସେମାନେ ହେଲେ ଶାନ୍ତନୁ ଜେନା ଏବଂ ତାଙ୍କ ସ୍ତ୍ରୀ ସବିତା। ଶ୍ରମିକ ଭାବେ…

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମାଓବାଦୀମାନଙ୍କ ସହିଦ ସପ୍ତାହକୁ ଦୃଷ୍ଟିରେ ରଖି ଯବାନମାନେ ସେହି ଅଞ୍ଚଳରେ କମ୍ବିଂ ଅପରେଶନ କରୁଥିବା ବେଳେ…

ପ୍ରଥମ ନୀଳାଚଳ ଅବଢ଼ା ବାହାରିଲା

ପୁରୀ ଅଫିସ,୨୫।୭: ମହାବାହୁଙ୍କ ପ୍ରଥମ ନୀଳାଚଳ ଅବଢ଼ା ଶନିବାର ବାହାରିଛି। ଏଥର ପାଖାପାଖି ୧୦ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଅବଢ଼ା ପ୍ରସ୍ତୁତ ହୋଇଥିଲା। ସାଧାରଣତଃ ନୀଳାଚଳ ଅବଢ଼ା ସେବାୟତ ପରିବାରର ସମସ୍ତ ସଦସ୍ୟ ସେବନ କରିଥାନ୍ତି। ପାଖାପାଖି ୪ ହଜାର ସେବାୟତ ପରିବାର…

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା

ଅନୁଗୋଳ ଅଫିସ,୨୫।୭: ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ଅଞ୍ଚଳର ଜଣେ ୨୧ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶନିବାର ବଳାତ୍କାର ପରେ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଗୋଡ଼ ବନ୍ଧା ଅବସ୍ଥାରେ ଖଜୁରି ବୁଦାମୂଳରୁ ପୋଲିସ ମୃତଦେହ ଜବତ…

ପରକୀୟା ପ୍ରୀତି ସନ୍ଦେହ ନେଲା ଛବିରାଣୀଙ୍କ ଜୀବନ

ଭଦ୍ରକ ଅଫିସ,୨୪।୭: କୁରାଢ଼ିରେ ଅତି ନୃଶଂସ ଭାବେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ଏଡ଼ାଦେଇ ଗ୍ରାମରେ। ମୃତା ମହିଳା…

ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର। ସୂଚନା…

ପୋଲିସ ତଦନ୍ତରେ ଭରସା ନାହିଁ: ସୌମ୍ୟଙ୍କ ବାପା

ଖଇରା,୨୪।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ବିଦ୍ୟାଭାରତୀଙ୍କ…

ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି

ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍‌ରୁ ସେକ୍‌ ହାଇଦରଙ୍କୁ ଜଣେ ଇନ୍ସପେକ୍ଟର, ସବ୍‌ ଇନ୍ସପେକ୍ଟର ଓ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ସହ ବାରିପଦା…

ଏନ୍‌ଏଚ୍‌ଆର୍‌ସିରେ ପହଞ୍ଚିଲା ବଡ଼ବିଲ ବଳାତ୍କାର, ହତ୍ୟା ଘଟଣା

କେନ୍ଦୁଝର,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାରାଖେଣ୍ଡରା ଜଙ୍ଗଲରେ ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଅଭିଯୋଗ କରି ମୃତ ପରିବାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?