ଆମ ଜିଲା ଖବର

ଭଡ଼ାଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ଟିଟିଲାଗଡ଼,୨୪ା୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହାଟପଦା ପଡ଼ାରେ ଭଡ଼ାରେ ରହୁଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୁନିଗୁଡ଼ାରେ ରହୁଥିବା ମହିଳାଙ୍କ ସ୍ବାମୀଙ୍କୁ ଖବରଦେଇ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ରଞ୍ଜନ ବରିହା କହିଛନ୍ତି। ତେବେ ସାଇଣ୍ଟିଫିକ୍‌ ଟିମ୍‌…

ହଦଗଡ଼ ଡ୍ୟାମ୍‌ରୁ ନିଖୋଜ ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୨୪ା୭(ଡି.ଏନ୍‌.ଏ.): ନିଖୋଜ ଡାକ୍ତରୀ ଛାତ୍ରଙ୍କ ମୃତଦେହ ହଦଗଡ଼ ଡ୍ୟାମ୍‌ରୁ ଶନିବାର ଉଦ୍ଧାର କରାଯାଇଛିl ସେ ହେଉଛନ୍ତି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଗନ୍ନାଥପୁର ଗ୍ରାମର ସୁରେନ୍ଦ୍ର ପାତ୍ରଙ୍କ ପୁଅ ସ୍ମାରକ(୨୩)। ଗତ ଗୁରୁବାର ଅପରାହ୍ନରେ ସ୍ମାରକ ମୋଟର ସାଇକେଲରେ ହଦଗଡ଼ ଡ୍ୟାମ୍‌…

ଆଜିଠୁ ମିଳିବ ନୀଳାଚଳ ଅବଢ଼ା

ପୁରୀ ଅଫିସ,୨୪।୭: ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କ ସହ ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବିଜେ କରିଛନ୍ତି। ଶନିବାରଠାରୁ ପୁଣି ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ। ଭକ୍ତ ମହାପ୍ରସାଦ ପାଇବେ। କରୋନା କଟକଣା ଯୋଗୁ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ…

ବାରହା ପାଇଁ ବିଛାଯାଇଥିବା ଫାଶରେ ପଡ଼ି ହାତୀର ଜୀବନଗଲା

ହିନ୍ଦୋଳ,୨୪।୭: ହିନ୍ଦୋଳ ରେଞ୍ଜ କନ୍ତାମିଲା ପଞ୍ଚାୟତ ଡମେଇବାହାଳ ନିକଟସ୍ଥ କୁଶପଦା ଜଙ୍ଗଲରେ ଶୁକ୍ରବାର ରାତିରେ ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଗୋଟିଏ ହାତୀର ମୃତ୍ୟୁ ଘଟିଛି। ଖବରପାଇ ଶନିବାର ସକାଳେ ହିନ୍ଦୋଳ ବନାଞ୍ଚଳ ଅଧିକାରୀ ଲୋହିତ ରଥ…

ଗହୀରମଥାରେ ବିରଳ ପ୍ରଜାତିର ବଗ

ମହାକାଳପଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ ପ୍ରତିବର୍ଷ ସାଇବେରିଆରୁ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କ ଆଗମନ କରିଥାନ୍ତି। ସାଧାରଣତଃ ଓଡ଼ିଶାରେ ଧଳା ଓ ଧୂସର ରଙ୍ଗର ବଗ ଦେଖିବାକୁ ମିଳିଥାନ୍ତି। କିଛିଦିନ ହେବ ଏହି…

ଜୁଆର ମାଡ଼ରେ ପୁଣି ୧୧ ଘର ଭାଙ୍ଗିଲା

ଗୋପାଳପୁର,୨୪।୭(ଡି.ଏନ.ଏ.): ସମୁଦ୍ର ଜୁଆର ମାଡ଼ରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମର ପୁଣି ୧୧ ଘର ଗୁରୁବାର ଓ ଶୁକ୍ରବାର ଭାଙ୍ଗିଯାଇଛି। ଦିନକୁ ଦିନ ଏଭଳି ଘର ଭାଙ୍ଗିଯାଉଥିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଅନ୍ୟପଟେ ୫୦ ରୁ ୬୦ ଘର…

ବିରୋଧ ସତ୍ତ୍ୱେ ଆନ୍ଧ୍ରର ଭ୍ରୂକ୍ଷେପ ନାହିଁ

ମାଲକାନଗିରି/କାଲିମେଳା,୨୪।୭(ଡି.ଏନ୍‌.ଏ.): ଆନ୍ଧ୍ର ସରକାର ସବୁବେଳେ ଓଡ଼ିଶା ବିରୋଧୀ ମନୋଭାବ ପ୍ରଦର୍ଶନ କରିଆସୁଛି। କୋଟିଆ ଅଧିବାସୀଙ୍କୁ ପ୍ରଭାବିତ କରି ନିର୍ବାଚନ କରିବା ହେଉ ଅବା ନିଜ କର୍ମଚାରୀ ପଠାଇ ସୀମାନ୍ତରେ ରାଶନ ସାମଗ୍ରୀ ବାଣ୍ଟିବା ହେଉ ସବୁଥିରେ ଆନ୍ଧ୍ରର ଓଡ଼ିଶା ବିରୋଧୀ ମନୋଭାବ…

ଟୋକିଓ ଅଲିମ୍ପିକ୍ସରେ ପ୍ରଦର୍ଶିତ ହେବ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା

କଟକ ଅଫିସ, ୨୪।୭: ଚଳିତବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶନ ହେବ। ଏ ନେଇ ଇଣ୍ଡିଆନ କଣ୍ଟେମ୍ପୋରାରୀ ଆର୍ଟିଷ୍ଟ ଆସୋସିଏସନ ପକ୍ଷରୁ ଆନ୍ତର୍ଜାତିକ ଭର୍ଚୁଆଲ ଚିତ୍ରକଳା ପ୍ରଦର୍ଶନୀ ‘ଅଲିମ୍ପିଆ’ ମାଧ୍ୟମରେ ଟୋକିଓର ମେମୋରିଆଲ ହଲରେ ଚିତ୍ରଗୁଡିକର ଭିଡିଓ ପ୍ରଦର୍ଶନ…

ଶାଖା କେନାଲର ଗାର୍ଡୱାଲ ଭୁଶୁଡ଼ିଲା

ମାହାଙ୍ଗା,୨୪।୭(ସ୍ବ.ପ୍ର.): ମାହାଙ୍ଗା ବ୍ଲକ ଦେଇ ଯାଇଥିବା ୮ ଏଫ୍‌ ଶାଖା କେନାଲର ୨୦ ଫୁଟ ଲମ୍ବ ବିଶିଷ୍ଟ ଗାର୍ଡୱାଲ ଶୁକ୍ରବାର ଅପରାହ୍ନରେ ଭୁଶୁଡି ପଡ଼ିଛି। କେନ୍ଦୁପାଟଣା ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଅଧୀନରେ ଏହି କେନାଲ ରହିଛିି। ରକ୍ଷଣାବେକ୍ଷଣ ଅଭାବରୁ…

କାରଖାନା କର୍ତ୍ତୃପକ୍ଷ ଭୁଲିଗଲେ ଦାୟିତ୍ୱବୋଧତା

ଟାଙ୍ଗୀ(କଟକ) ୨୪।୭(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଉଚ୍ଚପଦା ପଞ୍ଚାୟତ ମଣିଆ ଗ୍ରାମରେ ଆରଏସ୍‌ବି ଟ୍ରାନ୍ସମିଶନ ଲିଃ ନାମକ କାରଖାନା ପରିଚାଳନା କର୍ତ୍ତୃପକ୍ଷଙ୍କ ମନମୁଖି କାର୍ଯ୍ୟକଳାପ ସ୍ଥାନୀୟ ଗ୍ରାମବାସୀଙ୍କୁ ଅସନ୍ତୁଷ୍ଟ କରିଛି। ଏ ନେଇ ଗ୍ରାମର ସାମାଜିକ କର୍ମୀ ମନୋଜ ଖିଲାର ମୁଖ୍ୟମନ୍ତ୍ରୀ,…

ସିଡୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

କଟକ ଅଫିସ,୨୪।୭: କଟକ ନକଲି ଔଷଧ କାରବାରର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସନ୍ନ ଜେନାଙ୍କ ସ୍ତ୍ରୀ ଶୁଭଲକ୍ଷ୍ମୀ ଜେନା ଓ କର୍ମଚାରୀ ସତ୍ୟପ୍ରକାଶ ମହାନ୍ତିଙ୍କ ଜାମିନ ଆବେଦନର ଶୁଣାଣିବେଳେ ହାଇକୋର୍ଟ କେସ୍‌ ଡାଏରୀ (ସିଡୀ) ଦାଖଲ ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫକୁ ନିର୍ଦ୍ଦେଶ…

କାୟା ବିସ୍ତାରିଛି ବେଆଇନ ଚିଙ୍ଗୁଡ଼ି ଘେରି

ଜଗତ୍‌ସିଂହପୁର ଅଫିସ, ୨୪।୭: ଚିଙ୍ଗୁଡ଼ି ରପ୍ତାନି କ୍ଷେତ୍ରରେ ଜଗତ୍‌ସିଂହପୁର ଜିଲାର ନାଁ ଅଛି। ବିଶେଷକରି ଏରସମା, ବାଲିକୁଦା ଓ କୁଜଙ୍ଗ ତହସିଲ ଅନ୍ତର୍ଗତ ବ୍ୟାପକ ଅଞ୍ଚଳରେ ଚିଙ୍ଗୁଡ଼ି ଚାଷ ହେଉଛି। ସରକାରୀ ଭାବେ ୬,୨୫୦ ଏକର (ପ୍ରାୟ ୨୫୦୦ ହେକ୍ଟର) ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?