ଆମ ଜିଲା ଖବର

ଜଲିଉଡ୍‌ର ସିଙ୍ଗର ଏବେ ଟ୍ୟାକ୍ସି ଚାଳକ

ଛତ୍ରପୁର,୨୪।୭(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଅନେକ ଲୋକ ନିଜ ରୋଜଗାର ହରାଇଥିବା ବେଳେ ଆଉ କେତେକଙ୍କ ବୃତ୍ତି ମଧ୍ୟ ବଦଳିଯାଇଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ। ଦିନେ ସଙ୍ଗୀତ ନିଶାକୁ ପେଶା ଭାବି ଆଦରି…

ଅସହାୟ ଆଦିବାସୀ

ଢେଙ୍କାନାଳ ଅଫିସ, ୨୪।୭ ଉପେକ୍ଷିତ ହେବେନାହିଁ ଆଦିବାସୀ। ବଣଡଙ୍ଗରରେ ରହୁଥିବା ବନବାସୀଙ୍କୁ ମୁଖ୍ୟସ୍ରୋତକୁ ଅଣାଯିବ। ବିଭିନ୍ନ ଜନକଲ୍ୟାଣ ଯୋଜନାରେ ସାମିଲ ହେବେ ସେମାନେ। ସେମାନଙ୍କୁ ହାତପାଆନ୍ତାରେ ମିଳିବ ସର୍ବନିମ୍ନ ମୌଳିକ ସୁବିଧା। ପ୍ରକୃତି କୋଳରେ ବଢ଼ି ପ୍ରକୃତିରୁ ଜୀବନ ଜୀବିକାର ବାଟ…

ସୁରକ୍ଷା ଚିନ୍ତାରେ ସହରବାସୀ

ଅନୁଗୋଳ ଅଫିସ, ୨୪ା୭ ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବାଇକ୍‌ରେ ଘୂରି ବୁଲୁଥିବା ଦୁର୍ବୃତ୍ତମାନେ ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିଛାଟିଆ ସ୍ଥାନ ଦେଖି ସେମାନଙ୍କ ଠାରୁ ଟଙ୍କା ଓ ସୁନା ଗହଣା ଝାମ୍ପି ନେଉଛନ୍ତି। ସେହିପରି…

ଟାଟା ଚା’ ପ୍ୟାକେଜିଂ ୟୁନିଟରେ ନିଯୁକ୍ତି ଦାବି: ଅଫିସ ଘେରାଉ କଲା ଭାଜପା

ଛତ୍ରପୁର, ୨୪।୭(ଡି.ଏନ୍‌.ଏ.): ଛତ୍ରପୁର ଉପକଣ୍ଠ ଟାଟା ଷ୍ଟିଲ କମ୍ପାନୀ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ ହୋଇଥିବା ଟାଟା ଚା’ ପ୍ୟାକେଜିଂ ୟୁନିଟରେ ଜମି ହରାଇଥିବା ଲୋକଙ୍କୁ ନିଯୁକ୍ତି ଦାବି କରାଯାଇଛି। ଶନିବାର ଏନେଇ ଭାଜପା ପକ୍ଷରୁ ଟାଟା ଅଫିସ ଘେରାଉ କରାଯାଇଥିଲା।…

ପେଟ ପାଇଁ ଦଣ୍ଡି ଧରିଲେ କଳାକାର

ପଦ୍ମପୁର,୨୪।୭ (ଡି.ଏନ.ଏ.)-ମହାମାରୀ କରୋନାରେ କବଳିତ ମଣିଷ ନିଜର ଜୀବନ ଜୀବିକା ହରାଇଛି। ନିମ୍ନ ମଧ୍ୟବିତ୍ତ, ଶ୍ରମିକ, ଦିନମଜୁରିଆ ପେଟ ପାଇଁ ସଂଗ୍ରାମ କରୁଛନ୍ତି। କରୋନା କଟକଣା ଛଡ଼ାଇ ନେଇଛି ବଞ୍ଚିବାର ରାହା। ସାଧାରଣ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ଉଠାଦୋକାନୀ, ଦିନମଜୁରିଆ, କଳାକାର…

ଘର ଆଗରେ ପଡ଼ିଲା ଅଫୁଟା ଗୋଳା

ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ ଅଫୁଟା ଗୋଳା ସମୁଦ୍ର ମଧ୍ୟରେ ନ ପଡି ଜଣେ ବ୍ୟକ୍ତିଙ୍କ ଘର ସାମ୍ନାରେ ପଡି…

ସମନ୍ବୟ ଅଭାବରୁ ୨ ଆସନ ହାତରୁ ଖସିଥିଲା

ଖୋର୍ଦ୍ଧା ଅଫିସ,୨୪।୭: ସମନ୍ବୟ ଅଭାବରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡିକୁ ଭୁବନେଶ୍ୱର ଏମ୍‌ପି ଏବଂ ଜଟଣୀ ବିଧାୟକ ଆସନ ହରାଇବାକୁ ପଡ଼ିଥିଲା। ଏଭଳି ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧା ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଓଡ଼ିଶା…

ବିଦ୍ୟାଭାରତୀଙ୍କ ସହ ଡିଏଫ୍‌ଓଙ୍କ ସମ୍ପର୍କ ନାହିଁ : ଏସ୍‌ପି

ପାରଳାଖେମୁଣ୍ଡି,୨୪ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ସୌମ୍ୟଙ୍କୁ ଷଡ଼ଯନ୍ତ୍ର କରି ପୋଡ଼ି ହତ୍ୟା କରାଯାଇଛି ଓ ଏଥିରେ ଡିଏଫ୍‌ଓଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ ପ୍ରଥମରୁ ଅଭିଯୋଗ କରି ଆସୁଥିଲେ।…

ଅଧା ରହିଗଲା ଜଗା ଦର୍ଶନ

ଖଇରା,୨୩।୭(ଡି.ଏନ.ଏ): ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ନବବିବାହିତା ପ୍ରଦୀପ ଗିରିଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି। ତେବେ ସ୍ତ୍ରୀ ମାମିନା ଜେନାଙ୍କ ସହ ପୁରୀ ଯାଇ ଜଗା ଦର୍ଶନ ପରିବାର ଇଚ୍ଛା ଅଧାରେ ରହିଯାଇଛି।…

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିଛନ୍ତି। ନୀଳକନ୍ଦରକୁ ବାହୁଡ଼ା ବେଳେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ନିକଟରେ କାଳିଆ…

ପ୍ରେମିକା ଗର୍ଭବତୀ ଜାଣିବା ପରେ ପ୍ରେମିକ ଫେରାର

ଚଣ୍ଡିଖୋଲ,୨୩।୭(ଡି.ଏନ.ଏ): ପ୍ରେମ ସମ୍ପର୍କ। ବିବାହର ପ୍ରତିଶ୍ରୁତି। ଶାରୀରିକ ସମ୍ପର୍କ ପରେ ପ୍ରେମିକା ଗର୍ଭବତୀ। ପ୍ରେମିକାଙ୍କୁ ପ୍ରତାରଣା ଦେଇ ପ୍ରେମିକ ଫେରାର। ଏଭଳି ଅଭିଯୋଗ ହୋଇଛି ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନାରେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୨୧୪/୨୧) ରୁଜ୍ଜୁ କରି…

ମିଳିଲା ସେନା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ

ଗୋପାଳପୁର,୨୩ା୭(ଡି.ଏନ.ଏ.): ଗୋପାଳପୁର ଥାନା ଗୋଳାବନ୍ଧ ଗ୍ରାମ ସ୍ଥିତ ଆର୍ମି ଏଡ଼ି କଲେଜ ପରିସରରୁ ଶୁକ୍ରବାର ଜଣେ ସେନା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ନାଏକ ଶଙ୍କର କୁମାର ମଣ୍ଡଲ (୩୪)। ଏ ନେଇ ପୋଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?