ଆମ ଜିଲା ଖବର

ସାଇବର ଅପରାଧ ରୋକିବା ପାଇଁ ସଚେତନତା ରଥ ଶୁଭାରମ୍ଭ

ଛତ୍ରପୁର,୧୯ା୧୦: ସାଇବର ଅପରାଧ ବଢ଼ୁଥିବାରୁ ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ସଚେତନ କରିବା ପାଇଁ ରବିବାର ଛତ୍ରପୁରରୁ ‘ସାଇବର ସୁରକ୍ଷା ଅଭିଯାନ ଓଡ଼ିଶା ୨୦୨୫’ ସଚେତନତା ରଥ ଆରମ୍ଭ ହୋଇଛି। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ଏହାକୁ ସବୁଜ ପତାକା ଦେଖାଇ…

ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ, ଶ୍ୟାମାକାଳୀ ଯୁବକ ସଂଘର ସାହାଯ୍ୟ

ଛତ୍ରପୁର,୧୯।୧୦: ଗଞ୍ଜାମ ଜିଲ୍ଲାର ବଡମାଧପୁରରେ ଏକ ଦୁର୍ଘଟଣାରେ ରାମ କେଳା ନାମକ ଜଣେ ଅନୁସୂଚିତ ଜାତିର ଦରିଦ୍ର ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ ରାସ୍ତାରେ ଯାଉଥିବା ବେଳେ ଏକ ସ୍କୁଟି ଧକ୍କା ଦେଇଥିଲା, ଫଳରେ ସେ ଗୁରୁତର ଆହତ ହୋଇ ଛତ୍ରପୁର…

୨୨ ପର୍ଯ୍ୟନ୍ତ ଗଞ୍ଜାମକୁ ଏଲୋ ୱାର୍ନିଂ

ବ୍ରହ୍ମପୁର,୧୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତନ ଠାରୁ ଦେଢ଼ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ…

ନିର୍ଦ୍ଧାରିତ ସମୟରୁ ଅଧିକ ସମୟ ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଗଞ୍ଜାମ,୧୯ା୧୦(ବିଦ୍ୟାଧର ସାହୁ): ଆଲୋକର ପର୍ବ ଦୀପାବଳି ସରକାରୀ ନିୟମ ଅନୁସାରେ ପାଳନ କରିବାକୁ ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର ପରାମର୍ଶ ଦେଇଛନ୍ତି। ସହର ଶେଷରେ ବିକ୍ରି ବାଣ ଦୋକାନୀମାନଙ୍କୁ କଡା ତାଗିଦ କରିବା ସହ ଯେପରି ନିୟମ ଅନୁସାରେ ସୁରକ୍ଷାରେ…

ମା’-ବାପା ସ୍କୁଲ ଯିବାକୁ କହିବାରୁ: ନାବାଳକ ପୁଅ ନେଲେ ଚରମ ନିଷ୍ପତ୍ତି

ଥୁଆମୂଳ ରାମପୁର,୧୯ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ସେମେଲପଦର ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିଖୋଜ ହେବାର ୪ଦିନ ପରେ ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମିଳିଥିବା…

ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବି ତେଜିଲା

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ): ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବି ନେଇ ପୁଣି ଆନ୍ଦୋଳନ ତେଜି ଉଠୁଛି। ଏହି ଦାବି ନେଇ ଆସନ୍ତା ଡିସେମ୍ବର ମାସରେ କୋଶଲ ମହାବନ୍ଦ କରିବାକୁ ରବିବାର ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି…

ଦୃତଗତିରେ ଆସି ଯୁବକଙ୍କ ଉପରକୁ ମାଡ଼ିଗଲା ପିକଅପ୍‌ ଭ୍ୟାନ୍‌, ଆଉ ତା’ପରେ..

ଗଞ୍ଜାମ,୧୯ା୧୦(ଅଖିଳ ତରାଇ): ୧୬ ନମ୍ବର ଜାତୀୟ ରାଜପଥ ହୁମ୍ମା ଖଜୁରିଆପଲ୍ଲୀ ଛକ ନିକଟରେ ରବିବାର ଏକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ନରେନ୍ଦ୍ର ବାଲି ଗ୍ରାମର ରାମଚନ୍ଦ୍ର ମହାରଣା। ସୂଚନାନୁଯାୟୀ,…

ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବାଣ

ଗଞ୍ଜାମ/ରମ୍ଭା,(ବନବାସୀ ସେଠୀ/ଅଖିଳ ତରାଇ)୧୯।୧୦: ଦୀପାବଳି ପୂର୍ବରୁ ରମ୍ଭା ସହରରେ ରବିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଧୋବାସୀ ପୋଖରୀ ନିକଟରେ ଖୋଲିଥିବା ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରତ୍ନାକର ବେହେରା ଏବଂ କାହ୍ନୁ ତରେଇଙ୍କ ୨ଟି ବାଣ…

ଢେଙ୍କାନାଳ: ଝିଅକୁ ଅସଦାଚରଣ କରିବାରୁ ଯୁବକକୁ ହତ୍ୟା କଲେ ବାପା

କାମାକ୍ଷାନଗର,୧୯ା୧: ଢେଙ୍କାନାଳ ଜିଲା କାମାକ୍ଷାନଗରରେ ଝିଅକୁ ଅସଦାଚରଣ ଅଭିଯୋଗରୁ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ଅଭିଯୁକ୍ତ ବାପା ପରଜଙ୍ଗ ଥାନା ଅନ୍ତର୍ଗତ ଦଦରାଘାଟି ଫାଣ୍ଡିରେ ଆତ୍ମସମର୍ପଣ କରିଛନ୍ତି। ମୃତ ଯୁବକ ଦଦରାଘାଟି ଫାଣ୍ଡି ଅନ୍ତର୍ଗତ ଆଖୁଆପାଳ ପଞ୍ଚାୟତ ୧ ନଂ…

ଗୋ ହତ୍ୟା, ଗୋ ସୁରକ୍ଷାକୁ ନେଇ ସାମ୍ବାଦିକ ସମ୍ମୀଳନୀ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ବଲାଙ୍ଗୀର ୧୯।୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ରବିବାର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡିଶା ସଂଗଠନ ତରଫରୁ ଗୋ ସୁରକ୍ଷା ଦାବି ନେଇ ବଲାଙ୍ଗୀର କୃଷି ବିଭାଗ କାର୍ଯ୍ୟାଳୟ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଏକ ସାମ୍ବାଦିକ…

ଗାଁରେ ମାଙ୍କଡ଼ ଆତଙ୍କ, ଗୋଡେଇ ଗୋଡେଇ କାମୁଡୁଛି ଲୋକଙ୍କୁ

ବଲାଙ୍ଗୀର,୧୯।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ରେଞ୍ଜ ଅନ୍ତର୍ଗତ ପୁଟୁପଡା, ଭାନପୁର, ସାଲେବରଟ ତଥା ଆଖ ପାଖ ଗାଁରେ ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି l ଗତ ଦୁଇଦିନ ତଳେ ପୁଟୁପଡା ଗାଁର ଜଣେ ଛାତ୍ରୀଙ୍କୁ ଆକ୍ରମଣ କରିଥିଲା।…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ,୧୯ା୧୦: ପୁରୀ ଜିଲାର କୃଷ୍ଣପ୍ରସାଦ ନିକଟରେ ମଝି ଚିଲିକାରେ ଫସିରହିଛି ଏକ ଯାତ୍ରୀବାହୀ ଡଙ୍ଗା। ମହିଷାକୁଦ ନିକଟରେ ରବିବାର ଘଣ୍ଟାଏରୁ ଅଧିକ ସମୟ ହେବ ଡଙ୍ଗାଟି ଅଟକି ରହିଛି। ତେବେ ୪୦ ଯାତ୍ରୀଙ୍କୁ ନେଇ ଡଙ୍ଗାଟି ଜହ୍ନିକୁଦାରୁ ସାତପଡ଼ା ଯାଉଥିବା ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri