ଆମ ଜିଲା ଖବର

ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସି୍‌ଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । ମୃତ୍ୟୁ ପଛର ପ୍ରକୃତ କାରଣ ଖୋଜିବାକୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋର୍‌ଦାର କରିଛି । ତେବେ ଶୁକ୍ରବାର ଡିଏଫ୍‌ଓ ସଂଗ୍ରାମ କେଶରୀ…

ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ମାମଲା: ଡିଏଫ୍‌ଓ ସଂଗ୍ରାମ କେଶରୀଙ୍କୁ ଜେରା

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଶୁକ୍ରବାର ତାଙ୍କ କାର୍ଯ୍ୟାଳୟରେ ଜେରା କରାଯାଉଛି। ଡିଏଫ୍‌ଓଙ୍କ କାର୍ଯ୍ୟାଳୟରେ ଆଜି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି କଡ଼ା ସୁରକ୍ଷା…

ଚିଠିରେ ବିଦ୍ୟାଭାରତୀଙ୍କୁ ସୌମ୍ୟଙ୍କ ଆକୁଳ ନିବେଦନ: ତୁମ ପାଦ ତଳେ ମୋତେ ଟିକେ ଜାଗା ଦିଅ

କଟକ,୨୩ା୭: ମୁଁ ଚାକିରିରୁ ଇସ୍ତଫା ଦେଇ ଦେବି। ତୁମର ଚାକର ହୋଇ ରହିବି ପଛେ ମୋତେ ତୁମ ପାଦ ତଳେ ଟିକେ ଜାଗା ଦିଅ। ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୧୧ ଦିନ ବିତିବାକୁ ବସିଥିବା…

୧୨୮ ଘର ଭଙ୍ଗାହେଲା

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ଏହାର ଚତୁଃପାର୍ଶ୍ୱରୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଜବରଦଖଲ ଉଚ୍ଛେଦ ଜାରି ରହିଛି। କିଛିଦିନର ବ୍ୟବଧାନ ପରେ ଗୁରୁବାର ଏସ୍‌ସିବି କ୍ୟାମ୍ପସ, ମାଲଗୋଦାମ ବେହେରାସାହି, ହାଡିଆପଠା ଓ ସିଲଭର ସିଟି ବୋଟ୍‌…

ରାସ୍ତା କାମ ସରିନି, ବିଲ୍‌ ମଞ୍ଜୁର

ବେଗୁନିଆ,୨୩।୭ (ଡି.ଏନ୍‌.ଏ.): ସରକାର ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଅନେକ ଗ୍ରାମରେ ଭଲ ରାସ୍ତା ନ ଥିବାରୁ ଲୋକେ ଯାତାୟାତରେ ହଇରାଣ ହେଉଛନ୍ତି। କେଉଁଠି ଠିକାଦାରଙ୍କ ମନମାନି…

ଚାଲିଛି ଗଛ କଟା, ପ୍ରଶାସନ ନୀରବଦ୍ରଷ୍ଟା

ବରୀ,୨୩ା୭(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବେଧଡ଼କଭାବେ ଗଛକଟା ଚାଲିଛି। ହେଲେ ଏଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଗୁରୁବାର ବରୀ କଳାମାଟିଆ ପୂର୍ତ୍ତବିଭାଗ ରାସ୍ତାକୁ ସଂଯୋଗ କରୁଥିବା ବରୀ-ବାଲିବିଲି…

ପଥଚାରୀଙ୍କ ପାଇଁ କାଳ ପେଲେଟ

ଯାଜପୁର ଅଫିସ,୨୩।୭: ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କର୍ତ୍ତୃପକ୍ଷଙ୍କ ମନମାନି ଅଣାୟତ୍ତ ହେବାରେ ଲାଗିଛି। ଯାଜପୁରରୋଡ-ଡୁବୁରୀ ରାସ୍ତାର ବିଆର୍‌ପିଏଲ୍‌ କାରଖାନା ସମ୍ମୁଖରେ ଲୁହାପଥର ଗୋଲି (ପେଲେଟ) ପଡ଼ି ପଥଚାରୀଙ୍କ ଜୀବନ ପ୍ରତି କାଳ ହେଉଛି। ଏହି ରାସ୍ତାଦେଇ ବିଭିନ୍ନ କାରଖାନାକୁ…

ଗଡ଼ିନି ଯାତ୍ରୀବାହୀ ଟ୍ରେନ୍‌, ଚାଲିଛି ଟିକେଟ ହ୍ୟାକିଂ

କେନ୍ଦ୍ରାପଡ଼ା ଅଫିସ,୨୩।୭: ହରିଦାସପୁର-ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରାପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡ଼ିଥିଲା। ଏହାକୁ ଇତିମଧ୍ୟରେ ବର୍ଷେ ପୂରିବାକୁ ବସିଛି। ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡ଼ିନାହିଁ। ତେବେ ଜିଲାର ୪…

ଶିକ୍ଷକରୁ ପ୍ରଶାସକ

ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ଅଧିକାରୀ ବିଜୟ ଅମୃତା କୁଲାଙ୍ଗେ କେବଳ ଗଞ୍ଜାମ ନୁହେଁ ସାରା ଓଡ଼ିଶାରେ ଜଣେ ଚର୍ଚ୍ଚିତ ଚେହେରା। ନିଜର ସ୍ବତନ୍ତ୍ର କାର୍ଯ୍ୟଶୈଳୀ ଯୋଗୁ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ମଧ୍ୟ ସାଉଁଟିଛନ୍ତି। ବିଜୟଙ୍କ ଘର ମହାରାଷ୍ଟ୍ରରେ। ପ୍ରାଥମିକ ଶିକ୍ଷକ ଭାବେ…

ଭୂତଳ ଜଳକୁ ମିଳିବ ବଳ

ଭୁବନ, ୨୩।୭(ଡି.ଏନ୍‌.ଏ.) ସହରାଞ୍ଚଳରେ ଫିଟିବ କର୍ମନିୟୋଜନର ମାର୍ଗ। ବଢ଼ିବ ଶ୍ରମଜୀବୀଙ୍କ ରୋଜଗାର। ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ମହିଳା, ସମସ୍ତଙ୍କ ଜୀବିକା ସୁନିଶ୍ଚିତ କରାଯିବ। ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବ। ନାରୀଶକ୍ତିକୁ ବ୍ୟବହାର କରାଯାଇ ସହରାଞ୍ଚଳ ବିକାଶ କାର୍ଯ୍ୟ ତ୍ୱରାନ୍ବିତ ହେବ।…

ଦଖଲ କରିନେଲେଣି ଦଲାଲ

ବଇଣ୍ଡା,୨୩ା୭(ପରିକ୍ଷିତ ସାହୁ) ସରକାରୀ ଜମି ଉପରେ ପଡ଼ିଛି ଦଲାଲଙ୍କ ଦୃଷ୍ଟି। ବିଭିନ୍ନ କୌଶଳ କରି ସେମାନେ ଅକ୍ତିଆର କରିନେଉଛନ୍ତି ଦଣ୍ଡା, ଗୋଚର, ଶ୍ମଶାନ ଓ ପାଣି ମାହାରା। ଏପରି କି ରାଜପଥ ପାର୍ଶ୍ୱରେ ଥିବା ସରକାରୀ ଜମି ମଧ୍ୟ ସେମାନଙ୍କ ଦଖଲକୁ…

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ: ଅପରାହ୍ନ ୪ଟାରେ ହେବ ପହଣ୍ଡି

ପୁରୀ ଅଫିସ,୨୩ା୭:ନବଦିନାମତ୍କ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀ ଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଅଛନ୍ତି ମହାପ୍ରଭୁ। ଗୁରୁବାର ଅଧରପଣା ନୀତି ସମ୍ପନ୍ନ ହୋଇଥିବା ବେଳେ ଶୁକ୍ରବାର ନୀଳାଦ୍ରିବିଜେ ନୀତି ହେବ। ରନତ୍ବେଦିକୁ ବିଜେ କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?