ଆମ ଜିଲା ଖବର

ବାଘ ଶିକାରୀଙ୍କୁ ବାନ୍ଧିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର(ବ୍ୟୁରୋ)/ବାଉଁଶୁଣୀ (ଡି.ଏନ୍‌.ଏ),୨୨ା୭(ବ୍ୟୁରୋ): ରାଜ୍ୟରେ ଥମୁନି ବାଘ ଶିକାର। ବିଲୁପ୍ତ ପ୍ରାୟ ହେବାକୁ ବସିଲାଣି ବାଘବଂଶ। ବାଘଙ୍କୁ ସୁରକ୍ଷା ତଥା ଶିକାର ରୋକିବା ଦିଗରେ ବନ ବିଭାଗ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି। ଅପରପକ୍ଷରେ କ୍ରାଇମବ୍ରାଞ୍ଚର ସ୍ପେଶାଲ୍‌ ଟାସ୍କ ଫୋର୍ସ(ଏସ୍‌ଟିଏଫ) ବିଭିନ୍ନ…

ଦେବୀନଦୀରେ ୨ କୁମ୍ଭୀର, ଲୋକେ ଆତଙ୍କିତ

କଣ୍ଟାପଡା, ୨୧ା୭(ଡି.ଏନ୍‌.ଏ.): ଗୋବିନ୍ଦପୁର ଥାନା ନିକଟ ଦେବୀନଦୀରେ ବୁଧବାର ଦୁଇଟି କୁମ୍ଭୀର ଦେଖବାକୁ ମିଳିଥିଲା। ସକାଳେ ୬ରୁ ୭ଫୁଟ ଲମ୍ବର ଏକ କୁମ୍ଭୀର ଓ ଅପରାହ୍ନରେ ୧୦ ଫୁଟରୁ ଊର୍ଦ୍ଧ୍ୱ ଲମ୍ବର ଅନ୍ୟଏକ କୁମ୍ଭୀରକୁ ଲୋକେ ଦେଖିଥିଲେ। କୂମ୍ଭୀର ଦୁଇଟି ଦେବୀନଦୀର…

ଡାକ୍ତରଙ୍କ ଅଭିଯୋଗରେ ମାମଲା ରୁଜୁ

ନିଶ୍ଚିନ୍ତକୋଇଲି, ୨୨ା୭ (ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମଙ୍ଗଳବାର ରାତିରେ ରୋଗୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଏଥିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଙ୍କ ଅବହେଳାକୁ ଦାୟୀ କରି ନିଶ୍ଚିନ୍ତକୋଇଲି ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ ତାଙ୍କୁ ଆକ୍ରମଣ ଉଦ୍ୟମ…

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ ହାତ ସହ ସେ ପିନ୍ଧିଥିବା ପ୍ୟାଣ୍ଟ୍‌ ଓ ଚପଲ ବାହରକୁ ଦିଶୁଛି। ପୋଲିସ ଘଟଣାସ୍ଥଳରେ…

ସୁନାବେଶରେ ଦାରୁଦିଅଁ

ପୁରୀ ଅଫିସ,୨୨ା୭: ତିନିରଥ ଉପରେ ବୁଧବାର ସୁନାବେଶରେ ଦର୍ଶନ ଦେଇଛନ୍ତି ଦାରୁଦିଅଁ। ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ବିଗ୍ରହଙ୍କୁ ଅଢ଼େଇ ମହଣ ସୁନାରେ ସଜ୍ଜିତ କରାଯାଇଛି। ତେବେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଛି ମହାମାରୀ କରୋନା। ରଥଯାତ୍ରା ଓ…

ଏସିଏଫ୍‌ ମୃତ୍ୟୁ ଘଟଣା: ଡିଏଫ୍‌ଓ, ଗୁରାଣ୍ଡି ଓଆଇସି ହେବେ ଜେରା

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ଘଟଣାର ୯ ଦିନ ପରେ ବି ମୃତ୍ୟୁ ରହସ୍ୟରୁ ପରଦା ହଟୁନି। ସୌମ୍ୟଙ୍କ ଶରୀରର ୯୦…

‘ମୁଁ ତୁମକୁ ଘୃଣା କରେ’

କପ୍ତିପଦା,୨୨ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସାୈମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୮ ଦିନ ପୂରିଛି। ପାରଳାଖେମୁଣ୍ଡିରୁ ଭାୟା ବାଲେଶ୍ୱରର ଖଇରା ଓ ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ପର୍ଯ୍ୟନ୍ତ ଅଡ଼ୁଆ ଖିଅ ଖୋଜି ଚାଲିଛି ପୋଲିସ। ବହୁ ଚର୍ଚ୍ଚିତ ଏହି…

ବାଘଛାଲ ବିକ୍ରି ବେଳେ ଧରାପଡ଼ିଲେ

ଦେବଗଡ଼,୨୧ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି(୪୫), ନାକଟିଦେଉଳ ଥାନା ତିଲେଇମାଳ…

ଡିକିରୁ ମିଳିଲା ୨ଲକ୍ଷ, ପୋଲିସ ଏସ୍‌ଆଇ ଦେଇ ପାରିଲେନି ଉତ୍ତର

ଗୋଲାମୁଣ୍ଡା,୨୧।୭(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ପୋଲିସ ସବ୍‌ ଇନ୍ସପେକ୍ଟର। କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଏସ୍‌ଆଇ ଉଗ୍ରସେନ ପଟେଲଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକ ରଖି ପଚରାଉଚୁରା କରୁଛନ୍ତି। ମିଳିଥିବା ସୂଚନା ମୁତାବକ, ଗୋଲାମୁଣ୍ଡାସ୍ଥିତ ଏକ ଚା ଦୋକାନରେ ଏସ୍‌ଆଇ ଉଗ୍ରସେନ ଚା’ ପିଉଥିଲେ। ସେତିକିବେଳେ…

୭୦ କି.ମି ଦୂରରୁ ଶତ୍ରୁକୁ ଧ୍ୱଂସ କରିବ ‘ଆକାଶ ଏନ୍‌ଜି’

ବାଲେଶ୍ୱର ଅଫିସ, ୨୧।୭: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡରୁ ବୁଧବାର ମଧ୍ୟାହ୍ନ ୧୨ଟା ୪୪ ମିନିଟ୍‌ରେ ଆକାଶ କ୍ଷେପଣାସ୍ତ୍ରର ନ୍ୟୁ ଭର୍ଶନ୍‌ ‘ଆକାଶ ଏନ୍‌ଜି’ର ଉତ୍‌କ୍ଷେପଣ କରାଯାଇଛି। ସ୍ବଦେଶୀ ଜ୍ଞାନକୌଶଳରେ ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ ମଧ୍ୟମ…

୬ ବର୍ଷ ହେଲା ମିଳିନି ଦରମା, ଆମରଣ ଅନଶନରେ ବସିଲେ ପମ୍ପ୍‌ ଡ୍ରାଇଭର

ସିମୁଳିଆ,୨୧ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କାର୍ଯ୍ୟରତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍‌ଏସ୍‌)ର ଜଳ ଯୋଗାଣ କର୍ମଚାରୀ(ପମ୍ପ ଡ୍ରାଇଭର)ମାନଙ୍କୁ ଗତ ୬ବର୍ଷ ହେଲା ଦରମା ମିଳିନାହିଁ ା ଏହାକୁ କେନ୍ଦ୍ରକରି ସିମୁଳିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ୧୬ ଜଣ ପମ୍ପ…

ତଦନ୍ତ ପରିସରକୁ ଆସିବେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୧।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ପଚରାଉଚରା କରାଯିବା ନେଇ ଗଜପତି ଏସପ କହିଛନ୍ତି। ଏତଲାରେ ଡିଏଫଓଙ୍କ ନାଁ ଥିବାରୁ ତାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି ବୋଲି ସେ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?