ସୁସ୍ଥ ଅଛନ୍ତି କରୋନା ଆକ୍ରାନ୍ତ ଡାକ୍ତର, ଗୁଜବରେ କରନ୍ତୁ ନାହିଁ ବିଶ୍ୱାସ
କଟକ ଅଫିସ,୨୮।୫- ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ବର୍ତ୍ତମାନ ସେ କଟକ ସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଣୁ ଗୁଜବରେ ବିଶ୍ୱାସ କରି ଭୟଭୀତ ନ ହେବାକୁ କଟକ ମହାନଗର ନିଗମ...
ଲାଞ୍ଚ ନେବା ମାମଲା: ଜେଲ୍ଗଲେ ବନରକ୍ଷୀ, ରାତ୍ରି ଜଗୁଆଳ
ବ୍ରହ୍ମପୁର ଅଫିସ,୨୮ା୫: ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଅଧୀନ ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଏକ ମାମଲା ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ି ଗିରଫ ହୋଇଥିଲେ। ଏଥିରେ ସମ୍ପୃକ୍ତ ଥିବା...
ଚିକିତ୍ସା ଅବହେଳାରୁ ନବଜାତକର ମୃତ୍ୟୁ ଅଭିଯୋଗ: ଡାକ୍ତରଖାନାରେ ଉତ୍ତେଜନା
ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁବାର ଚିକିତ୍ସା ଅବହେଳା ଯୋଗୁ ଜଣେ ନବଜାତକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଅଭିଯୋଗ ଅନୁସାରେ ଲଖନପୁର...
ସ୍ଥାୟୀ ନିଯୁକ୍ତି ଦାବିରେ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କ ଦାବିପତ୍ର ପ୍ରଦାନ
ବଲାଙ୍ଗୀର ଅଫିସ,୨୮ା୫: ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀମାନେ ସ୍ଥାୟୀ ମାନ୍ୟତା ଦାବିରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଡିଏମ୍ଓଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଏହି ଦାବିପତ୍ର ମାଧ୍ୟମରେ କହିଛନ୍ତି ଯେ, ଗତ ଜୁନ୍ ୨୦୧୩ରେ ପଦବୀ...
ମୋରଡ଼ା ବ୍ଲକରେ ଥିବା ଏକମାତ୍ର ଷ୍ଟେଟ୍ବ୍ୟାଙ୍କ ଏଟିଏମ୍ ଅଚଳ, ନିରାଶ ହୋଇ ଫେରୁଛନ୍ତି ଗ୍ରାହକ
ଚିତ୍ରଡା,୨୮।୫(ଡି.ଏନ୍.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ଏକମାତ୍ର ଷ୍ଟେଟବ୍ୟାଙ୍କ ଏଟିଏମ୍ ଚିତ୍ରଡା ବସଷ୍ଟାଣ୍ଡରେ ରହିଛି। ପାଖାପାଖି କୋଡିଏ କିଲୋମିଟର ମଧ୍ୟରେ ଏହା ଗୋଟିଏ ମାତ୍ର ଏଟିଏମ୍ ହେତୁ ଅଞ୍ଚଳବାସୀ ଏହା ଉପରେ ନିର୍ଭର କରନ୍ତି। ହେଲେ ପାଖାପାଖି ଦେଢ଼ମାସରୁ ଉର୍ଦ୍ଧ...
ସ୍କୁଲ, କଲେଜ ଫି’ ଛାଡ଼ ନେଇ ଜିଲାପାଳଙ୍କଠାରେ ଦାବିକଲା ଛାତ୍ର କଂଗ୍ରେସ
ବଲାଙ୍ଗୀର ଅଫିସ,୨୮ା୫: ବଲାଙ୍ଗୀର ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଛାତ୍ର ସଭାପତି ଅଙ୍କିତ ସାହୁଙ୍କ ନେତୃତ୍ୱରେ ଜିଲା ସଭାପତି ଓ ପ୍ରତିନିଧି ଦଳ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ...
ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ
ବେତନଟୀ,୨୮।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍ଏସ୍ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା...
ବଜ୍ରପାତରେ ଦୁଇଜଣଙ୍କ ଜୀବନଗଲା
ବାଲେଶ୍ୱର ଅଫିସ,୨୮ା୫: ବାଲେଶ୍ୱର ଜିଲାରେ ବଜ୍ରପାତ ଘଟି ଦୁଇଜଣଙ୍କ ଜୀବନ ଯାଇଛି। ଗୁରୁବାର ପୂର୍ବାହ୍ନରେ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହୋଇଥିଲା। ଫଳରେ ବାଲିଆପାଳର କେନ୍ଦୁଡିହା ଗ୍ରାମରେ ଏକ ଚିଙ୍ଗୁଡ଼ି ଘେରିରେ କାମ କରୁଥିବା ସମୟରେ...
ଭଦ୍ରକରୁ ଗଡ଼ିଲା ବସ୍
ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍ ସେବା ଆରମ୍ଭ ହୋଇଛି। ଭଦ୍ରକ ବନ୍ତ ଛକ ସ୍ଥିତ ଷ୍ଟାଣ୍ଡରେ ବସ୍କୁ ସମ୍ପୂର୍ଣ୍ଣ...
କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧିବାକୁ ଆହ୍ବାନ ଦେଲେ ଡିଜିପି
କଟକ ଅଫିସ,୨୮ା୫: କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଟୁଇଟ୍ରେ ସେ ପ୍ରକାଶ କରିଛନ୍ତି ଯେ, ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ପାଇଁ ଓଡ଼ିଶା ପୋଲିସ...
ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ
ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ ମହାଦେବଙ୍କ ବିବାହ କାର୍ଯ୍ୟ ଆଡ଼ମ୍ବରରେ ସମ୍ପନ୍ନ ହୋଇଛ। ଦେବଦମ୍ପତିଙ୍କ ବିବାହ ଉତ୍ସବ ସକାଶେ...
କରୋନା ପାଇଁ ନରବଳି ଦେଲେ ପୂଜକ, କଟୁରି ଜବତ
ନରସିଂହପୁର,୨୮ା୫(ଡି.ଏନ୍.ଏ.): କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ମା’ ବ୍ରାହ୍ମଣୀ ମନ୍ଦିରରେ ଜଣେ ପୂଜକ କରୋନା ପାଇଁ ନରବଳି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ଦିରର ୭୦ ବର୍ଷୀୟ ପୂଜକ ସଂସାରୀ ଓଝା ପୋଲିସକୁ ଦେଇଥିବା...
Archives


