ମା’ସହ ୩ ବର୍ଷର ପୁଅକୁ ହତ୍ୟା
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪) ଓ…
ଡିଜିପିଙ୍କୁ ଦାବିପତ୍ର ଦେଲେ ସୌମ୍ୟଙ୍କ ବାପା
କଟକ ଅଫିସ, ୨୦।୭: ପୋଡ଼ି ହୋଇ ମୋ ପୁଅ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ଫରେଷ୍ଟ ଅଫିସ୍ ଆଗରେ ଆମ୍ବୁଲାନ୍ସକୁ ଘଣ୍ଟାଏ କାଳ ଅଟକାଯାଇଥିଲା। କିଛି ସମୟ ଆଗରୁ ମେଡିକାଲରେ ପହଞ୍ଚିଥିଲେ ସେ ବଞ୍ଚି ଯାଇଥାନ୍ତା। ବିଳମ୍ବରେ ହସ୍ପିଟାଲରେ ପହଞ୍ଚିବା ପୁଅ…
ଅଗଷ୍ଟ ୨୭ରେ ଓଏଏସ୍ ପ୍ରିଲିମିନାରି ପରୀକ୍ଷା
କଟକ ଅଫିସ,୨୦।୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ରାଜ୍ୟର ୫ଟି ସ୍ଥାନରେ ଏହି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓପିଏସ୍ସି ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ…
ବାହୁଡ଼ିବେ ମହାବାହୁ
ପୁରୀ ଅଫିସ, ୨୦।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା…
ନକଲି ଡାକ୍ତର ନେଲେ ନାବାଳିକାଙ୍କ ଜୀବନ
ମାଲକାନଗିରି,୧୯ା୭: ମାଲକାନଗିରି ଜିଲା ମାଥିଲି ଥାନା ସଦର ମହକୁମା ଆମ୍ବାଗୁଡ଼ା ପଞ୍ଚାୟତ ମାର୍କାମ୍ଗଡ଼ା ଗ୍ରାମରେ ଜଣେ ନକଲି ଡାକ୍ତରଙ୍କ ପାଇଁ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରାମ ବାରିକଙ୍କ ଝିଅ ଲଳିତା (୧୪)। ଝିଅର ପେଟ ଯନ୍ତ୍ରଣା ହେବାରୁ…
ଲାଞ୍ଚ ଭାଗବଣ୍ଟା ଭିଡିଓ ଭାଇରାଲ: ୨ ଯନ୍ତ୍ରୀ ସସ୍ପେଣ୍ଡ
ନୂଆପଡ଼ା ଅଫିସ,୧୯।୭: ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ଲାଞ୍ଚ ଟଙ୍କା ଭାଗବଣ୍ଟାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜିଲାପାଳ ସ୍ବାଧାଦେବ ସିଂ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଜିଲାପାଳ ତରଣିସେନ ନାଏକ ଏବଂ ଜିଲା ପଞ୍ଚାୟତ ଅଧିକାରୀ ବିବେକାନନ୍ଦ ମହାନନ୍ଦ…
ପୁଅକୁ ମାନସିକ ନିର୍ଯାତନା ଦିଆଯାଉଥିଲା: ମା’
ଖଇରା/କପ୍ତିପଦା,୧୯।୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସୁଛି। ପାରଳାଖେମୁଣ୍ଡି ଆଇଆଇସି ବିବେକାନନ୍ଦ ସ୍ବାଇଁଙ୍କ ନେତୃତ୍ୱରେ ୫ଜଣିଆ ଟିମ୍ ସୋମବାର ପ୍ରଥମେ ସୌମ୍ୟରଞ୍ଜନଙ୍କ ଘର ବାଲେଶ୍ୱର…
ନୀଳାଚଳକୁ ବାହୁଡ଼ିବେ ମହାବାହୁ
ପୁରୀ ଅଫିସ, ୧୯।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା…
୨ ଚାଷୀ ପାଣି ମଡାଇବାକୁ ଯାଇଥିଲେ, ଆଉ ଫେରିଲେନି
ସୋନପୁର/ତରଭା,୧୯।୭: ବିଦ୍ୟୁତ୍ ଆଘାତରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପଣ୍ଡକିମାଲ ଗ୍ରାମର ୨ଜଣ ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେମାନେ ହେଲେ ରାଧେଶ୍ୟାମ ସାହୁ(୪୫) ଓ ଗୋପ ସାହୁ(୨୦)। ବର୍ଷାଭାବ ଯୋଗୁ ଦୁହେଁ ଧାନ କ୍ଷେତରେ ପାଣି ମଡାଇବା ପାଇଁ ପମ୍ପରେ…
ଦାଦନ ଶ୍ରମିକଙ୍କ କାଟିଥିଲେ ହାତ: ଏବେ ୧୦ ବର୍ଷ କାରାଦଣ୍ଡ
ଭବାନୀପାଟଣା,୧୯।୭(ସ୍ବ.ପ୍ର.): ୨୦୧୩ରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର ୨ ଦାଦନ ଶ୍ରମିକଙ୍କୁ ନିର୍ଯାତନା ଦିଆଯିବା ସହିତ ହାତ କଟାଯାଇଥିଲା। ଏହି ଘଟଣାର ଶେଷ ଅଭିଯୁକ୍ତ ପରଶୁରାମ ନାଏକଙ୍କୁ ସୋମବାର ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା…
ଭାଜପା ପକ୍ଷରୁ ବିଦ୍ୟୁତ୍ ଅଫିସ ଆଗରେ ବିକ୍ଷୋଭ
ବୁଗୁଡା,୧୯।୭(ଡି.ଏନ୍.ଏ.): ମହାମାରୀ କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କ ଅଘୋଷିତ ବିଦ୍ୟୁତ୍ କାଟ ଓ ଆହେତୁକ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଗଞ୍ଜାମ ଜିଲା ବୁଗୁଡ଼ା ବିଦ୍ୟୁତ୍ କାର୍ଯ୍ୟାଳୟରେ ଧାରଣା ଦିଆଯାଇଛି। ଘୁମୁସର ଜିଲା ସଭାପତି ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଜିଲା ଉପସଭାପତି…
ପର୍ଯ୍ୟଟକ ଅପେକ୍ଷାରେ ତାମ୍ପରା: କରୋନା ଜିରୋ ଆକ୍ଟିଭ ହେଲେ ଖୋଲିବ
ଛତ୍ରପୁର,୧୯।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠରେ ରହିଛି ଆକର୍ଷଣୀୟ ତାମ୍ପରା ହ୍ରଦ। ଏହାକୁ ନୂଆରୂପ ଦେଇ ପାର୍କ ପ୍ରତିଷ୍ଠା ହୋଇଛି। ଉଦ୍ଘାଟନ ପରଠାରୁ କରୋନା ଯୋଗୁ ଏହା ବନ୍ଦ ରହିଛି। କରୋନା କଟକଣା ମାନିବା ସହ କୋଭିଡ୍ ଜିରୋ ଆକ୍ଟିଭ କେଶ…

