୩ ପିଲାଙ୍କୁ ଅନାଥ କଲା କାମଳ ରୋଗ
ରସୁଲପୁର,୧୯ା୭(ଡି.ଏନ.ଏ.): ରସୁଲପୁର ବ୍ଲକ ପହଁଗା ପଞ୍ଚାୟତରେ କାମଳ ରୋଗ ୨ ଜଣଙ୍କ ଜୀବନ ନେଇଛି। ଗୋଟିଏ ପରିବାରର ଦମ୍ପତି ଏହି ରୋଗରେ ଆରପାରିକୁ ଚାଲିଯାଇଛନ୍ତି। ୫ବର୍ଷ ପୂର୍ବେ ସ୍ତ୍ରୀ ସରାଗୀ ଦଳାଇ ଉକ୍ତ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ। ସ୍ବାମୀ…
ସୁରକ୍ଷା ବଳୟରେ ପାକ୍ସ ସମ୍ପାଦକ
ଯାଜପୁର ଅଫିସ,୧୯।୭: ରାଜ୍ୟର ୧୪୦ ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍ ସୋସାଇଟି (ପାକ୍ସ) ଓ ଲାର୍ଜ ଏରିଆ ମଲ୍ଟିପରପୋଜ୍ ସୋସାଇଟି (ଲାମ୍ପସ୍)ର ୧୭୪ ଜଣ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପାଦକ, ଭାରପ୍ରାପ୍ତ ସମ୍ପାଦକ, ପରିଚାଳନା…
ଛତ୍ରପୁର ବିଡିଓଙ୍କୁ କାରଣ ଦର୍ଶାଅ ନୋଟିସ ଦେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୯୧୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଡିିଓ ଅମ୍ବିକା ପ୍ରସାଦ ଦାଶଙ୍କୁ କାରଣ ଦର୍ଶାଅ ନୋଟିସ (ନଂ ୬୮୪୯) ଜାରି ହୋଇଛି। ସରକାରୀ କାର୍ଯ୍ୟରେ ଦାୟିତ୍ୱହୀନତା ଓ ଆଳସ୍ୟ ପରାୟଣ ମନୋଭାବ ଯୋଗୁ ତାଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନୋଟିସ…
ଜଙ୍ଗଲରୁ ଦୁଇ ହାତୀଙ୍କ ମୃତଦେହ ଠାବ
କେନ୍ଦୁଝର,୧୯ା୭(ସ୍ବ.ପ୍ର.): କେନ୍ଦୁଝର ଡିଭିଜନର ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଶୁଆକାଟି ସେକ୍ସନ କୁଶକଲା ବିଟ୍ ଅନ୍ତର୍ଗତ ରବ ଗ୍ରାମ ଜଙ୍ଗଲରେ ଏକ ମାଈ ହାତୀ ଓ ଛୁଆର ମୃତ୍ୟୁ ଘଟିଛି। ମୃତ୍ୟୁର ସଠିକ୍ କାରଣ ଜଣପଡ଼ି ନ ଥିଲେ…
ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ଘଟଣା: ଖଇରାରେ ପାରଳାଖେମୁଣ୍ଡି ପୋଲିସ ଟିମ୍
ଖଇରା,୧୯ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର(୩୧)ଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୬ଦିନ ପୂରିଛି। ଅଧିକ ତଦନ୍ତ ପାଇଁ ଡିଆଜି ସତ୍ୟବ୍ରତ ଭୋଇ ଓ ଗଜପତି ଏସ୍ପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି…
ଜଣେ କ୍ୟାଡର ମାଓବାଦୀ ଅଟକ
ବଲାଙ୍ଗୀର ଅଫିସ,୧୯ା୭: ବୌଦ୍ଧ-କନ୍ଧମାଳ ସୀମାନ୍ତ ଗୁଡ଼ଭେଲାରୁ ସୋମବାର ଜଣେ କ୍ୟାଡର ମାଓବାଦୀ ଅଟକ ରଖାଯାଇଥିବା ଜଣାପଡ଼ିଛି। ଖପ୍ରାପୋଲ ଯାଉଥିବା ସମୟରେ ବଲାଙ୍ଗୀର ପୋଲିସ ଦ୍ୱାରା କେକେବିଏନ୍ର ଏହି କ୍ୟାଡର ମାଓବାଦୀଙ୍କ ସହ ଅନ୍ୟ ଜଣେ ସହଯୋଗୀକୁ ମଧ୍ୟ ଅଟକ ରଖାଯାଇଛି। ତଦନ୍ତ…
ମହାପ୍ରଭୁଙ୍କ ପାଇଁ ଗଢ଼ା ସରିଛି ଅଧର ହାଣ୍ଡି
ପୁରୀ ଅଫିସ, ୧୮ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ…
ଆଷାଢ଼ ସରିଲା, ବର୍ଷା ନାହିଁ: ଚିନ୍ତାରେ ଚାଷୀ
କଣାସ,୧୯ା୭(ସ୍ବ.ପ୍ର.): ଅକ୍ଷୟ ତୃତୀୟାଠାରୁ ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି। ଜମି ଚାଷ କରିବା ପରେ ବିହନ ବୁଣି ବର୍ଷାକୁ ଅପେକ୍ଷା କରିଥାଆନ୍ତି। ଆଷାଢ଼ ମାସରେ ବର୍ଷାଋତୁ ଆରମ୍ଭ ହେଉଥିବାରୁ ଚାଷୀମାନେ ବୁଣିଥିବା ଧାନ ଗଛହୋଇ ବଢିବାରେ ଲାଗେ। କିନ୍ତୁ ଚଳିତବର୍ଷ…
ଅବହେଳାର ଚରମ ସୀମାରେ ବିଜୁ ଷ୍ଟାଡିୟମ: ୧୩ ବର୍ଷରେ ଥରେ ହୋଇନି ଖେଳ
କେନ୍ଦ୍ରାପଡ଼ା ଅଫିସ,୧୯।୭: କେନ୍ଦ୍ରାପଡ଼ାର ଦୌଡ଼ରାଣୀ ଲିଜା ବେହେରା କରୋନା କଟକଣା ପାଇଁ କ୍ରୀଡ଼ା ଛାତ୍ରାବାସରୁ ଆସି ଘରେ ରହୁଛନ୍ତି। ପ୍ରାୟ ବର୍ଷେ ଧରି ଉପଯୁକ୍ତ ତାଲିମ ଅଭାବ ସହ ଦୌଡ଼ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି। ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତର…
ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡ଼ା ଧରାଳିଙ୍କ ଭିଡ଼
ମହାକାଳପଡ଼ା,୧୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡା ଧରାଳିଙ୍କ ଭିଡ଼ ଜମୁଛି। ସେମାନେ ଅଭୟାରଣ୍ୟ ଭିତରକୁ ବେଆଇନ ଭାବେ ପ୍ରବେଶ କରି ଅବାଧରେ କଙ୍କଡା ଧରିବା ସହ ମାଛ ମାରୁଛନ୍ତି। ଏହି ସୁଯୋଗରେ ସେମାନେ…
ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାହାର ଲୋକଙ୍କ ଉପରେ ନଜର ରଖିବ ୨୨ ଟିମ୍
ପୁରୀ ଅଫିସ,୧୯।୭: ବାହୁଡ଼ା ଯାତ୍ରା ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି। ପୋଲିସର ପ୍ରସ୍ତୁତି ଓ କଟକଣା କାର୍ଯ୍ୟକାରୀ ସମ୍ପର୍କରେ ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ବି.କେ. ଶର୍ମା ପୁରୀ ଆସି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଏସ୍ପିଙ୍କ…
ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି
ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି। ସୋମବାର ନବମୀ ସନ୍ଧ୍ୟା ଦର୍ଶନ। ତେବେ କଟକଣା ଯୋଗୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ…

