ଆମ ଜିଲା ଖବର

ରାତିହେଲେ ସହର ଭିତରକୁ ଆସୁଥିଲା ଭାଲୁ , ଜିଲାପାଳଙ୍କ ବାସଭବନ ପରିସରରୁ ପଡ଼ିଲା ଧରା

ନୂଆପଡ଼ା ଅଫିସ,୧୮।୭: ନୂଆପଡ଼ା ବନ ବିଭାଗର କିଛିଦିନ ହେବ ନିଦ ହଜାଇ ଦେଇଥିବା ଏକ ଭାଲୁ ଶେଷରେ ଧରାପଡ଼ିଛି। ରବିବାର ଭାଲୁଟିକୁ ଜିଲାପାଳଙ୍କ ବାସଭବନ ପରିସରରୁ ଧରା ଯାଇଛି। ରାତି ହେଲେ ନୂଆପଡ଼ା ସହର ଭିତରକୁ କିଛିଦିନ ହେବ ଏହି ଭାଲୁ…

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା: ବାଲେଶ୍ୱର, ମୟୂରଭଞ୍ଜ ଗଲା ସ୍ବତନ୍ତ୍ର ଟିମ୍‌

ପାରଳାଖେମୁଣ୍ଡି,୧୮ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ପାଇଁ ପାରଳାଖେମୁଣ୍ଡି ଥାନାଧିକାରୀଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍‌ ଗଠନ…

ପାହାଡ଼ ଉପରେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର

ସୁନ୍ଦରଗଡ,୧୮।୭(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଡିଜିଟାଲ ଇଣ୍ଡିଆର କଥା କୁହାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଆଜି ମଧ୍ୟ ମୋବାଇଲ ନେଟ୍‌ୱର୍କ ସାତସପନ ହୋଇ ରହିଯାଇଛି। ଏଭଳି ନେଟୱର୍କ ସମସ୍ୟା ଥିବାରୁ ଲୋକମାନେ ବିଭିନ୍ନ କାମପାଇଁ ବହୁ ଅସୁବିଧାର ସମ୍ମୁଖୀନ…

କାରଖାନା ଫେରାଉଛି ଗରଳପାଣି

ଯାଜପୁର ଅଫିସ,୧୮।୭: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଳ ପ୍ରଦୂଷଣ ଉତ୍କଟ ହୋଇଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତାରୁ କାରଖାନାଗୁଡିକ ନିର୍ମଳ ପାଣି ନେଇ ସ୍ଥାନୀୟ ଅଞ୍ଚଳକୁ ଫେରାଉଛନ୍ତି ଗରଳ। ଏଥିଯୋଗୁ ଗଣ୍ଡାନାଳର ପାଣିରେ ଅତି ବିଷାକ୍ତ ସାଏନାଇଡ୍‌ ପ୍ରାୟ…

୨ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮ା୭(ଡି.ଏନ୍‌.ଏ.): ମାଲକାନଗିରି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ଆସିଥିବା ବେଳେ ଏନେଇ ତେମୁରପାଲିଠାରେ ବିଏସ୍‌ଏଫ୍‌ କ୍ୟାମ୍ପର ମାଓବାଦୀଙ୍କ ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏହି ଦୁଇ ମାଓବାଦୀଙ୍କ ମଧ୍ୟରେ…

ସୁରଟରୁ ପ୍ରେମିକା ଆସି କବିସୂର୍ଯ୍ୟନଗର ଥାନାରେ: ୫ ବର୍ଷ ଧରି ଶାରୀରିକ ସମ୍ପର୍କ ରଖି…

କବିସୂର୍ଯ୍ୟନଗର,୧୮ା୭-ସୁରଟର ଜଣେ ଯୁବତୀଙ୍କ ସହିତ ପ୍ରେମ ପରେ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରି ଫେରାର୍‌ ହୋଇଗଲେ ପ୍ରେମିକ। ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବଡଆଗୁଳ ଗ୍ରାମର ଅରେନ୍ଦ୍ର କରଣ ସୁରଟର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ସେଠାରେ ଦୀର୍ଘ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ଜଗନ୍ନାଥ ମୂର୍ତ୍ତି

ବ୍ରହ୍ମପୁର ଅଫିସ୍‌,୧୮।୭: ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ନିର୍ମାଣ କରିଥିବା କ୍ଷୁଦ୍ରତମ ଜଗନ୍ନାଥ ପ୍ରତିମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡ୍ସର୍ର୍ରେ ସ୍ଥାନ ପାଇଛି। ଶିଳ୍ପୀ ସତ୍ୟ ୨ ଏମ୍‌ଏମ୍‌ (ମିଲିମିଟିର) ଉଚ୍ଚତା ବିଶିଷ୍ଟ କ୍ଷୁଦ୍ରତମ ଜଗନ୍ନାଥ ପ୍ରତିମୂର୍ତ୍ତି କାଠରେ ନିର୍ମାଣ…

ଖାଲିରେ ଚାଲିଛି ଭିଜିଲାନ୍ସ ବିଭାଗ

କଟକ ଅଫିସ, ୧୮ା୭: ରାଜ୍ୟରେ ବିଭିନ୍ନ ବିଭାଗରେ ହେଉଥିବା ଦୁର୍ନୀତିକୁ ରୋକିବା ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଭିଜିଲାନ୍ସ ବିଭାଗର କାର୍ଯ୍ୟ। ହେଲେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଅଧିକାରୀ ଏବଂ କର୍ମଚାରୀଙ୍କ…

ବାହୁଡ଼ାଯାତ୍ରା ପାଇଁ ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୮।୭: ବାହୁଡ଼ା ଯାତ୍ରା ପାଇଁ ଏସ୍‌ଓପିକୁ କଡ଼ାକଡ଼ି ପାଳନ କରାଯିବ। ଆସନ୍ତା ୧୯ ତାରିଖ ରାତି ୮ରୁ ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ପୁରୀ ସହରରେ ୧୪୪ ଧାରା ଜାରି ହେବ। ଏହି ସମୟ ମଧ୍ୟରେ ବଡ଼ଦାଣ୍ଡ, ବଡ଼ଦାଣ୍ଡରେ…

ବ୍ରାହ୍ମଣୀକୁ ଲୁଟୁଛନ୍ତି ବାଲିମାଫିଆ

ଭୁବନ, ୧୮।୭: ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳ ଦେଇ ପ୍ରବାହିତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀର ବିସ୍ତୀର୍ଣ୍ଣ ଶଯ୍ୟା ପାଲଟିଛି ବାଲିମାଫିଆଙ୍କ ଭୂସ୍ବର୍ଗ। ପରିବେଶ ମଞ୍ଜୁରୀ ମିଳୁ ନ ଥିବାରୁ ଅନେକ ବାଲିଘାଟ କାର୍ଯ୍ୟକ୍ଷମ ହୋଇପାରୁନାହିଁ, ଯାହାର ସୁଯୋଗ ନେଉଛନ୍ତି…

ବର୍ଷାଦିନେ ଚାଷଜମି ଫାଟି ଆଁ

ଭଦ୍ରକ ଅଫିସ,୧୮।୭-ମୌସୁମୀ କାରଣରୁ କିଛିଦିନ ବର୍ଷା ହେବା ସହ ଚାଷଜମିରେ ପାଣି ଦେଖିବାକୁ ମିଳିଥିଲା। ହେଲେ ଗତ କିଛିଦିନ ହେଲା ବର୍ଷା ନାହିଁ। ଫଳରେ ଚାଷଜମିରେ ଗଚ୍ଛିତ ହୋଇଥିବା ବର୍ଷାଜଳ ଖରାରେ ଶୁଖିଯାଇଛି। ଏପରିକି ଅନେକ କୃଷିକ୍ଷେତ୍ର ଏବେ ଘାସ ଲତାରେ…

ପଞ୍ଚମୁଖୀ ହନୁମାନ ପୀଠ ଭଙ୍ଗାକୁ ନେଇ ଅସନ୍ତୋଷ

ଯୋଡ଼ା, ୧୮।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଭୂୟାଁରୋଇଡା ପଞ୍ଚାୟତର କେଥହଟିଂର ଛତାବରୀ ଠାରେ ଆଦିବାସୀଙ୍କ ଦ୍ୱାରା ସ୍ଥାପନ ହୋଇଥିବା ପଞ୍ଚମୁଖୀ ବାବା ହନୁମାନ ପୀଠ ଭଙ୍ଗାକୁ ନେଇ ଉକ୍ତ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୂଚନା ଅନୁଯାୟୀ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?