କ୍ବାରାଣ୍ଟାଇନ ସେଣ୍ଟରରେ ଶିଶୁକନ୍ୟାର ଜୀବନ ଗଲା
ସରଣ୍ଡା,୨୭।୫(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଅନ୍ତର୍ଗତ ଖଇରପାଲା କ୍ବାରାଣ୍ଟାଇନ ସେଣ୍ଟରରେ ପରିବାରସହ ରହୁଥିବା ଏକ ଶିଶୁକନ୍ୟାର ବୁଧବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଖବର ପାଇ କ୍ବାରାଣ୍ଟାଇନ ସେଣ୍ଟରକୁ ପ୍ରଶାସନିକ ଅଧିକାରୀ...
ବିଦ୍ୟୁତ୍ ଆଘାତରେ ଶିଶୁକନ୍ୟାର ଜୀବନ ଗଲା
ଭଦ୍ରକ ଅଫିସ, ୧୭।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ହାଟଡିହ ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଗାଁର ଚକ୍ରଧର...
ବରଣ୍ଡୁଆ ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର, ନିମ୍ନମାନର ଖାଦ୍ୟ ବଣ୍ଟନ ଅଭିଯୋଗ
ପଦ୍ମପୁର, ୨୭।୫(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ଗ୍ରାମର ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି। ଏ ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିବା ବେଳେ ସରପଞ୍ଚଙ୍କର ସ୍ବାମୀ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼...
ଗଞ୍ଜାମ ସୀମା ସିଲ୍ ସ୍ଥିତି ପରିଖିଲେ ବାଲିଗୁଡ଼ା ଏସ୍ଡିପିଓ
ବାଲିଗୁଡ଼ା,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳକୁ ବୁଧବାର ସକାଳେ ବାଲିଗୁଡ଼ା ଏସ୍ଡିପିଓ ମାନସ ରଞ୍ଜନ ବାରିକ ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ସୀମା ସିଲ୍ ସ୍ଥାନ ଡବରିରେ ପହଞ୍ଚି...
ସଙ୍ଗରୋଧ ଗୃହରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୨ ପ୍ରବାସୀ
ଭଦ୍ରକ ଅଫିସ, ୨୭।୫: ଭଦ୍ରକ ଜିଲା ଭଣ୍ଡାରିପେଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା ସଙ୍ଗରୋଧ କେନ୍ଦ୍ରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ୟାସଟାଙ୍କି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରୋଷେୟା ଆହତ ହୋଇଥିବା ବେଳେ ୩୨ ପ୍ରବାସୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ରେଞ୍ଜର
କଟକ ଅଫିସ,୨୭।୫: ବେଆଇନ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଅନୁଗୋଳ ଜିଲା ଛେଣ୍ଡିପଦା ଫରେଷ୍ଟ ରେଞ୍ଜର ମନମୋହନ ସ୍ବାଇଁଙ୍କୁ ମଙ୍ଗଳବାର ସକାଳେ ଧରିଛି ଭିଜିଲାନ୍ସ। ସେ ଏକ ବୋଲେରୋ (ଓଡି୦୨ ଏପି ୪୨୮୮)ରେ ଛେଣ୍ଡିପଦାରୁ ଭୁବନେଶ୍ୱର ଆସୁଥିଲେ। ମହାନଦୀର ମୁଣ୍ଡଳୀ...
ନବଜାତ ଶିଶୁ, ମହିଳାଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ
ବଲାଙ୍ଗୀର ଅଫିସ/ଟିଟିଲାଗଡ, ୨୭ା୫ (ଡି.ଏନ.ଏ.) – ଗତ ୨୪ ତାରିଖ ଦିନ ତେଲେଙ୍ଗାନାର କାଜିପେଟରୁ ବଲାଙ୍ଗୀର ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନରେ ଛତିଶଗଡର ପ୍ରବାସୀ ଗର୍ଭବତୀ ମହିଳା ହେମକାନ୍ତି ବିଶ୍ୱକର୍ମାଙ୍କ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ ା ଟିଟିଲାଗଡ ରେଳଷ୍ଟେଶନ୍ରେ...
ଚେନ୍ ପୁଲିଂ କରି ଓହ୍ଲାଇଲେ ୧୮ ପ୍ରବାସୀ
ବଇଣ୍ଡା,୨୭ା୫(ଡି.ଏନ.ଏ.) – ଗୁଜରାଟରୁ ପ୍ରବାସୀଙ୍କୁ ନେଇ କଟକ ଆସୁଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍ର ଚେନ୍ ପୁଲିଂ କରି ମଙ୍ଗଳବାର ସନ୍ଧ୍ୟାରେ ୧୮ଜଣ ଶ୍ରମିକ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମ୍ବୁନାଳୀଠାରେ ଓହ୍ଲାଇ ପଡ଼ିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ...
ବାପିଙ୍କ ସହ ବନ୍ଧୁକ ବେପାରୀ ଗିରଫ
ଅନୁଗୋଳ ଅଫିସ, ୨୭।୫ – ବେଆଇନ ଭାବେ ୩ ବନ୍ଧୁକ ଓ ୯ ରାଉଣ୍ଡ ଗୁଳି ରଖିବା ଅଭିଯୋଗରେ ଲିଙ୍ଗିରାଯୋଡ଼ି ଅଞ୍ଚଳର ବାପି ଓରଫ ସତ୍ୟଜିତ ପ୍ରଧାନ ଏବଂ ତାଙ୍କୁ ବନ୍ଧୁକ ବିକିଥିବା ସମ୍ବଲପୁରର ମହେଶ ମହାପାତ୍ରଙ୍କୁ ଅନୁଗୋଳ ପୋଲିସ...
ଭବିଷ୍ୟତ ଚିନ୍ତାରେ ୫,୨୨୭ ଛାତ୍ରୀଛାତ୍ର
ଢେଙ୍କାନାଳ ଅଫିସ, ୨୭।୫ – ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷାରେ ସକ୍ଷମ କରାଇବାକୁ କାର୍ଯ୍ୟକାରୀ ହେଉଛି ଅନେକ ଯୋଜନା। ସେମାନଙ୍କ ହାତରେ ଖଡ଼ି ଧରାଇବାକୁ ଖର୍ଚ୍ଚ କରାଯାଉଛି କୋଟି କୋଟି ଟଙ୍କା। ହେଲେ ଠିକ୍ ସମୟରେ...
ବେପାର ବୁଡ଼ାଇଲା ବେମାର
ବଅଁରପାଳ,୨୭ା୫(ଡି.ଏନ.ଏ.) – ଲକ୍ଡାଉନ କୋହଳ ହେଲାଣି। ଘରୁ ବାହାରି ଲୋକେ ବଜାର ଧରିଲେଣି। ହେଲେ ମୁହଁରୁ ଖସୁନି ମାସ୍କ କି ସାଥିରୁ ହଟୁନି ସାନିଟାଇଜର। ପୁଣି ସନ୍ଧ୍ୟାରୁ ସକାଳ ଯାଏ ଲାଗିଛି କର୍ଫ୍ୟୁ। କଟକଣା ନ ମାନିଲେ ଦେବାକୁ ପଡ଼ୁଛି...
କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩: ଦିନକରେ ୭ ଚିହ୍ନଟ, ଜଣଙ୍କୁ ନେଇ ଚିନ୍ତା
ଫୁଲବାଣୀ ଅଫିସ, ୨୭ା୫-କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୋଟିଏ ଦିନରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ୭ଜଣଙ୍କ ମଧ୍ୟରୁ ୬ ଜଣ ତାମିଲନାଡୁ ଫେରନ୍ତା। ସେମାନେ...
Archives


