ଆମ ଜିଲା ଖବର

ଜେଜେ ମା’ ପାଖରେ ଶାନ୍ତିରେ ଶୋଇଥିଲେ, ଆସି ପହଞ୍ଚିଲା ମୃତ୍ୟୁ

ପାଟଣା,୧୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକଲା ପଞ୍ଚାୟତ ଖମୁଆଁ ଗ୍ରାମର କୁସୁମପଶିସାହିରେ ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସର୍ବେଶ୍ୱର ପାଇଦାଙ୍କ ଝିଅ ପାର୍ବତୀ ମୁଣ୍ଡା। ସୂଚନାନୁସାରେ, ଗୁରୁବାର ରାତିରେ ପାର୍ବତୀ ଜେଜେମାଙ୍କ ସହ ଶୋଇଥିବା…

ଭାଲୁ ଆକ୍ରମଣରେ ମା’, ଝିଅ ଗୁରୁତର

ମାଲକାନଗିରି,୧୬।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ କିଷାନୀପଡ଼ା ଗ୍ରାମରେ ଭାଲୁ ଆକ୍ରମଣରେ ମା’, ଝିଅ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ମାଳକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗ୍ରାମର ସମ୍ବାରୀ ଶିଶା ଓ ତାଙ୍କ ୧୦ ବର୍ଷର ଝିଅ ସରିତା…

ରାତିରେ ଚାଲିଥିଲା ଯୋଜନା, କରିଥାନ୍ତେ ବଡ଼ ଧରଣର ଚୋରି; ଏମିତି ପଡିଲେ ଧରା…

ବାଲେଶ୍ୱର ଅଫିସ,୧୬।୭: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଉତ୍ତରପଡ଼ା ଗ୍ରାମରେ ଚୋରି ଉଦ୍ୟମକରି ଜଣେ ଯୁବକ ଧରାପଡ଼ିଛନ୍ତି। ଚନ୍ଦ୍ରକାନ୍ତ ପାଳ ନାମକ ଜଣେ ଯୁବକ ୪ ଜଣ ସହଯୋଗୀଙ୍କୁ ନେଇ ଚୋରି ଉଦ୍ୟମ କରିବା ପାଇଁ ଯୋଜନା କରୁ ଥିବା ସମୟରେ…

ଆଇଏପି ଅନିୟମିତତାର ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୬।୭: ମାଓବାଦୀ ଉପଦ୍ରୁତ ଆଦିବାସୀ ତଥା ପଛୁଆ ଅଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ସମନ୍ବିତ କାର୍ଯ୍ୟକ୍ରମ ଯୋଜନା ବା ଇଣ୍ଟିଗ୍ରେଟେଡ ଆକ୍ସନ ପ୍ଲାନ (ଆଇଏପି) ଇତିମଧ୍ୟରେ ବନ୍ଦ ହୋଇଯାଇଛି। ତେବେ ଏହି ଯୋଜନାରେ ଯାଜପୁର ଜିଲାରେ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇ ଚାଲିଗଲେ ଅଭିଯୁକ୍ତ

ଝାରସୁଗୁଡ଼ା ଅଫିସ,୧୬ା୭: ଝାରସୁଗୁଡ଼ା ବେହେରାମାଲସ୍ଥିତ ମୁଡିମିଲ ଗଳିରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ରକ୍ତାକ୍ତ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ବିପିନ ସାହା(୩୨। ତଙ୍କ ଘର ସ୍ଥାନୀୟ ପୁରୁଣାବସ୍ତିରେ। ତାଙ୍କ ନିକଟରୁ ପୋଲିସ ୭୪ ହଜାର ଟଙ୍କା,…

ରାସ୍ତାରେ ପକାଇଥିଲେ ବାଲି, ଚିପ୍ସ : କହିବାରୁ ବାପା, ଝିଅଙ୍କୁ ହାଣିଲେ

ଭଦ୍ରକ ଅଫିସ,୧୬।୭: ସାମାନ୍ୟ କଥାରୁ ବାପାଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ। ଉଭୟ ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଲକ୍ଷ୍ମଣ ମିଶ୍ର, ଝିଅ ମିନତୀ।…

ଦାରୁକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ମାନ୍ୟତା ଦାବି

ଖୋର୍ଦ୍ଧା ଅଫିସ,୧୬।୭: ଖୋର୍ଦ୍ଧାଠାରୁ ୧୦ କିଲୋମିଟର ଦୂରରେ ରହିଛି ଦଧିମାଛଗାଡ଼ିଆ ଗ୍ରାମ। ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ଏହି ଗ୍ରାମ ପରିଚିତ। ୧୯୯୬ ନବକଳେବରରେ ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ନିମନ୍ତେ ଏହି କ୍ଷେତ୍ରରୁ ଦାରୁ ଚିହ୍ନଟ ହୋଇଥିବାରୁ ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ…

ଚାକିରି ଛାଡ଼ି ସଫଳ ଚାଷୀ

ଖୋର୍ଦ୍ଧା ଅଫିସ,୧୬।୭: କଥାରେ ଅଛି, ନିଷ୍ଠା ଏବଂ ଏକାଗ୍ରତା ଥିଲେ ସଫଳତା ଆପେ ଆପେ ଆସିଥାଏ। ଏହାର ଚାକ୍ଷୁଷ ଉଦାହରଣ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବୋଲଗଡ଼ ଗ୍ରାମର ଚାଷୀ ରବୀନ୍ଦ୍ର କୁମାର ସାମନ୍ତରାୟ (୫୫)। ଚାକିରି ଛାଡ଼ି ୪ ଏକର…

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏହି ଚଢ଼ାଉ କରାଯାଇଛି । ମସୁଦ ସୁବର୍ଣ୍ଣପୁର ଜିଲାର ଚାରଭଟା…

୩୦ ମିଟର ନୂଆ ମାଟିବନ୍ଧ ଅତଡ଼ା ଧସିଲା

ମହାକାଳପଡ଼ା,୧୬ା୭(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଧୀନ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ସଂଲଗ୍ନ ମହାନଦୀର ସାମୁଦ୍ରିକ ଜୁଆର କୂଳ ଲଙ୍ଘିବାରେ ଲାଗିଛି। ଲୁଣା ଘେରିବନ୍ଧ, ଚଳିତବର୍ଷ ବାହାକୁଦ-ମହାନଦୀ ଫେରି ଘାଟଠାରୁ ୧ କିମି କାଜୁ ଜଙ୍ଗଲକୁ ଏକ ନୂତନ ବନ୍ଧ ନିର୍ମାଣ…

୪ ଶିଶୁ ଅପପୁଷ୍ଟିର ଶିକାର

କଳିଙ୍ଗନଗର,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ସଂସାଇଲୋ ପଞ୍ଚାୟତ ଅଧୀନ ନାକଦେଇ ଗ୍ରାମ। ସେହି ଗ୍ରାମର ୪ ଆଦିବାସୀ ଭାଇଭଉଣୀ ଏବେ ଅପପୁଷ୍ଟିର ଶିକାର ହୋଇଛନ୍ତି। ଚାଲିବାକୁ ସେମାନଙ୍କର ଶକ୍ତି ନାହିଁ। ସାନ ଭାଇ ଓ ଭଉଣୀ ଏବେ ବିଛଣାରୁ ଉଠି…

ଆଜି ହେରାପଞ୍ଚମୀ

ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ ମହାପ୍ରଭୁ ସାଙ୍ଗରେ ନବଦିନାତ୍ମକ ଯାତ୍ରାରେ ନେଇ ନ ଥିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?