ଆମ ଜିଲା ଖବର

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକଙ୍କୁ ଅନ୍ୟ ଜଣେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଜଣା ପଡ଼ିଛି । ସୂଚନାନୁସାରେ, ଗାଁର ଜିତେନ୍ଦ୍ର…

ରମ୍ଭା, ଗଞ୍ଜାମରେ ନିର୍ମାଣ ହେବ ୧୨ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଗଞ୍ଜାମ,୧୪ା୭(ଡି.ଏନ୍‌.ଏ.): ବିଭିନ୍ନ ଓ୍ବାର୍ଡରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ଉକ୍ତ ସାହି ବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ l ଏନେଇ ବିଭିନ୍ନ ସମୟରେ ଅଭିଯୋଗ ମଧ୍ୟ ହୋଇଛି l ରମ୍ଭା ସହରର ବିଭିନ୍ନ ଓ୍ବାର୍ଡରେ ୭ଟି ଏବଂ…

ଏକା ସାଥିରେ ୩ ଜଣଙ୍କୁ ଧକ୍କା ଦେଇ ଜଣଙ୍କୁ ବାଇକ୍‌ ସହ ଘୋଷାଡି ନେଲା ଟ୍ରକ, କ୍ଷତିପୂରଣ ଦାବିରେ ଉତ୍ତେଜନା

କୋକସରା,୧୪।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ ଅଁଲାଗୁଡା ନାଳ ପୋଲ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚିକିଲି ଗ୍ରାମର ଯୋଗଧ୍ୟାନ…

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ ଷ୍ଟାଣ୍ଡରେ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ କୋର୍ଟର…

ଅଳିଆ ଆବର୍ଜନା ସଂଗ୍ରହ କରି : ମହିଳା ହେଉଛନ୍ତି ସ୍ବାବଲମ୍ବୀ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଉଭୟ ସହରାଞ୍ଚଳଓ ଗ୍ରାମାଞ୍ଚଳରେ ମହିଳା ସଶକ୍ତୀକରଣ ଆଉ ପାଦେ ଆଗେଇଛି । ସହରାଞ୍ଚଳ ପରେ ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ସୟଂ ସହାୟିକା ଗୋଷ୍ଠୀର ମହିଳାମାନେ ବ୍ୟାଟେରୀ ଚାଳିତ ଯାନ ଦାରା…

ତାରାତାରିଣୀ କଲେଜରେ ସିଟ୍‌ ସଂଖ୍ୟା ବୃଦ୍ଧି ଦାବି

ପୁରୁଷୋତ୍ତମପୁର,୧୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଛାତ୍ରୀଛାତ୍ରଙ୍କ ନାମଲେଖା ଲାଗି ଆବଶ୍ୟକ ପରିମାଣର ସିଟ୍‌ ନ ଥିବା ହେତୁ ବହୁ ଗରିବ ଶ୍ରେଣୀର ଛାତ୍ରୀଛାତ୍ର ଉଚ୍ଚଶିକ୍ଷାରୁ ବଞ୍ଚିତ ହେବାରେ ଲାଗିଛନ୍ତି। ଏହା ସହ ଏହି ଅଞ୍ଚଳର ଛାତ୍ରୀଛାତ୍ର ବହୁ…

ଜମିକୁ ନିଅଣ୍ଟ ଜଳ

ବଇଣ୍ଡା, ୧୪।୭(ପରିକ୍ଷିତ ସାହୁ) – ଜ୍ୟେଷ୍ଠ ସରିଲା। ଆରମ୍ଭ ହେଲାଣି ଆଷାଢ଼। ବିହନ ବୁଣି ଆକାଶକୁ ଅନାଇଛି ଚାଷୀ। ହେଲେ ନା ହେଉଛି ବର୍ଷା, ନା ରୋଇବା ପାଇଁ ଦେଉଛି ଅନୁକୂଳ ପାଗ। ଅନିୟମିତ ବୃଷ୍ଟିପାତ ଯୋଗୁ କେଉଁଠି ଗଜା ମରୁଡ଼ି…

ପୁରସ୍କାର ପରେ ଅପରିଷ୍କାର

ଅନୁଗୋଳ ଅଫିସ, ୧୪ା୭ – ୨୦୧୯ରେ କାୟାକଳ୍ପ ପୁରସ୍କାର ପାଇବା ପୂର୍ବରୁ ଚମକୁଥିଲା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। ଏଠାକାର ପରିବେଶ କିପରି ପରିଦର୍ଶନକାରୀ ଟିମ୍‌ର ମନଛୁଇଁପାରିବ ସେ ନେଇ ନାନା ବ୍ୟବସ୍ଥା ହୋଇଥିଲା। ସୌନ୍ଦର୍ଯ୍ୟ ବଢ଼ାଇବାକୁ ରାତାରାତି କୁଣ୍ଡରେ ଭଳିକି…

ଐତିହ୍ୟକୁ ଅବହେଳା

ଢେଙ୍କାନାଳ ଅଫିସ, ୧୪।୭ – ରାଜ୍ୟର ସମୃଦ୍ଧ ମନ୍ଦିର ପର୍ଯ୍ୟଟନ (ଟେମ୍ପଲ ଟୁରିଜମ୍‌)କୁ ନେଇ ରହିଛି ଅନେକ ସମ୍ଭାବନା। କୋଭିଡ୍‌ ମହାମାରୀ ସମୟରେ ବିପର୍ଯ୍ୟସ୍ତ ଅର୍ଥନୀତିକୁ ବାଟକୁ ଆଣିବାକୁ ପର୍ଯ୍ୟଟନ ଶିଳ୍ପ ପ୍ରମୁଖ ବିକଳ୍ପ ଭାବେ ଉଭା ହୋଇଛି। ତେଣୁ ପ୍ରାଚୀନ…

ସ୍ବାମୀଙ୍କ ଇକ୍‌ମୋ ଚିକିତ୍ସା ଲାଗି ସ୍ତ୍ରୀ କରିଥିଲେ ଗୁହାରୀ; ହେଲେ ଆଖି ବୁଜିଲେ ଦିବ୍ୟରଞ୍ଜନ

ଆଠଗଡ଼,୧୩।୭(ସ୍ବ.ପ୍ର.): ବିବାହର ମାତ୍ର ବର୍ଷେ ପରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି କଟକର ଦିବ୍ୟରଞ୍ଜନ ବେହେରା। ସ୍ତ୍ରୀ ପ୍ରତିଭା ପ୍ରୀୟଦର୍ଶୀନୀ ଓ ୩ ମାସର ପୁଅକୁ ଏକା କରି ସେ ଚାଲିଯାଇଛନ୍ତି। ତେବେ କରୋନା ସଂକ୍ରମିତ ହୋଇ ଗୁରୁତର ହୋଇଥିଲେ ସେ। ଅବସ୍ଥା…

ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି

ପାରଳାଖେମୁଣ୍ଡି,୧୩।୭(ଡି.ଏନ୍‌.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?