ରାସ୍ତାରେ ଗୋରୁ, ଯାତ୍ରୀ ହନ୍ତସନ୍ତ
ନିମାପଡ଼ା, ୨।୧୦(ଡି.ଏନ୍.ଏ.): ନିମାପଡ଼ା ବଡ଼ବଜାର, ଥାନା ଛକ, ବ୍ଳକ, ତହସିଲ ଅଫିସ ଛକ, ଦୋଳବେଦୀ ଛକ, ଟାଉନ କ୍ଲବ ଛକ ଦୀର୍ଘଦିନ ଧରି ବୁଲା ଗୋରୁ, ଷଣ୍ଢଙ୍କ ନିରାପଦ ଆଶ୍ରୟସ୍ଥଳ ପାଲଟିଛି। ଏହି ଛକଗୁଡ଼ିକର ମୁଖ୍ୟରାସ୍ତାରେ ଗୋରୁ ଦିନତମାମ ଶୋଇ ରହୁଥିବାରୁ…
ପଥରରେ ଛେଚି ନାବାଳକଙ୍କୁ ହତ୍ୟା
ନିରାକାରପୁର, ୨।୧୦(ଡି.ଏନ୍.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ ବେରୁଆଁପଡ଼ା ଗ୍ରାମର ସୌମ୍ୟରଞ୍ଜନ ସାମନ୍ତରାୟ ଓରଫ ରଞ୍ଜନ(୧୭)। ଏହି ଘଟଣାରେ ଖୋର୍ଦ୍ଧା ଜିଲା…
ଜୁଆଡ଼ିଙ୍କ ପାଖରୁ ମିଳିଲା ୨.୨୫ ଲକ୍ଷ ଟଙ୍କା, ୧୨ ଦାମୀ କାର୍
ଗୁଣପୁର,୧ା୧୦(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ ଏକ ବଡ଼ ଧରଣର ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨ ଲକ୍ଷ ୨୫ ହଜାର ୯୯୦ ଟଙ୍କା, ରୟାଲ୍ କଏନ୍, ୧୨ ଦାମୀ କାର୍, ଅଟୋରିକ୍ସା ଏବଂ…
ସୁନା, ଟଙ୍କା ସହ ନେଇଗଲେ ୨ ବସ୍ତା ଚାଉଳ
କୋକସରା,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗ୍ରାମ ତିଳ ନାଏକଙ୍କ ଘରେ କଳାକନା ବୁଳାଇଛନ୍ତି ଦୁର୍ବୁତ୍ତ। ଘରେ ଥିବା ୨୦ ଭରି ସୁନାଗହଣା, ନଗଦ ୨ ଲକ୍ଷ ଟଙ୍କା ସହ ୨ ବସ୍ତା ଚାଉଳ ଚୋରି ହୋଇଥିବା…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା
କୋକସରା୧।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମୂଷାପାଲି ପଞ୍ଚାୟତ ଛିଲିପାମାଲ ଗ୍ରାମର ଜଣେ ଯୁବକଙ୍କ ବଜ୍ରଘାତରେ ମୃତ୍ୟୁ ହୋଇଛି। ଏ ନେଇ ପରିବାର ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୂଚନାନୁସାରେ, ଛିଲିପାମାଳ ଗାଁର ଶରତ ପାଣିଗ୍ରାହୀଙ୍କ ପୁଅ ଅମିତ ପାଣିଗ୍ରାହୀ(୨୩)…
ପୋଲିସ କର୍ମୀଙ୍କ ଘରୁ ଲୁଟି ନେଲେ
ବ୍ରହ୍ମପୁର ଅଫିସ,୧ା୧୦: ବ୍ରହ୍ମପୁର ସହରରେ ଚୋରମାନେ ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଜଣେ ପୋଲିସ କନଷ୍ଟେବଳଙ୍କ ଘରେ କଳାକନା ବୁଲାଇଛନ୍ତି। ବୈଦ୍ୟନାଥପୁର ଥାନା ଅଧୀନ ସିଦ୍ଧାର୍ଥ ନଗର ଦ୍ୱିତୀୟ ସାରଣୀରେ ରହୁଥିବା କନଷ୍ଟେବଳ ପ୍ରଣତୀ ପଣ୍ଡାଙ୍କ ଅନୁପସ୍ଥିତିର…
ବାଳିକା ଉଚ୍ଚ ବିଦ୍ୟାଳୟରୁ ଚୋରି କରି ୨ଗିରଫ
ବଡ଼ବିଲ,୧।୧୦(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗ ନଗର ବାଳିକା ଉଚ୍ଚ ବିଦ୍ୟାଳୟରୁ ବିଭିନ୍ନ ସାମଗ୍ରୀ ଚୋରୀ ଅଭିଯୋଗରେ ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଦାମୁ ହଟିଂ…
ଭିଜିଲାନ୍ସ ହାତରୁ ବଞ୍ଚିବା ପାଇଁ ଲାଟିନ୍ ପ୍ୟାନ୍ରେ ଟଙ୍କା ଫୋପାଡିଲେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ଅମିନ
କଣିହାଁ,୧।୧୦(ଡି.ଏନ.ଏ): ଅନୁଗୋଳ ଜିଲା କଣିହାଁ ଆର୍.ଆଇ ଅଫିସରେ କାର୍ଯ୍ୟରତ ଅମିନ ସୌମ୍ୟରଞ୍ଜନ ଦାସ ଲାଞ୍ଚ ନେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କଣିହାଁ ବ୍ଲକ ତେଲସିଂହା ଗ୍ରାମର ଶୁଭେନ୍ଦୁ କୁମାର ଦାସ ନାମକ ଜଣେ ବ୍ୟକ୍ତି ନିଜର ଜମି ଚିହ୍ନଟ କରିବା…
ପୋଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଘଟଣା: ବରଗଡ଼ରେ ଏଚ୍ଆର୍ପିସି ଟିମ୍
ବରଗଡ଼ ଅଫିସ,୧।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ମୃତଦେହ ରଖି…
ଲିଫ୍ଟ ଇରିଗେଶନ ଅଫିସ ନିକଟ ଧାନ ଜମିରୁ ମିଳିଲା ଦୁଇ ଯୁବକଙ୍କ ମୃତଦେହ
ଗୁଣପୁର,୧।୧୦(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣୁପୁର ଥାନା ଲିଫ୍ଟ ଇରିଗେଶନ ଅଫିସ ନିକଟରେ ଥିବା ଧାନ ଜମି ଭିତରୁ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ । ଏହା ସହ ଏକ ବାଇକ ଜବତ କରାଯାଇଛି।…
ଇକ୍ମୋ ଚିକିତ୍ସାଧୀନ ଅବସ୍ଥାରେ ଏସ୍ସିବିରେ ଆଉ ଜଣଙ୍କର ମୃତ୍ୟୁ
କଟକ ଅଫିସ, ୧।୧୦: ଏସ୍ସିବି ମେଡିକାଲର ଇକ୍ମୋ ୟୁନିଟ୍ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହୃଦ୍ଘାତରେ ଶିକାର ହେବା ପରେ ଇକ୍ମୋ ୟୁନିଟ୍ରେ ଭର୍ତ୍ତି ହୋଇଥିଲେ। ତେବେ ସକାଳେ ତାଙ୍କର ମୃତ୍ୟୁ…
ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ଠିକାସଂସ୍ଥା ନାଁରେ ପମ୍ପ ହାଉସ ଜମି
କେନ୍ଦ୍ରାପଡ଼ା ଅଫିସ,୧।୧୦: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ପ୍ରତିଦିନ ନୂଆ ପ୍ରଶ୍ନ ସୃଷ୍ଟି କରୁଛି। ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ୮୯୨ କୋଟି ବ୍ୟୟ ଅଟକଳରେ ନିର୍ମାଣାଧୀନ ଏହି ମେଗା ପାନୀୟ ଜଳ ପ୍ରକଳ୍ପର ପମ୍ପ ହାଉସ ଜମି…

