ଆମ ଜିଲା ଖବର

ପ୍ରେମ ବିବାହକୁ ବିରୋଧ କରିବାରୁ ବଡ଼ଭାଇଙ୍କୁ ପିଟି ପିଟି ହତ୍ୟା କଲେ ୨ ସାନ ଭାଇ

ଟେନ୍‌ସା,୧୧ା୭: ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଧୀନ ବନ୍ଦଲ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇଙ୍କୁ ବାଡ଼ିରେ ପିଟି ୨ ସାନ ଭାଇ ହତ୍ୟା କରିଛନ୍ତି। କୋଇଡା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁଇ ସାନ ଭାଇ ସମା ମୁଣ୍ଡା(୩୦), ବିରିକାର…

ଗାଁକୁ ମାଡ଼ି ଆସିଲା ସମୁଦ୍ର ଜୁଆର

ଗୋପାଳପୁର,୧୧।୭: ଗତ କିଛି ବର୍ଷ ଧରି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ ସମୁଦ୍ର ଜୁଆର ମାଡ଼ିଆସି ବହୁ ଧନ ସମ୍ପତ୍ତି ନଷ୍ଟ କରୁଛି। ଗତ ୧ ତାରିଖରେ ସମୁଦ୍ରରେ ଜୁଆର ଆସି ୩ଟି ଘର ଭାଙ୍ଗିଯାଇଥିଲା। ରବିବାର ପୁଣି…

ରଥ ନେଲା ଦକ୍ଷିଣମୋଡ଼

ପୁରୀ ଅଫିସ,୧୧।୭: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୩ ରଥର ଦକ୍ଷିଣମୋଡ଼ କରି ସିଂହଦ୍ୱାରକୁ ନିଆଯାଇଛି। ସେବାୟତମାନେ ରଥଟାଣି ସିଂହଦ୍ୱାରରେ ପହଞ୍ଚାଇଛନ୍ତି। ଘଣ୍ଟଘଣ୍ଟା, ଛତା ଓ ତୁରୀ ମଧ୍ୟରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ଆସିବା ପରେ ରଥର ଦକ୍ଷିଣ ମୋଡ଼ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।…

ଯୌତୁକ ପାଇଁ ବଧୂ ହତ୍ୟା: ଜେଲଗଲେ ଶାଶୁ, ଶ୍ୱଶୁର, ନଣନ୍ଦ

ବ୍ରହ୍ମପୁର ଅଫିସ,୧୧।୭: ବ୍ରହ୍ମପୁର ସଦର ଥାନା ପୋଲିସ ରବିବାର ଏକ ଯୌତୁକ ଜନିତ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୃତ ମନ୍ଦାକିନି ସ୍ବାଇଁଙ୍କ ଶାଶୁ ଝୁନୁ ସ୍ବାଇଁ, ଶ୍ୱଶୁର ଜଳନ୍ଧର ସ୍ବାଇଁ ଓ ନଣନ୍ଦ…

ଏସ୍‌ପିଙ୍କ ବଦଳିକୁ ବିରୋଧ କରି ଏକାଠି ହେଲେ ସ୍ବାଭିମାନ ଅଞ୍ଚଳବାସୀ

ଚିତ୍ରକୋଣ୍ଡା,୧୧ା୭(ଡି.ଏନ୍‌.ଏ.): ମାଲକାନଗିରି ଏସ୍‌ପିଙ୍କ ବଦଳି ପ୍ରତିବାଦରେ ଶନିବାର ସ୍ବାଭିମାନ ଅଞ୍ଚଳରେ ପ୍ରଜାମେଳି ହୋଇଛି। ସ୍ବାଭିମାନ ଅଞ୍ଚଳର ଯଡାମ୍ବଠାରେ ୩ଟି ପଞ୍ଚାୟତର ଶତାଧିକ ଗ୍ରାମବାସୀ ଏକାଠି ହୋଇ ଏସ୍‌ପିଙ୍କ ବଦଳିକୁ ବିରୋଧ କରିଥିଲେ। ମାଲକାନଗିରି ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀଙ୍କର ମୟୂରଭଞ୍ଜ ଜିଲାକୁ…

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରସ୍ବତୀ ଜେନା। ସକାଳେ ହାତୀ ଆକ୍ରମଣରେ ସରସ୍ବତୀ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼…

ଗଞ୍ଜାମରେ ଅଡିଟ ପ୍ରଭାବ: କରୋନା ଜନିତ ମୃତ୍ୟୁ ୩୭୯କୁ ବୃଦ୍ଧି

ଛତ୍ରପୁର,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ଅଡିଟ ପରେ ସୂଚନା ଦିଆଯାଇଛି। ତେବେ ଅଡିଟ ପରେ ଏହି ମୃତ୍ୟୁ ସଂଖ୍ୟା ବଢୁଛି। ଏହା…

ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କଲେ ସାନ ଭାଇ

ବଣାଇ/ଟେନ୍‌ସା,୧୧ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ବନ୍ଦଲ ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ସାନ ଭାଇ, ସାନଭାଇଙ୍କ ସ୍ତ୍ରୀ ମିଶି ବଡ଼ ଭାଇଙ୍କୁ ବାଡ଼ିରେ ପିଟି ପିଟି ନୃଶଂସ ଭାବେ ହତ୍ୟା କରିଛନ୍ତି। ଖବର ପାଇ…

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର ପୂର୍ବାହ୍ନରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ…

ବୋଡ଼ାକୁ ଗିଳିଲା ରଣା

ଦଶରଥପୁର,୧୧ା୭(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଘରେ ଥିବା ବେଙ୍ଗ ଖାଇବାକୁ ଯାଇ ଦୁଇ ସାପଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଏଥିରେ ବେଙ୍ଗର ମୃତ୍ୟୁ ହୋଇଥିବା ବେଳେ ରଣା ସାପ ବୋଡ଼ା ଗିଳିଦେଇଛି। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା ମଙ୍ଗଳପୁର…

ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ ଅଫିସ,୧୧ା୭: ସୋମବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଏନେଇ ରବିବାର ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହୋଇଛି ଆଜ୍ଞାମାଳ। ସକାଳ ଧୂପ ନୀତି ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରିଥିଲା। ତିନି…

ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କଲା ଜିଲା ପ୍ରଶାସନ

କୋରାପୁଟ/ପଟ୍ଟାଙ୍ଗୀ,୧୧ା୭(ସ୍ବ.ପ୍ର./ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବିରୋଧ କରି ଏହାକୁ ବନ୍ଦ କରିବା ଲାଗି ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?