ଖରିଫ ଚାଷ ପାଇଁ ସାର ନାହିଁ
କେନ୍ଦ୍ରାପଡ଼ା ଅଫିସ, ୯ା୭:କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବାବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ ଚଢ଼ା ଦରରେ କିଣିବାକୁ…
ପିଏମ୍ଜିଏସ୍ୱାଇରେ ଅର୍ଥ ଆତ୍ମସାତ୍
ଯାଜପୁର ଅଫିସ,୯ା୭:ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନରେ ନିର୍ମାଣ ହୋଇଥିବା ବାଲିଚନ୍ଦ୍ରପୁର-ଦେକୁରୀ ଏବଂ ଏନ୍ଏଚ୍-୫(କ)ଠାରୁ ଭରତପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ) ରାସ୍ତାରେ ଅର୍ଥ ଆମତ୍ସାତ୍ ଏବଂ ନିମ୍ନମାନ କାମ ହୋଇଥିବା ଅଭିଯୋଗ ହୋଇଛି। ଏହାର ଯୁଗ୍ମ…
ଜୁନ୍ ଗଲା,ଜୁଲାଇକୁ ଆଶା
କାମାକ୍ଷାନଗର, ୯।୭(ଡି.ଏନ୍.ଏ.) ଜୁନ୍ ୧୦ରୁ ଓଡ଼ିଶାକୁ ଛୁଇଁଲାଣି ମୌସୁମୀ। ମଝିରେ ମଝିରେ ସୃଷ୍ଟି ହେଉଥିବା ଲଘୁଚାପ ଚାଷୀ ମନରେ ଆଶା ସଞ୍ଚାର କରୁଛି। ହେଲେ ଘୋଟି ଆସୁଥିବା କଳାହାଣ୍ଡିଆ ମେଘ ସାମାନ୍ୟ ବର୍ଷିଦେଇ ଉଭାନ ହୋଇଯାଉଛି। ଜମି ଭଲରେ ଭିଜୁ ନ…
ପ୍ରସ୍ଫୁଟିତ ହେବେ ପ୍ରତିଭା
ଅନୁଗୋଳ ଅଫିସ, ୯ା୭ ବଦଳିବ ଅନୁଗୋଳ କ୍ରିକେଟ୍ର ଭାଗ୍ୟ। ପ୍ରସ୍ଫୁଟିତ ହେବେ ଜିଲା କ୍ରିକେଟ୍ ପ୍ରତିଭା। ଉଜ୍ଜ୍ୱଳ ହେବ ଏଠାକାର ଖେଳାଳିଙ୍କ ଭବିଷ୍ୟତ। ଏପରି ସମ୍ଭାବନା ସୃଷ୍ଟି କରିଛି ଓଡ଼ିଶା କ୍ରିକେଟ୍ ଆସୋସିଏଶନ (ଓସିଏ)। ସହରର କଦମପଡ଼ିଆରେ ଖୁବ୍ଶୀଘ୍ର ପ୍ରତିଷ୍ଠା ହେବ…
କମିଶନରେଟ୍ ପୋଲିସ କବ୍ଜାରେ ୨ ଆନ୍ତଃ ରାଜ୍ୟ ସାଇବର ଠକ
କଟକ ଅଫିସ, ୧୧ା୭:କମିଶନରେଟ୍ ପୋଲିସର ସ୍ବତନ୍ତ୍ର ଟିମ୍ ୨ଜଣ ଆନ୍ତଃରାଜ୍ୟ ସାଇବର ଠକଙ୍କୁ ଗିରଫ କରିଛି। ସେମାନେ ହେଲେ ବିହାର ଦରଭଙ୍ଗା ଅଞ୍ଚଳର ଅନିଳେଶ ଆନନ୍ଦ(୨୩) ଓ ପଶ୍ଚିମବଙ୍ଗ ପଶ୍ଚିମ ବର୍ଦ୍ଧମାନ ଅଞ୍ଚଳର ଅଙ୍କିତ ରୟ(୨୩)। ସେମାନଙ୍କଠାରୁ ପୋଲିସ ୨୫ ଲକ୍ଷ…
୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ
ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍ ଖୋଲାଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର, ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, କନ୍ଧମାଳ, ଅନୁଗୋଳ, ନୟାଗଡ଼,…
ବର୍ଷାଙ୍କ ବିରୋଧରେ ପୁଣି ଅଭିଯୋଗ
କଟକ ଅଫିସ, ୯ା୭:ପାରିବାରିକ ବିବାଦ ମାମଲାରେ କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଗୁରୁବାର କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଅଭିନେତ୍ରୀ ତଥା ସ୍ତ୍ରୀ ବର୍ଷା ତାଙ୍କ ବିରୋଧରେ ଷଡଯନ୍ତ୍ର କରିବା ସହ ଘର…
ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ବାକ୍ସରେ ଲୁଚାଇଲେ ପ୍ରେମିକା
ବାରିପଦା ଅଫିସ,୯ା୭:ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଞ୍ଚଳର ଜଣେ ଯୁବତୀ ଧରାପଡ଼ିବା ଭୟରେ ନିଜ ପ୍ରେମିକଙ୍କୁ ବାକ୍ସରେ ଲୁଚାଇ ରଖିବା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ, ଯୁବତୀ ଜଣକ…
ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ
ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ…
ଆମେ ଆନ୍ଧ୍ରରେ ମିଶିବୁ
ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ ଏଭଳି…
୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ
ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା,…
ଦାଦାଙ୍କ ଜୀବନ ନେଲା ପୁତୁରା
ରାଇକିଆ,୮ା୭: କନ୍ଧମାଳ ଜିଲା ରାଇକିଆ ଥାନା ରଣବା ପଞ୍ଚାୟତ ଇରିପୁଡ଼ା ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ । ଜମି ବିବାଦକୁ ନେଇ ପୁତୁରାର ଠେଙ୍ଗା ମାଡ଼ରେ ଦାଦାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହରି ନାୟକ। ପୋଲିସ ମୃତଦେହକୁ ଜବତ କରି…

