ପାଟଣା ଥାନାରେ ଯୋଗଦେଲେ ନୂତନ ଥାନାଧିକାରୀ
ପାଟଣା,୨୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ରବିବାର ନୂତନ ଥାନାଧିକାରୀ ଭାବେ ସୋମନାଥ ଜେନା ଯୋଗ ଦେଇଛନ୍ତି। ଏହାପୂର୍ବରୁ ସେ କେନ୍ଦୁଝର ଟାଉନ ଥାନାରେ ଥାନାଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ନବନିଯୁକ୍ତ ଥାନାଧିକାରୀ ଆଇନ ଶୃଙ୍ଖଳା ରକ୍ଷା ସହ ଲୋକଙ୍କ...
ଢେଙ୍କାନାଳରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ
ଢେଙ୍କାନାଳ ଅଫିସ,୨୪ା୫: ଜିଲାରେ ରବିବାର ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା। ତାଙ୍କ ବୟସ ୩୫ ବର୍ଷ। ସେ କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିଲେ। ଜିଲାରେ ୫୨ ଜଣଙ୍କ...
ବଲାଙ୍ଗୀର: ଗୋଟିଏ ଦିନରେ ୭ କରୋନା ପଜିଟିଭ୍ ଚିହ୍ନଟ; ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଛୁଇଁଲା
ବଲାଙ୍ଗୀର ଅଫିସ, ୨୪ା୫- ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ୭ଟି କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲାର ପଜିଟିିଭ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶନିବାର ରାତି ସୁଦ୍ଧା ଜିଲାରେ ୭ଟି ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ...
ମଦ ବିକ୍ରି ଅଭିଯୋଗରେ ଅବକାରୀ ଚଢ଼ାଉ: ମିଳିଲାନି ମଦ, ସାହିରେ ଉତ୍ତେଜନା
ଗଞ୍ଜାମ,୨୪ା୫(ଡି.ଏନ୍.ଏ.): କରୋନା ପାଇଁ ସବୁଆଡ଼େ ମଦ ଦୋକାନ ବନ୍ଦ ରହିଛି। ଚୋରା ଲୁଚାରେ ମଦ ବିକ୍ରି ହେଉଥିବା ନେଇ ଗଞ୍ଜାମ ସହରରେ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଶନିବାର ଅବକାରୀ ବିଭାଗ ପକ୍ଷରୁ ବ୍ରାହ୍ମଣଢମଣା...
ଅନୁଗୋଳରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ: ୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଅନୁଗୋଳ ଅଫିସ,୨୪ା୫: ଅନୁଗୋଳ ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୫ଜଣଙ୍କୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୱେବ୍ସାଇଟ୍ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ରାଜ୍ୟରେ ରବିବାର...
ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ
ତିର୍ତ୍ତୋଲ,୨୪ା୫(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଗୁଜରାଟର ଅହମ୍ମଦାବାଦ ଫେରନ୍ତା ବୋଲି ବ୍ଲକ ପ୍ରଶାସନ ସୂଚନା ଦେଇଛି। ଗତ ୧୯ ତାରିଖରେ ଜିଲାରେ ପରୀକ୍ଷା ପାଇଁ ପେଣ୍ଡିଂ ରହିଥିବା ସ୍ବାବ୍ ରିପୋର୍ଟ...
ବଲାଙ୍ଗୀର ଷ୍ଟେଶନରେ ଟ୍ରେନ୍ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ
ବଲାଙ୍ଗୀର ଅଫିସ, ୨୪ା୫- ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚିଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ରବିବାର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା(୨୦)। ତାଙ୍କର ବର୍ଷକର ଶିଶୁସନ୍ତାନ ଅଛି...
ନୂଆପଡ଼ା ଜିଲା ଛୁଇଁଲା କରୋନା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆପଡ଼ାକୁ କରୋନା ଛୁଇଁଛି। ରବିବାର ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂଆ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା...
ପୁରୀରୁ ଆଉ ୧୬ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୮୧
ପୁରୀ ଅଫିସ,୨୪।୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ପରେ ଜିଲାର ମୋଟ ଆକ୍ରାନ୍ତ ସଂଖ୍ୟା ଅର୍ଦ୍ଧଶତକ ପାର କରିଥିଲା। ପୁଣି ରବିବାର ୧୬ଜଣ ନୂଆ ସଂକ୍ରମିତ...
ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା
ସୁନ୍ଦରଗଡ଼,୨୪।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ ଜଣେ ଚେନ୍ନାଇ ଫେରନ୍ତା ଅଛନ୍ତି। ସେମାନେ...
CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ
ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସ୍ବାବ୍ ନମୁନା ପଜିଟିଭ୍ ଆସିଥିବା ଜିଲା ...
ଗଁ। ପୋଖରୀରେ ଗାଧୋଇଲେ ସୁରଟ ଫେରନ୍ତା: ରାସ୍ତା, ପୋଖରୀ ସାନିଟାଇଜ୍ କରିବାକୁ ଦାବି
ଖଜୁରିପଡା/ବଳସକୁମ୍ପା,୨୪ା୫(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍ ଖଜୁରିପଡା ବ୍ଲକ ସମ୍ବେପଦର ଗ୍ରାମ ନିକଟସ୍ଥ ସମ୍ବେପାଦର ଘାଇଠାରେ ଶନିବାର ସକାଳ ପ୍ରାୟ ୭ଟାରେ ଅଟକିଥିଲା। ଗାଡିରେ ଥିବା ବ୍ୟକ୍ତିମାନେ ରାସ୍ତା କଡ଼ରେ ସ୍ନାନ ଶୌଚ ଆଦି କରିଥିଲେ।...
Archives


