ଆମ ଜିଲା ଖବର

୭ରେ ମହାପ୍ରଭୁଙ୍କ ସ୍ବର୍ଣ୍ଣ ଅଳଙ୍କାର ମରାମତି

ପୁରୀ ଅଫିସ,୫।୭: ପୂର୍ବ ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କର ସୁବର୍ଣ୍ଣ କୁଣ୍ଡଳ ଓ ଶ୍ରୀଭୂଜ ମରାମତି କରାଯିବାକୁ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ, ଆସନ୍ତା ୭ତାରିଖରୁ କାର୍ଯ୍ୟ ଆରମ୍ଭ ହେବ ବୋଲି ସୋମବାର ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ…

୨୦ ସୁଦ୍ଧା ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କର: ହାଇକୋର୍ଟ

କଟକ ଅଫିସ,୬।୭: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପ୍ରସଙ୍ଗରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏଥିରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ। ହେଲେ କୋଭିଡ୍‌ ମୃତ୍ୟୁ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କରିପାରି ନ ଥିଲେ। ଏଥିରେ…

ବଦଳୁଛି ବସ୍ତିର ମାନଚିତ୍ର

ବାଲେଶ୍ୱର ଅଫିସ, ୬।୭-ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବାଲେଶ୍ୱର ସହରର ବିଭିନ୍ନ ବସ୍ତିରେ ନିର୍ମାଣ ହେବାକୁ ଯାଉଛି ଓଏସ୍‌ଡ଼ି (ଓପନ୍‌ ସ୍ପେଶ୍‌ ଡେଭଲପମେଣ୍ଟ)। ଏହି ପ୍ରକଳ୍ପରେ ବସ୍ତି ଅଞ୍ଚଳର ପିଲାମାନଙ୍କ ଖେଳିବା ପାଇଁ ନିର୍ମାଣ ହେଉଛି ଛୋଟ ଛୋଟ ପାର୍କ। ଅଳ୍ପ…

ରାତିରେ ଜବତ ହେଲା ଛତିଶଗଡ଼ରରୁ ଆସୁଥିବା ୪ ଧାନ ଗାଡ଼ି

ପଦ୍ମପୁର,୫।୭: ଛତିଶଗଡ଼ରୁ ବରଗଡ଼କୁ ଆସୁଥିବା ୪ଟି ଧାନ ବୋଝେଇ ଟ୍ରକ୍‌କୁ ପଦ୍ମପୁର ପୋଲିସ ସୋମବାର ରାତ୍ରିରେ ଜବତ କରିଛି। ସ୍ଥାନୀୟ ଯୋଗାଣ ନିରୀକ୍ଷକ ସୁନୀତା ନାହକଙ୍କ ଉପସ୍ଥିତିରେ ଟ୍ରକ୍‌ଗୁଡ଼ିକୁ ଏକ ରାଇସ୍‌ ମିଲରେ ଜିମା ଦିଆଯାଇଛି। ଛତିଶଗଡ଼ ପଟୁ ନଂ.ସିଜି୦୪ଜି ୫୯୦୩,…

ବ୍ୟାଙ୍କ ଲୁଟ୍‌ ଫସରଫାଟିଲା

କେନ୍ଦୁଝର,୫।୭(ସ୍ବ.ପ୍ର): କେନ୍ଦୁଝର ଜିଲା ସଦର ଥାନା ଅଧୀନ ଶୁଆକାଟି ସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରୁ ଗତ ୨ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରିଥିଲେ। ଦୁର୍ବୃତ୍ତମାନେ ବ୍ୟାଙ୍କ କାନ୍ଥ ଖୋଳି ଭିତରେ ପଶିଥିଲେ। ହେଲେ ଟଙ୍କା ନେବାରେ…

ପାହାଡ଼ରୁ ମିଳିଲା ନରକଙ୍କାଳ

ଲାଠୋର, ୫ା୭: ବଲାଙ୍ଗୀର ଜିଲା ଲାଠୋର ଥାନା ଅନ୍ତର୍ଗତ ପାଢ଼େଲ ଡୁଙ୍ଗୁରି(ପାହାଡ଼)ରୁ ସୋମବାର ପୋଲିସ ଏକ ନରକଙ୍କାଳ ଜବତ କରିଛି। ଏ ନେଇ ଏକ ମାମଲା(ନଂ.୬/୨୧) ରୁଜୁ କରି ପୋଲିସ ଜବତ କଙ୍କାଳର ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ…

ସମ୍ବଲପୁର, ବରଗଡ଼ରେ ୪ଦିନ ବିଦ୍ୟୁତ୍‌ କାଟ

ସମ୍ବଲପୁର,୫ା୭ (ବ୍ୟୁରୋ): ସମ୍ବଲପୁର ଚିପିଲିମା ପାୱାର ହାଉସ୍‌ରେ ମରାମତି କାମ ଯୋଗୁ ସମ୍ବଲପୁର ଓ ବରଗଡ ଜିଲାର ବିଭିନ୍ନ ଅଞ୍ଚଳକୁ ୪ଦିନ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ ହେବ। ଓଏଚ୍‌ପିସି ପକ୍ଷରୁ ଚିପିଲିମାରେ ପାୱାର ଟ୍ରାନ୍ସଫର୍ମରରେ ୧୨.୫ ଏମ୍‌ଭିଏ କ୍ଷମତାବିଶିଷ୍ଟ ନୂଆ ପାୱାର…

ଜାଲ ଚିଠିରେ ଦରମା ବୃଦ୍ଧି

କେନ୍ଦୁଝର,୫ା୭: କେନ୍ଦୁଝର ଜିଲା ଶିକ୍ଷା ବିଭାଗରେ ଜାଲ ଚିଠିରେ ଶିକ୍ଷକଙ୍କ ବେତନ ବୃଦ୍ଧି କରାଯିବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ହେଉଥିବା ବେଳେ ଏହାର ତଦନ୍ତ କରି ଦୋଷୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା…

ହାଇଓ୍ବା ଚକା ତଳେ ଚାଲିଗଲା ଡମ୍ପର ଡ୍ରାଇଭରଙ୍କ ଜୀବନ: ଗାଡ଼ି ପଛାଉ ପଛାଉ

ପାଟଣା,୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବୈତରଣୀ ନଦୀ ପାଟନାଳି ବାଲିଘାଟରେ ରବିବାର ବିଳମ୍ବିତ ରାତ୍ରିରେରେ ଏକ ଦୁର୍ଘଟଣା ଘଟିଛି। ବାଲି ଉତ୍ତୋଳନ ବେଳେ ହାଇୱା ଚକ ତଳେ ଜଣେ ଡମ୍ପର ଚାଳକଙ୍କ ଜୀବନ ଯାଇଛି। ବାଲି ଲୋଡ଼ ପାଇଁ ଆସିଥିବା ଡମ୍ପର ଡ୍ରାଇଭରଙ୍କ…

ଅନ୍‌ଲାଇନ୍‌ କ୍ଲାସରେ ସମସ୍ୟା :ବ୍ଲକ ଶିକ୍ଷା ଅଧିକାରୀଙ୍କ ନେଲେ ଅଭିନବ ପଦକ୍ଷେପ

ଛତ୍ରପୁର,୫।୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ଏବେ ସମସ୍ତ ସ୍କୁଲ ବନ୍ଦ ରହିଛି। ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ୁଛନ୍ତି। ତେବେ ଗଞ୍ଜାମର ବିଭିନ୍ନ ସ୍ଥାନରେ ମୋବାଇଲ ନେଟୱର୍କ ଠିକ୍‌ ଭାବେ ଆସୁନଥିବା ଭଳି ସମସ୍ୟା ଦେଖାଯାଉଛି। ଜଣାପଡ଼ିଛି ଏପରିକି କେତେକ ଗରିବ…

ଥମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା: ଆଜି ନେଲା ୫ ମୁଣ୍ଡ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ପୁଣି ଆଜି ଜିଲାରୁ ଆଉ ୩ ଜଣ ମହିଳାଙ୍କ ସହ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ…

ଡିଭାଇଡରକୁ ବେଆଇନ ଭାବେ ଭାଙ୍ଗି ଚଳପ୍ରଚଳ

ଡେରାବିଶ,୫।୭(ସ୍ବ.ପ୍ର.): ଚଣ୍ଡିଖୋଲଠାରୁ ପାରାଦୀପ ଯାଏ ଯାଇଥିବା ୫୩ ନଂ. (କ) ଜାତୀୟ ରାଜପଥର ଡେରାବିଶ ବ୍ଲକ ପଞ୍ଚୁପାଣ୍ଡବଠାରୁ ଅଁଳାବାଙ୍କ ମଧ୍ୟରେ ରାଜପଥରେ ଥିବା ଡିଭାଇଡରକୁ ବ୍ୟବସାୟ ନିମନ୍ତେ ବେଆଇନ ଭାବେ ଭାଙ୍ଗି ଦେବାରୁ ଏହି ସ୍ଥାନରେ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?