ଆମ ଜିଲା ଖବର

ମରାମତି ହେଉନି ଟ୍ରାନ୍ସଫର୍ମର: ୬ ମାସ ହେଲା ଅନ୍ଧାରରେ ମଲ୍ଲାର ବସ୍ତିବାସିନ୍ଦା

ସୁକିନ୍ଦା,୨୩ା୫(ଡି.ଏନ.ଏ.)-ଦିନେ କିମ୍ବା ମାସେ ନୁହେଁ ଦୀର୍ଘ ୬ମାସ ହେବ ଅନ୍ଧାରରେ କାଳାତିପାତ କରୁଛନ୍ତି ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅଧୀନ ମୁଳଖମ୍ବ ଗ୍ରାମରେ ଥିବା ବିରଳ ଜନଜାତି ମଲ୍ଲାର ବସ୍ତିବାସିନ୍ଦା। ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ସେମାନେ ଏପରି ଅସୁବିଧା...

ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ

କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ କରିଛି। କେନ୍ଦୁଝର ଜିଲାରୁ ଲୁହାପଥର ନେଇ ଯାଉଥିବା ଟ୍ରକ ଗୁଡିକୁ ପାରାଦୀପ, ଜଗତସିଂହପୁର,...

ଧର୍ମଶାଳାକୁ ଫେରିଲେଣି ୯୩୨ ପ୍ରବାସୀ

ଧର୍ମଶାଳା,୨୩ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକକୁ ଶୁକ୍ରବାର ସୁଦ୍ଧା ୯୩୨ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ବ୍ଲକ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ୪୫ ମହିଳା ଓ ୧୮ଜଣ ଛୋଟ ପିଲା ରହିଛନ୍ତି। ବ୍ଲକ ଅଞ୍ଚଳକୁ ସର୍ବାଧିକ ୨୩୨ଜଣ ତେଲେଙ୍ଗାନାରୁ ଫେରିଛନ୍ତି। ସେହିପରି...

ଅମ୍ଫନ ଉଜାଡିଛି ଧାନ କ୍ଷେତ

ରେମୁଣା, ୨୩।୩(ଡି.ଏନ.ଏ.)-ବାତ୍ୟା ପ୍ରଭାବରେ ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତର ୩୦ଏକର ଚାଷ ଜମି ଉଜୁଡ଼ିଯାଇଛି। ଶନିବାର କୃଷି ଅଧିକାରିଣୀ କ୍ଷମାମୟୀ ଦାସ, ଆର୍‌ଆଇ ମଦନମୋହନ ଲେଙ୍କା, ସହକାରୀ ଆର୍‌ଆଇ ସୋମନାଥ ସିଂ ଏବଂ ତୁଣ୍ଡୁରା ସରପଞ୍ଚ ଅଜୟ କୁମାର ବାରିକ...

କଚ୍ଚା ଘର ଭୁଶୁଡ଼ି ବୃଦ୍ଧ ଗୁରୁତର

କେନ୍ଦୁଝର, ୨୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ୧୫ନମ୍ବର ୱାର୍ଡ ଅନ୍ତର୍ଗତ ମାଧପୁର କୃଷି ବିଭାଗ ଫାର୍ମ ପୋଖରୀ ନିକଟରେ ଥିବା ଏକ କଚ୍ଚା ଘର ଭୁଶୁଡି ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ବାତ୍ୟା ଅମ୍ଫନ୍‌ ପ୍ରଭାବରେ ୨ଦିନ ତଳେ କେନ୍ଦୁଝରରେ ଅବିଶ୍ରାନ୍ତ...

ସୁରଟରୁ ବ୍ରହ୍ମପୁର ଷ୍ଟେଶନରେ ବିଳମ୍ବିତ ରାତିରେ ପହଞ୍ଚିବ ଆଉ ୩ ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୩ା୫: ସୁରଟରୁ ଶ୍ରମିକମାନଙ୍କୁ ନେଇ ବାହାରିଥିବା ୩ଟି ସ୍ବତନ୍ତ୍ର ଟ୍ରେନ ଶନିବାର ବିଳମ୍ବିତ ରାତିରେ ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିବ। ବିଭିନ୍ନ ଜିଲାର ଶ୍ରମିକମାନେ ଉକ୍ତ ଟ୍ରେନରେ ଆସିବେ ବୋଲି ଜଣାପଡ଼ିଛି। ବହ୍ମପୁର ରେଳଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମରେ ଏହିସବୁ...

ବାଲିଆପାଳ ଅଞ୍ଚଳରେ ବ୍ୟାପକ କ୍ଷତି

ବାଲିଆପାଳ, ୨୩।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ ପ୍ରଭାବରେ ବାଲିଆପାଳ ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବାତ୍ୟା ଛାଡ଼ିଯାଇଛି ମାତ୍ର ତାର ପ୍ରଭାବରେ ଚାଷୀ ଏବଂ ଗରିବ ଲୋକଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଶହ ଶହ ଏକରରେ ହୋଇଥିବା ରବିଧାନ ପାଣିରେ ଭାସୁଛି। ସେହିପରି ସମୁଦ୍ରକୂଳିଆ...

ମାଛ ଧରିବାକୁ ଯାଇ ବୁଢ଼ାବଳଙ୍ଗରେ ଯୁବକ ନିଖୋଜ

ବଡ଼ସାହି,୨୩ା୫(ସ୍ବ.ପ୍ର.)-ବୁଢ଼ାବଳଙ୍ଗ ନଦୀରେ ମାଛ ଧରୁଥିବା ବେଳେ ଶନିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଚନ୍ଦନପୁର ପଞ୍ଚାୟତ ଅଧୀନ ମହୁପୁରା ଗ୍ରାମର ରଥ ମହାନ୍ତଙ୍କ ପୁଅ ରମାକାନ୍ତ(୩୨)। ଖବରପାଇ ବଡ଼ସାହି ଓ ବେତନଟୀ...

୮୦୦ ପ୍ରବାସୀ ଶ୍ରମିକଙ୍କୁ ନେଇ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଟ୍ରେନ୍‌

ଚୌଦ୍ୱାର,୨୩ା୫(ଡି.ଏନ୍‌.ଏ.): ଶନିବାର ଅପରାହ୍ନରେ ଆଉ ଏକ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ପ୍ରବାସୀଙ୍କୁ ନେଇ କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଆନ୍ଧ୍ରପ୍ରଦେଶ ଗୁଣ୍ଟୁରରୁ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଭଦ୍ରକ ଆସିଥିବା ଏହି ଗାଡ଼ିରେ ନିର୍ଗୁଣ୍ଡି ଠାରେ କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା, ପୁରୀ,ଗଞ୍ଜାମ,...

ପିତ୍ତଳ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼, ୨୩।୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ପିତ୍ତଳ ଓ ବ୍ରାହ୍ମଣଛାଇ କ୍ୱାରାଣ୍ଟଇନ କେନ୍ଦ୍ରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପରିଦର୍ଶନ କରିଥିଲେ। ସେଠାରେ ସେ କ୍ୱାରାଣ୍ଟାଇନ କେନ୍ଦ୍ରଗୁଡିକର ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ଏଥିସହ ସଂଗରୋଧ କେନ୍ଦ୍ରରେ ବ୍ୟାୟାମ କରନ୍ତୁ,...

ଛତ୍ରପୁର ବିଡିଓଙ୍କ ପରେ ପାତ୍ରପୁର ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଯୋଦ୍ଧାଙ୍କୁ ଅସମ୍ମାନ ଏବଂ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ବଢ଼ିବାରେ ଲାଗିଛି। ଡାକ୍ତର, ଆଶାକର୍ମୀ, ଶିକ୍ଷକ, ମହିଳା ସଂଘ ସଦସ୍ୟ ଏପରିକି ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହେଉଥିବା ନଜିରକୁ ଆସୁଛି। ଏବେ ଓଏଏସ୍‌...

ବାସୁଦେବପୁର ବ୍ଲକର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ

ପଦ୍ମପୁର,୨୩।୫(ଡି.ଏନ୍‌.ଏ.): ଅମ୍ଫନ୍‌ ବାତ୍ୟାରେ କ୍ଷତିଗ୍ରସ୍ତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୧୬ଟି ପଞ୍ଚାୟତକୁ ବିଧାୟକ ବୁଲି ଦେଖିଛନ୍ତି। ଶନିବାର ଅପରାହ୍ନରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର ବାତ୍ୟା ପ୍ରଭବରେ ଭାଙ୍ଗି ଯାଇଥିବା ମାଟି ଘରଗୁଡିକ ଦେଖିବା ସହ କ୍ଷତିଗ୍ରସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri