ଆମ ଜିଲା ଖବର

ପ୍ରତିଶ୍ରୁତିରେ ଅଟକିଛି ସିଏଚ୍‌ସି ମାନ୍ୟତା

ବେଗୁନିଆ,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ସଦର ମହକୁମାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ହେଉଛି। ଦୀର୍ଘବର୍ଷ ଧରି ଏହି ଦାବି ହେଉଥିଲେ ମଧ୍ୟ ବିଭାଗ ପକ୍ଷରୁ ଅବହେଳା କରାଯାଉଛି। କେବଳ ପ୍ରତିଶ୍ରୁତିରେ ହିଁ…

ଜଗାକୁ ଘରୁ ଦର୍ଶନ କରିବାର ଅଧିକାର କେହି ଛଡ଼ାଇ ନେଇପାରିବେନି

‘ଏଭଳି ନିଷ୍ପତ୍ତି ଅସାମ୍ବିଧାନିକ’ ପ୍ରଶାସନ କୌଣସି ଅଶ୍ଳୀଳ ଭିଡିଓ ଦେଖିବାକୁ ମନା କରିପାରିବ। ମାତ୍ର ଘରେ ରହି ଦାଣ୍ଡକୁ ଚାହିଁବାର ଅଧିକାର କିଭଳି ଛଡ଼ାଇ ନିଆଯିବ। ନିଜ ଘରେ ଚଳପ୍ରଚଳ କରିବା ଓ ଦେଖିବାର ଅଧିକାର କେହି ଛଡ଼ାଇ ନେଇପାରିବେ ନାହିଁ।…

ବ୍ରାହ୍ମଣୀରେ ଲୁଚକାଳି ଖେଳ

ପଟ୍ଟାମୁଣ୍ଡାଇ,୫।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନାୟାଡ଼ିଆ ଗ୍ରାମର ଲୋକେ ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀରେ ଦେଖିବାକୁ ପାଇଥିଲେ ରୋଚକ ଦୃଶ୍ୟ, ଯେଉଁଥିରେ ଏକ ମୂର୍ତ୍ତି ଚୋରି ଘଟଣାର ଅଭିଯୁକ୍ତ ପାଣିରେ ବୁଡ଼ି ବୁଡ଼ି ପୋଲିସକୁ ଚକମା ଦେଖାଉଥିଲେ। ଦେଢ଼ଘଣ୍ଟାର…

ସାଆନ୍ତଙ୍କ ସେବାରେ ସମର୍ପିତ

ଢେଙ୍କାନାଳ ଅଫିସ, ୫।୭: ସ୍ନାନଯାତ୍ରାଠାରୁ ଆରମ୍ଭ ହୋଇଛି ବଡ଼ଦିଅଁଙ୍କ ଅଣସରନୀତି। ଜ୍ୱରରେ ଥରୁଥିବା କାଳିଆ ଠାକୁରଙ୍କ ଉପଶମ ପାଇଁ ମନ୍ଦିରରେ ଆରମ୍ଭ ହୋଇଛି ଗୁପ୍ତସେବା। ଢେଙ୍କାନାଳସ୍ଥିତ ଶ୍ରୀବଳରାମ ମନ୍ଦିରରେ ଅଣସର ଘରେ ଶ୍ରୀଜୀଉଙ୍କ ଏହି ନୀତିରେ ନିୟୋଜିତ ଅଛନ୍ତି ଓଡ଼ାପଡ଼ା ବ୍ଲକ…

ନିଯୁକ୍ତି ସତ୍ତ୍ୱେ ନିଅଣ୍ଟ

ବଇଣ୍ଡା,୫ା୭: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ୨୭ ଡାକ୍ତର ପଦବୀ ଖାଲି ଥିଲା। କରୋନା ସମୟରେ ଏତେ ସଂଖ୍ୟକ ଡାକ୍ତର ନଥିବା ଯୋଗୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ସ୍ବାସ୍ଥ୍ୟସେବା ଗୁରୁତର ପ୍ରଭାବିତ ହୋଇଥିଲା। ଏ ନେଇ ବାରମ୍ବାର ଦାବି ପରେ…

୩ ଆଦିବାସୀ ଗାଁର ଦୁଃଖ ତୁଳସୀ

ବାଲେଶ୍ୱର ଅଫିସ, ୫।୭-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରସଲପୁର ପଞ୍ଚାୟତ ଦେଇ ପ୍ରବାହିତ ଜଳକା ନଦୀର ଶାଖା ତୁଳସୀ ନଦୀ ରସଲପୁର ପଞ୍ଚାୟତକୁ ଦୁଇଭାଗ କରିଛି। ନଦୀର ଗୋଟିଏ ପାର୍ଶ୍ୱରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ସ୍କୁଲ, କଲେଜ, ଡାକ୍ତରଖାନା,…

ଅଧାରେ ଅଟକିଛି ଜଗଦଳା ଜଳସେଚନ ପ୍ରକଳ୍ପ

ଝୁମ୍ପୁରା, ୫।୭ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ମଲଦା ପଞ୍ଚାୟତରେ ରହିଛି ଜଗଦଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଏହାର ଉନ୍ନତୀକରଣ କାମ ଅଧାରେ ଅଟକିଛି। ଉକ୍ତ ଡ୍ୟାମ୍‌ ଉପରେ ବହୁ ଗ୍ରାମର ଚାଷୀ ନିର୍ଭର କରୁଥିଲେ ମଧ୍ୟ କାର୍ଯ୍ୟ ଅଧାପନ୍ତରିଆ…

ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ

ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି । ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ ସହିତ…

ମାଲ ବୋଝେଇ ଟ୍ରକ୍‌ରୁ ୭.୮କୁଇଣ୍ଟାଲ ଗଞ୍ଜେଇ ଜବତ

ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍‌ ବୋଝେଇ ଟ୍ରକ୍‌ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ ଏକ ଟ୍ରକ୍‌, ଟ୍ରାକ୍ଟର…

ଯାଉଥିଲେ କାର୍ଯ୍ୟରେ ଯୋଗଦେବାକୁ ଚାଲିଗଲା ଜୀବନ

ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍‌ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ ଘଟିଛି। ମୃତକ କଳାହାଣ୍ଡି ଜିଲା ପାଷ୍ଟିଗୁଡିର ବୋଲି ଜଣାପଡିଛି। ସେ ପୂର୍ବତଟ ରେଲୱେ ମୁରିବାହାଲ…

ଯୁବତୀଙ୍କୁ ବଳାତ୍କାର କରି ଗିରଫ ହେଲେ ବନପାଳ

ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ ରବିବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଯୁବତୀଙ୍କ ସହ ମୁରଲୀଙ୍କ ପୂର୍ବରୁ ପରିଚିତ…

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧନୁ ରଣା (୪୫)। ମିଳିଥିବା ସୂଚନା ମୁତାବକ, ଧନୁ ଜମିରେ ହଳ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?