ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍ ବୋଟ୍, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର
କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍ ଟିମ୍ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍ ନିକଟରେ ବୋଟ୍ଟି ଓଲଟି ପଡ଼ିଥିଲା । ଏକ ରବର ବୋଟ୍ରେ…
ହାତୀକୁ ବଞ୍ଚାଇବାକୁ ଯାଇ ଓଲଟିଲା ବୋଟ୍
କଟକ ଅଫିସ,୨୪।୯: ମୁଣ୍ଡୁଳି ଜଳ ସ୍ରୋତରେ ଏକ ଦନ୍ତାହାତୀ ଶୁକ୍ରବାର ଫସିଛି। ତେବେ ମହାନଦୀ ମଝିକୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ ମଧ୍ୟ ଓଲଟି ପଡ଼ିଛି। ହାତୀକୁ କୂଳକୁ ଘଉଡାଇବା ବେଳେ ମୁଣ୍ଡଳି ବ୍ୟାରେଜ ନିକଟରେ ପାଣିର ପ୍ରଖର…
ମୁଣ୍ଡୁଳି ଜଳସ୍ରୋତରେ ଫସିଲା ହାତୀ
କଟକ ଅଫିସ,୨୪ା୯: ମୁଣ୍ଡୁଳି ଜଳରେ ଏକ ଦନ୍ତାହାତୀ ଫସିଛି। ଜଳ ସ୍ରୋତ ଅଧିକ ଥିବାରୁ ହାତୀଟି କୂଳକୁ ଯାଇ ପାରୁ ନ ଥିବା ଜଣାପଡ଼ିଛି। ଏଥିସହ ଆଉ ୨ଟି ହାତୀ ମଧ୍ୟ ଜଳସ୍ରୋତରେ ଭାସି ଅନନ୍ତପୁରଠାରେ ଲାଗିଛନ୍ତି। ଫସିଥିବା ହାତୀକୁ…
ବିକାଶ ପଥରେ ଜରାଙ୍ଗ
ସମ୍ବଲପୁର,୨୪ା୯(ବ୍ୟୁରୋ): ଘଞ୍ଚ ଜଙ୍ଗଲ ପରିବେଷ୍ଟିତ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଜରାଙ୍ଗ। ଏକଦା ମାଓବାଦୀମାନେ ଏହି ଅଞ୍ଚଳରେ ସକ୍ରିୟ ଥିଲେ। ହେଲେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡିବାରୁ ଏବେ ବିକାଶ ପଥରେ ଆଗେଇ ଚାଲିଛି। ସମ୍ବଲପୁର ଜିଲା ସଦର ମହକୁମାଠାରୁ ପ୍ରାୟ ୫୦…
ବନ୍ୟାଜଳ କମିବା ସତ୍ତ୍ୱେ ଚାଷଜମି ଜଳାର୍ଣ୍ଣବ
କାକଟପୁର,୨୪।୯(ଡି.ଏନ୍.ଏ.): କାକଟପୁର ବ୍ଲକର ୮୦ରୁ ୯୦ ଭାଗ ଲୋକ ଧାନ ଚାଷ, ପାନବରଜ ଓ ପନିପରିବା ଚାଷକରି ଗୁଜୁରାଣ ମେଣ୍ଟାନ୍ତି। ଏ ଅଞ୍ଚଳର ବର୍ଷା ଜଳ ନିଷ୍କାସନର ଏକମାତ୍ର ମାଧ୍ୟମ ହେଉଛି ପ୍ରାଚୀ ନଦୀ। କିନ୍ତୁ ପ୍ରଶାସନର ଅପାରଗତା ଓ ରାଜନେତାଙ୍କ…
ଖୋର୍ଦ୍ଧାରେ ବଢୁଛି ଗୋମାଂସ ଚାଲାଣ
ଖୋର୍ଦ୍ଧା ଅଫିସ,୨୪।୯: ଖୋର୍ଦ୍ଧାରୁ ଗୋମାଂସ ଚାଲାଣ ବଢିବାରେ ଲାଗିଛି। ଏଠାରୁ ବିହାର, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ହାଇଦ୍ରାବାଦ ଏବଂ ଉତ୍ତରପ୍ରଦେଶ ପ୍ରଭୃତି ବାହାର ରାଜ୍ୟକୁ ଗୋମାଂସ ଚାଲାଣ କରାଯାଉଛି। ଏଥିରେ ଏକ ର଼୍ୟାକେଟ ସଂପୃକ୍ତ ଥିବା ସନ୍ଦେହ କରାଯାଉଛି। ଗତ ସପ୍ତାହ ମଧ୍ୟରେ…
ବଗଲା ଧର୍ମଶାଳା ଜମି ବିକ୍ରି ମାମଲା: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାଏମ
କଟକ ଅଫିସ,୨୪ା୯: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସମ୍ବିତ ପାତ୍ରଙ୍କ ପକ୍ଷରୁ ଦାଏର ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜମିର ବିକ୍ରି ଖର୍ଦ୍ଦି, କିସମ ବଦଳ, ନିର୍ମାଣ କାର୍ଯ୍ୟ ଚୂଡାନ୍ତ ରାୟ ଉପରେ ନିର୍ଭର କରିବ।…
ଅନ୍ଧବିଶ୍ୱାସ: କଦଳୀ ଭେଳା କରି ସମୁଦ୍ରରେ ଭସାଇଦେଲେ ସାପ କାମୁଡ଼ା ଛାତ୍ରୀଙ୍କ ମୃତଦେହ
ମହାକାଳପଡ଼ା,୨୪ା୯ ଡି.ଏନ.ଏ.): ଅନ୍ଧବିଶ୍ୱାସ ଓ ପୁରୁଣା ପରମ୍ପରା ଏବେ ବି ଲୋକଙ୍କ ମନରେ ବଞ୍ଚତ୍ ରହିଛି। ତା’ର ଏକ ଉଦାହରଣ ଗୁରୁବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅଧୀନ ଖରିନାସୀ ଗାଁରେ ଦେଖିବାକୁ ମିଳିଛି। ସ୍ଥାନୀୟ ମାଛ ଜେଟି ନିକଟରେ ରହୁଥିବା…
ଅସୁରଖୋଳା, ଶୁକପାଇକାର ପୁନରୁଦ୍ଧାର ଜରୁରୀ
ପାଟକୁରା,୨୪।୯(ଡି.ଏନ.ଏ.): ମହାନଦୀର ଶାଖା ନଦୀ ହେଉଛି ଶୁକପାଇକା। ଏହା କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ପାଳଦା ପଞ୍ଚାୟତର ସାହୁକ୍ଷେତ, ବାବୁଜଙ୍ଗଠାରୁ ବାହାରି ବାବୁଜଙ୍ଗ, ସଫିପୁର, ପିଁପୁର, ଉତ୍ତରକୂଳ, ମୁଗୁରିଆ, ମେହେନ୍ଦିପୁର, ଧାରିବିଲ, ଓଡ଼ଖଣ୍ଡ, ଜୟତଳଙ୍ଗ ଆଦି ଗାଁରେ ପ୍ରବାହିତ ହୋଇ କେନ୍ଦ୍ରାପଡ଼ା…
୫ ବର୍ଷ ବିତିଲା, ସଂଯୋଗୀକରଣ ରାସ୍ତା ହେଲାନି
ଡେରାବିଶ, ୨୪ା୯(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ ଦାନପୁରଠାରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ପକ୍ଷରୁ ଲୁଣାନଦୀ ଉପରେ ନିର୍ମିତ ହୋଇଥିବା ସେତୁ ଏବେ ବି ଅଧାପନ୍ତରିଆ ହୋଇ ପଡ଼ିରହିଛି। ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହି ସେତୁକୁ ଲୋକାର୍ପିତ କରିଥିଲେ। ଏହା ଭିତରେ ୫ ବର୍ଷ…
ଅଣକୃଷି ଉତ୍ପାଦକ ସଙ୍ଗଠନକୁ ନାବାର୍ଡର ଅଣଦେଖା
ରସୁଲପୁର,୨୪ା୯(ଡି.ଏନ୍.ଏ): ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଅଧୀନ ଗୋପାଳପୁର ଗାଁକୁ ୧୭ ତାରିଖରେ ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ)ର ଅଧ୍ୟକ୍ଷ ଡ. ଜି.ଆର. ଚିନ୍ତାଲା ଆସିଥିଲେ। ସେ ଗୋପାଳପୁର ଗାଁର ଗୋଟିଏ ବର୍ଗ ବୁଣାକାରଙ୍କ ସହ ଆଲୋଚନା…
ଅଧାରେ ଲାଖିଛି ବିକାଶ
ଯାଜପୁର ଅଫିସ,୨୪ା୯: ଯାଜପୁର ଜିଲା ସଦର ମହକୁମାର ନବକଳେବର ପରିପ୍ରେକ୍ଷୀରେ ଆଉ ଏକ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ ମାନ୍ସାପୋଲଠାରୁ ବିରଜା ମହିଳା କଲେଜ ଛକ ଏବଂ ଜିଲା ସଦର ଡାକ୍ତରଖାନାଠାରୁ କାଲିଘାଟ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ରହିଛି।…

