ବାସୁଦେବପୁର ବ୍ଲକର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ
ପଦ୍ମପୁର,୨୩।୫(ଡି.ଏନ୍.ଏ.): ଅମ୍ଫନ୍ ବାତ୍ୟାରେ କ୍ଷତିଗ୍ରସ୍ତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୧୬ଟି ପଞ୍ଚାୟତକୁ ବିଧାୟକ ବୁଲି ଦେଖିଛନ୍ତି। ଶନିବାର ଅପରାହ୍ନରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର ବାତ୍ୟା ପ୍ରଭବରେ ଭାଙ୍ଗି ଯାଇଥିବା ମାଟି ଘରଗୁଡିକ ଦେଖିବା ସହ କ୍ଷତିଗ୍ରସ୍ତ...
ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ
କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା ଅଞ୍ଚଳର ଏକ ମାମଲାର ଶୁଣାଣି ବେଳେ ଜଷ୍ଟିସ୍ ସଞ୍ଜୀବ କୁମାର ପାଣିଗ୍ରାହୀ...
ସାବିତ୍ରୀ ଭୋଗ ଖାଇ ୧୦ ଅସୁସ୍ଥ
ବନ୍ତ,୨୩ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ରାମପୁର ଗ୍ରାମର ୧୦ଜଣ ବ୍ୟକ୍ତି ସାବିତ୍ରୀ ଭୋଗ ଖାଇ ଅସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ା ସୂଚନାଯୋଗ୍ୟ, ସାବିତ୍ରୀ ବ୍ରତ ଅବସରରେ ରାମପୁର ଗ୍ରାମର...
ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା
ପାଟଣାଗଡ଼,୨୩।୫ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି ତଅଁଲା(୬୨)। ପ୍ରକାଶ ଯେ, ଟିକେମଣି ସ୍ତ୍ରୀଙ୍କ ସହ ଗତ ୧୭ ତାରିଖରେ ଗାଁକୁ...
କୋଭିଡ୍-୧୯ କାର୍ଯ୍ୟରେ ନିୟୋଜିତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଜୀବନଗଲା
ଆନନ୍ଦପୁର,୨୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ବରାଙ୍ଗ ଅଙ୍ଗନଓ୍ବାଡ଼ି କେନ୍ଦ୍ର-୧ର କାର୍ଯ୍ୟରତ କର୍ମୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶନିବାର ସକାଳେ ଅଙ୍ଗନଓ୍ବାଡି କର୍ମୀ ପୁଷ୍ପଲତା ଜେନା ତାଙ୍କ ପୁଅଙ୍କ ସହିତ ବାଇକ୍ ଯୋଗେ ନୂଆମାଳିଆ କ୍ୱାରାଣ୍ଟାଇନ୍ କେନ୍ଦ୍ରକୁ...
ବାପାଙ୍କ ଏଟିଏମ୍ କାର୍ଡ ଆଣିବାକୁ ଯାଇ ଫେରିଲେନି ୩ ଭାଇ: ସୁଡଙ୍ଗରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ
ଆର୍.ଉଦୟଗିରି,୨୩।୫: ଗଜପତି ଜିଲା ଅନ୍ତର୍ଗତ ଅଡବା ଥାନାର ବିରିକୋଟ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ଥିବା ସୁଡଙ୍ଗ ଭିତରକୁ ଯାଇ ୩ ଭାଇଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିକ୍ରୀ ମାଝୀ, ସଞ୍ଜୀବ ମାଝୀ...
ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ
ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ କିପରି ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟକ୍ରମେ ଆଲୋଚନା...
ବଲାଙ୍ଗୀର ଜିଲାରେ ନୂଆ ୧ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଖ୍ୟା ୯କୁ ବୃଦ୍ଧି
ବଲାଙ୍ଗୀର ଅଫିସ, ୨୩।୫: ବଲାଙ୍ଗୀର ଜିଲାରେ ଶନିବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ଆକ୍ରାନ୍ତଙ୍କୁ ଭୁବନେଶ୍ବର କୋଭିଡ ହସ୍ପିଟାଲକୁ ପଠାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ଆକ୍ରାନ୍ତଜଣଙ୍କ ଗତ...
ଭଣ୍ଡାରିପୋଖରୀର ୩ କ୍ୱାରାଣ୍ଟାଇନ ସେଣ୍ଟରରୁ ୨୦ ଜଣଙ୍କ ସ୍ବାବ ସଂଗ୍ରହ
ଭଣ୍ଡାରିପୋଖରୀ,୨୩।୫ (ଡି.ଏନ୍.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ତିନୋଟି ସଙ୍ଗରୋଧ କେନ୍ଦ୍ରରୁ କରୋନା ଲକ୍ଷଣ ଥିବା ୨୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ କରାଯାଇଛି। ମାଳଦା ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ୧୩ ଜଣ, ନପଙ୍ଗ ପଞ୍ଚାୟତସ୍ଥିତ ଚଣ୍ଡୀମାତା ଉଚ୍ଚ ବିଦ୍ୟାପୀଠ କେନ୍ଦ୍ରରୁ...
ଥାନା ଭିତରେ ଥାର୍ଡ ଡିଗ୍ରୀ ପଡ଼ିଲା ମହଙ୍ଗା: ପାଟଣା ଥାନା ଆଇଆଇସିଙ୍କୁ ନିଲମ୍ବନ କଲେ ଡିଜି
ଭୁବନେଶ୍ୱର(ବ୍ୟୁରୋ)/ ପାଟଣା(ସ୍ବ.ପ୍ର.),୨୩।୫: କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ନିଲମ୍ବିତ ହୋଇଛନ୍ତି। ଥାନା ଭିତରେ ଜଣେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ଜିଡିପି କାର୍ଯ୍ୟାଳୟ...
ମଧୁ ଆପ୍ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର, ୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିଲେ। ଗଞ୍ଜାମ ଜିଲାର ହାଇସ୍କୁଲ ଶିକ୍ଷକଙ୍କ...
ଅଗରନାସୀ ନିକଟ ସମୁଦ୍ରରୁ ତିମିର ମୃତଦେହ ଉଦ୍ଧାର
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୩।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ରେଞ୍ଜ ଅଧୀନ ଅଗରନାସୀ ନିକଟ ସମୁଦ୍ରରୁ ୪୦ ଫୁଟ ଲମ୍ବର ଏକ ତିମିର ମୃତଦେହ ଦେଖିବାକୁ ମିଳିଛି। ଖବର ପାଇ ରେଞ୍ଜ ଅଧିକାରୀ ଦେବାଶିଷ ଭୋଇଙ୍କ ନେତୃତ୍ୱରେ ଏକ ଟିମ୍ ତଦନ୍ତ...
Archives


