ଆମ ଜିଲା ଖବର

ଯୁବତୀଙ୍କୁ କମେଣ୍ଟ କରି ୧୦ ଗିରଫ

ସମ୍ବଲପୁର,୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଦେଉଳବନ୍ଧ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ କମେଣ୍ଟମରାକୁ ପ୍ରତିବାଦ କରିବାରୁ ଜଣେ ଯୁବତୀଙ୍କୁ ଆକ୍ରମଣ ହୋଇଛି। ଯୁବତୀଙ୍କ ମା’ ତୁଳସୀ ତ୍ରିପାଠୀଙ୍କ ଅଭିଯୋଗ କ୍ରମେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ…

ଘରୁ ମିଳିଲା ୨୧ ନାଗ ସାପ, ପିଟିପିଟି ମାରିଦେଲେ

ନୂଆପଡ଼ା ଅଫିସ,୩।୭: ନୂଆପଡା ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ଗଡତୋଲ ଗାଁର ଜଣଙ୍କ ଘରୁ ଶୁକ୍ରବାର ୨୧ଟି ନାଗ ସାପ ଛୁଆ ବାହାରିଛି। ତେବେ ଭୟରେ ପରିବାର ଲୋକେ ସବୁ ସାପକୁ ମାରି ଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ,…

ସ୍ତ୍ରୀ ହତ୍ୟା ଅଭିଯୋଗରେ ଡାକ୍ତର ଗିରଫ

ଗୋପାଳପୁର,୩।୭: ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶନିବାର କେଲୁଆପୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଛତ୍ରପୁର ନିକଟସ୍ଥ ମାଧପୁରା ଗ୍ରାମର ଏମ୍‌.ସତ୍ୟଜିତ ସୁବୁଦ୍ଧି(୩୩)। ୨୦୧୭ ଜାନୁୟାରୀରେ ଜି.ଉଦୟଗିରିର ଏସ୍‌.ଦେବସ୍ମିତା ପାତ୍ରଙ୍କ…

୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସାମିଲ…

ବୁଗୁଡ଼ାରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ଦାବି

ବୁଗୁଡ଼ା,୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପୌରାଞ୍ଚଳରେ ଉଦୀୟମାନ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ କୌଣସି ଷ୍ଟାଡିୟମ ନାହିଁ। ଏ ନେଇ ପ୍ରତିଭାର ଉପଯୁକ୍ତ ବିକାଶ ହୋଇପାରୁ ନାହିଁ। ତେବେ ଆଜି ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷରେ ବୁଗୁଡା ଏନ୍‌ଏସିର କ୍ରୀଡାବିତ…

ରାଜସ୍ବ ଅମଲାମାନଙ୍କୁ କରୋନା ଯୋଦ୍ଧା ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଅମଲା ସଂଘ ପକ୍ଷରୁ ଶନିବାର ଜିଲାପାଳ ବିଶାଳ ସିଂଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାରେ ଲକ୍‌ଡାଉନ ଶଟ୍‌ଡାଉନ ଚାଲିଥିବା ବେଳେ ଅମଲାମାନେ ପ୍ରତ୍ୟକ୍ଷ ଭାବେ…

ଏଥର ଛାତ ଉପରୁ ବି ଦେଖି ପାରିବେନି ଜଗାକୁ

ପୁରୀ ଅଫିସ, ୩।୭: ଏଥର ଛାତ ଉପରୁ ଥାଇ କେହି ରଥଯାତ୍ରା ଦେଖି ପାରିବେ ନାହିଁ। ଶନିବାର ପୁରୀ ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଯାତ୍ରା ପାଇଁ ପୂରା ପୁରୀ ସହରରେ ୧୪୪ ଧାରା…

ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଭବାନୀପାଟଣା,୩।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍‌ର ରଫାଦଫା କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ…

ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଜଣେ ଅଟକ

ଗୋପାଳପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ବଡ଼ ଧରଣର ଗଞ୍ଜେଇ ଚୋରାଚାଲାଣକୁ ଠାବ କରିଛି। ଏହି ଚୋରାଚାଲାଣରେ ଦୁଇଜଣ ଚମ୍ପଟ ମାରିଥିବା ବେଳେ ଜଣକୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ଜଣାପଡ଼ିଛି। ସୂଚନାନୁସାରେ, ଗଜପତି ଜିଲା ମୋହନା ଅଞ୍ଚଳରୁ…

ପତ୍ନୀଙ୍କୁ ନିର୍ଯ୍ୟାତନା, ହତ୍ୟା ଅଭିଯୋଗ: ଜେଲ୍‌ ଗଲେ ଦୁଇ ସ୍ବାମୀ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁର ଥାନା ପୋଲିସ ଦୁଇଟି ପୃଥକ ପୃଥକ ପତ୍ନୀଙ୍କୁ ହତ୍ୟା ଅଭିଯୋଗ ମାମଲାରେ ଦୁଇ ସ୍ବାମୀଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରିଛି। ଛତ୍ରପୁର ଥାନା ଅଧିନ ବଳରାମପୁର ଗ୍ରାମର ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ ଦାସଙ୍କ ଜୁନ ୨୬ରେ…

୨ଲୁଟ ଘଟଣାରେ ଫେରାର ଅଭିଯୁକ୍ତ ଗିରଫ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁରର ୨ଟି ଲୁଟ ଘଟଣାରେ ଫେରାର ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି ପୋଲିସ। ମାଁ ଶାରଳା ସୁନା ଦୋକାନୀ ଦମ୍ପତିଙ୍କୁ ଆକ୍ରମଣ କରି ଗହଣା ଓ ଟଙ୍କା ଲୁଟ ଘଟଣା ଏବଂ ମହିଳାଙ୍କ ବେକରୁ ସୁନା ଚେନ ଓ ମାଳି…

ସୁକପାଇକା ନଦୀ ପୁନରୁଦ୍ଧାର ହେଉ

କଟକ ଅଫିସ, ୩ା୭: କଟକ ସଦର ଉପଖଣ୍ଡ ଅଧୀନ ୨୭.୫କିମି ଦୈର୍ଘ ସୁକପାଇକା ନଦୀ ଓ ଏବଂ ସେରୁଆ ନଦୀର ବାମପାର୍ଶ୍ୱ ଅବବାହିକା ୧୩.୧୨ କିମି ଦୈର୍ଘ ମାଲିଆ ଡ୍ରେନେଜର ପୁନରୁଦ୍ଧାର ନିମନ୍ତେ ଶୁକ୍ରବାର କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସମୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?