ଆମ ଜିଲା ଖବର

ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ ଆତ୍ମାହୁତି ଘଟଣା: କୁଳପତିଙ୍କ ସମେତ ୩ ଜଣଙ୍କୁ ଆଗୁଆ ଜାମିନ

କଟକ ଅଫିସ, ୩ା୭: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର କୁଳପତି ପ୍ରଫେସର ସଞ୍ଜୀବ ମିତଲ, ୱାର୍ଡନ ବିଶ୍ୱଜିତ୍‌ ଶତପଥୀ ଓ ସହକାରୀ ନିର୍ଦ୍ଦେଶକ(କ୍ରୀଡା) ଅବିନାଶ କରଙ୍କୁ ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଗତ…

ଗଞ୍ଜାମ ଜିଲାରେ ଦିଆଯିବ କୋଭାକ୍ସିନ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ମାସରୁ ଗଞ୍ଜାମ ଜିଲାରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ କୋଭାକ୍ସିନ ଟିକା ଦିଆଯିବ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲାପାଳ, ବ୍ରହ୍ମପୁର…

କୁଷ୍ଠ ଯନ୍ତ୍ରଣାରେ କଲବଲ କାଳିଆ

ଢେଙ୍କାନାଳ ଅଫିସ, ୩।୭ ଚିକିତ୍ସା ବିଜ୍ଞାନର ଚମତ୍କାରିତା ପରେ କୁଷ୍ଠ ଆଉ ଦୁରାରୋଗ୍ୟ ବ୍ୟାଧି ହୋଇ ରହିନାହିଁ। କୁଷ୍ଠରୋଗୀଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବାକୁ ସରକାର ଅଜସ୍ର ଅର୍ଥ ବ୍ୟୟ କରୁଛନ୍ତି। ଆକ୍ରାନ୍ତଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟକେନ୍ଦ୍ରରେ ନିଃଶୁଳ୍ପ ଚିକିତ୍ସା ବ୍ୟବସ୍ଥା…

ସମିତି ବଢ଼ାଉଛି ବିହନ ସମସ୍ୟା

ପାଲଲହଡ଼ା,୩ା୭ ଚାଷ ପାଇଁ ସଜବାଜ ହେଉଥିବା ଚାଷୀ ପାଇବେ ଧାନ ବିହନ। ଚଳିତବର୍ଷ ଏଥିପାଇଁ ଆଗୁଆ ବ୍ୟବସ୍ଥା କରାଯାଇଛି। ଗୋଟିଏ ପରିବର୍ତ୍ତେ ଦୁଇଟି ଗୋଦାମରୁ ଯୋଗାଣ ହୋଇଛି। ଅତୀତର ତ୍ରୁଟି ଆଉ ଦୋହରାଯିବ ନାହିଁ ବୋଲି ଅନୁଗୋଳ ଜିଲା କୃଷି ବିଭାଗ…

ଯାତ୍ରୀ ନାହାନ୍ତି, ତେଲ, ଡ୍ରାଇଭର ଖର୍ଚ୍ଚ ତୁଲାଇବୁ କେମିତି

କୁଚିଣ୍ଡା,୨ା୭: ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଗୁରୁବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହୋଇଛି ବସ୍‌ ସେବା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକେ ବସ୍‌ରେ ଚଢିବାକୁ ଭୟ କରୁଛନ୍ତି। ତେଣୁ ବିନା ଯାତ୍ରୀରେ ଖାଲି ଗଡୁଛି ବସ୍‌। ଏଭଳି…

ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ କରି…

ଶର୍ଟସର୍କିଟରୁ ଜଳିଗଲା ୨୧ ବଖରା

ଖଲ୍ଲିକୋଟ,୨ା୭: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ନାଇକାଣିପଲି ଗ୍ରାମରେ ଶୁକ୍ରବାର ଶର୍ଟସର୍କିଟରୁ ନିଆଁ ଲାଗି ୧୨ ପରିବାରର ୨୧ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ନାଇକାଣିପଲି ଗ୍ରାମ ମଝି ସାହିରେ ରହୁଥିବା ମଞ୍ଜୁ ଖୁଣ୍ଟିଆ, ରାଜନ ଖୁଣ୍ଟିଆ, ଲକ୍ଷ୍ମଣ ଗୌଡ଼, ଛାୟା ଗୌଡ଼,…

ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହିବା ଘଟଣା: ୨ ନିଲମ୍ବିତ, ଜଣେ ବହିଷ୍କୃତ

ଫୁଲବାଣୀ ଅଫିସ,୨।୭: କନ୍ଧମାଳ ଜିଲା ଫୁଲବାଣୀରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହି ଗାଡ଼ିରେ ରଖିବା ଘଟଣାରେ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା। ଏ ନେଇ ସିଡିଏମ୍‌ ତୁରନ୍ତ ମାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତ। ଏହି ଘଟଣାରେ…

ଜେଲ୍‌ରୁ କଏଦୀ ଚମ୍ପଟ

ହିନ୍ଦୋଳ,୨ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ସବ୍‌ଜେଲରୁ ଶୁକ୍ରବାର ଜଣେ ବିରାରାଧୀନ କଏଦୀ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ତାଙ୍କ ନାମ ବିରଞ୍ଚି ବେହେରା। ସେ ଏକ ହତ୍ୟା ଘଟଣାରେ୨୪ ତାରିଖରୁ ଜେଲ୍‌ରେ ଥିଲେ। ତାଙ୍କ ଘର ରାସୋଳ ଥାନା ଦଣ୍ଡିରୀ ଗ୍ରାମରେ।

ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଧାରଣା

ବଲାଙ୍ଗୀର ଅଫିସ,୨ା୭: ରବିଋତୁରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ନେଇ ବଲାଙ୍ଗୀର ଭାଜପା ପକ୍ଷରୁ ଶୁକ୍ରବାର ଜିଲା ଯୋଗାଣ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଛି। ବିଭିନ୍ନ ଦାବି ନେଇ ସେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମଣ୍ଡିରେ ଧାନ ପଡି ରହିବା, ମିଲ୍‌ ମାଲିକମାନଙ୍କ…

ହାଇଓ୍ବା ଚକା ତଳେ ଚାଲିଗଲା ଯୁବକଙ୍କ ଜୀବନ

ଚୌଦ୍ୱାର,୨ା୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଇନ୍ଦ୍ରାଣୀପାଟଣା ପଞ୍ଚାୟତ କଜଳକଣାରେ ଚାଲିଥିବା ମୋରମ ଖାଦାନରେ ହାଇଓ୍ବା ଚକା ତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ମୃତଦେହ ଜବତ କରିଥିବା…

ଫାର୍ମରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ଲକ୍ଷାଧିକ ଟଙ୍କାର କୁକୁଡ଼ା

ବୁଗୁଡ଼ା,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମ ହାଉସ୍‌ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡରେ ଜଳି ଯାଇଥିବା ଜଣାପଡ଼ିଛି। ଖୋଳଖାଳି ଗ୍ରାମର ଶେଷଦେବ ବିଷୋୟୀ ଦଣ୍ଡାସି ବଞ୍ଜର ଛକ ନିକଟରେ ନୂତନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?