ଆମ ଜିଲା ଖବର

ଗାଁ ମୁହାଁ ସମୁଦ୍ର

ଗୋପାଳପୁର,୧।୭: ଗାଁ ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ ହେବ ସମୁଦ୍ରର ଉଚ୍ଚ ଜୁଆର ମାଡ ହେବାରୁ ଏଲ୍‌. ଭୋଗରାଜୁ, ଏଲ୍‌.ଆପନା ଓ କେ.ଭୀମାଙ୍କର…

ପୋଲିସ ଏନ୍‌କାଉଣ୍ଟରରେ ମାଓବାଦୀ କମାଣ୍ଡର ନିହତ: ରହିଥିଲା ୩ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୧ା୭: ମାଲକାନଗିରି ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଛତିଶଗଡ଼ର ବସ୍ତର ଜିଲାର ଏଲାଙ୍ଗନାର ଅଞ୍ଚଳରେ କଟେକଲ୍ୟାଣ ଓ କାଙ୍ଗେର ଘାଟି…

ଗର୍ଭବତୀଙ୍କୁ ରେଫର ମନା

ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ ଜଣେ ଆନାସ୍ଥେସିଆ ବିଶେଷଜ୍ଞ କାର୍ଯ୍ୟରେ ଯୋଗ ଦେବା ପରେ ଡିଏଚ୍‌ଏଚ୍‌ରେ ୨୪ ଘଣ୍ଟିଆ ସେବା…

‘ଚାଷୀଙ୍କ ସମସ୍ୟାକୁ ଗୁରୁତ୍ୱ ଦେବି’

ସୋନପୁର,୧।୭: ସୁବର୍ଣ୍ଣପୁରର ୩୦ତମ ଜିଲାପାଳ ଭାବେ ଅବୋଲି ସୁନିଲ ନରଓ୍ବଣେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନରଓ୍ବଣେ ଏହା ପୂର୍ବରୁ ରାଉରକେଲାର ଅତିରିକ୍ତ ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ୨୦୧୫ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ନରଓ୍ବଣେ ପ୍ରଥମେ ବାଲେଶ୍ୱର ଜିଲାର…

ଛାତ୍ରୀଙ୍କୁ ବଳାତ୍କାର କରି ଜେଲଗଲେ ଟିଉସନ ସାର୍‌

ଠାକୁରମୁଣ୍ଡା,୧ା୭: ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ୨୫ ବର୍ଷୀୟ ଯୁବକ ଜଣକ ନାବାଳିକାଙ୍କୁ ଟିୟୁସନ…

୩ ଦିନିଆ ପୁରୀ ଗସ୍ତରେ ରାଜ୍ୟପାଳ

ପୁରୀ ଅଫିସ,୧ା୭: ତିନି ଦିନିଆ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ପୁରୀରେ ପହଞ୍ଚିଛନ୍ତି । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭବନ ପରିସରରେ ଥିବା…

ପୁରୁଷୋତ୍ତମପୁରରେ ନିର୍ମାଣ ହେବ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଲାଗି ଗୁରୁବାର ୫ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସହ ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ସୀମାଞ୍ଚଳ ମିଶ୍ର,…

ଖେଳ ହେଲା କାଳ : ପୋଖରୀରେ ପଡି ଦେଢ଼ବର୍ଷ ଶିଶୁ ପୁତ୍ରର ଜୀବନଗଲା

ପାଟଣା,୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆଗାଁ ଗ୍ରାମର ତେଲିବନ୍ଧ ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଶତ୍ରୁଘ୍ନ ମୁଣ୍ଡାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଗୁରୁବାର ସକାଳୁ ପୋଖରୀରେ ବୁଡ଼ି ପ୍ରାଣ ହରାଇଛି। ଶିଶୁଟି ଖେଳୁ ଖେଳୁ ଘର…

କୃଷି ମାରଣ ନୀତି ନେଇ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର,୧ା୭(ସ୍ବ.ପ୍ର.): ଗୁରୁବାର ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚା ପକ୍ଷରୁ ବାଉଁଶୁଳି ଛକଠାରେ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତି ନେଇ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଟୋକନ ପାଇଥିବା ଚାଷୀଙ୍କର ଧାନ ମଣ୍ଡିରୁ ଧାନ ଉଠିବା, କେନ୍ଦୁଝର…

ଇଣ୍ଡୋର ଷ୍ଟାଡିୟମ ନେଇ ୫ଟି ସଚିବଙ୍କୁ ଅନୁରୋଧ

ଛତ୍ରପୁର,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଭଞ୍ଜନଗର, ଦିଗପହଣ୍ଡି, ପୁରୁଷୋତ୍ତମପୁର, ଖଲିକୋଟରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କୁ ପୃଥକ ପୃଥକ ଭାବେ ସ୍ଥାନୀୟ…

ବରଗଡ଼ରେ ଯୋଗଦେଲେ ନୂଆ ଜିଲାପାଳ ମୋନିଷା ବାନାର୍ଜୀ: ଧାନ ସଂଗ୍ରହ ଓ କୃଷିକୁ ଦେବେ ପ୍ରାଥମିକତା

ବରଗଡ଼ ଅଫିସ,୧।୭: ବରଗଡ଼ର ନୂଆ ଜିଲାପାଳଭାବେ ମୋନିଷା ବାନାର୍ଜୀ (ଆଇଏଏସ) ଗୁରୁବାର ଯୋଗଦାନ କରିଛନ୍ତି। ବରଗଡ଼ କୃଷି ପ୍ରାଧାନ୍ୟ ଜିଲା ହୋଇଥିବା ଯୋଗୁ ସେ ଧାନ ସଂଗ୍ରହକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି କୃଷି, ଅଣଧାନ ଚାଷକୁ ମଧ୍ୟ ଗୁରୁତ୍ୱ…

ଜୀବନ ପରେ ଜୀବିକାକୁ ପ୍ରାଧାନ୍ୟ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୧ା୭: ଦୀର୍ଘ ୨ ମାସ ପରେ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ତଳମୁହଁା ହୋଇଛି କରୋନା ସଂକ୍ରମଣ। ଟେଷ୍ଟ ପଜିଟିଭ୍‌ିଟି ରେଟ୍‌ (ଟିପିଆର୍‌) ୫ ପ୍ରତିଶତ ତଳେ ଥିବାରୁ ଏହି ଦୁଇ ଜିଲାକୁ ଗ୍ରେଡ୍‌-ଏ ତାଲିକାଭୁକ୍ତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?