ସରକାରୀ ଜାଗାରେ ସମ୍ପ୍ରସାରଣ
ଅନୁଗୋଳ ଅଫିସ, ୨୯ା୬ ବଢ଼ୁଛି ଅନୁଗୋଳ ସହର। ବଜାରରେ ବୃଦ୍ଧି ପାଉଛି ବ୍ୟବସାୟିକ ପ୍ରତିଷ୍ଠାନ। ପୌରାଞ୍ଚଳ ହୋଇଥିଲେ ବି ଏହା ଉପରେ ପୌରପାଳିକାର ସେପରି କର୍ତ୍ତୃତ୍ୱ ଥିବା ଭଳି ଲାଗୁନାହିଁ। କାରଣ ଡ୍ରେନ୍, ରାସ୍ତା ଆଦି ସରକାରୀ ଜାଗାକୁ ମଡ଼ାଇ ଅନେକ…
ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା: ସୁପ୍ରିମକୋର୍ଟରେ ମାମଲା
କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜି ପତ୍ରୀ, ମଦନ ପତ୍ରୀ ଏ ନେଇ ସୁପ୍ରିମ୍କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।…
ରଥଯାତ୍ରା ବେଳେ ପୁରୀକୁ ଚାଲିବନି ଟ୍ରେନ୍
ପୁରୀ ଅଫିସ,୨୯।୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଜାରି ରଖିଛି। ଏ ନେଇ ସୋମବାର ଦଇତାପତି ନିଯୋଗ ସହ ପ୍ରଶାସନ ଆଲୋଚନା କରିଛି। ଦଇତାପତି ନିଯୋଗ କିଭଳି ଶୃଙ୍ଖଳିତ ଭାବେ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି ସମ୍ପାଦନ…
ସୀମାନ୍ତରେ ଯାଞ୍ଚ ହୁଗୁଳା : ୩ୟ ଲହରକୁ ନେଇ ଚିନ୍ତାରେ ଜଳେଶ୍ୱରବାସୀ
ଜଳେଶ୍ୱର, ୨୯।୬(ଡି.ଏନ.ଏ.)-ପ୍ରବାସୀଙ୍କ ଅବାଧ ପ୍ରବେଶକୁ ରୋକିବା ଲାଗି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମଧ୍ୟ ଦେଇଯାଇଥିବା ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ବ୍ୟାରିକେଡ କରାଯାଇ ଯାଞ୍ଚ କରାଯାଉଥିଲା। ହେଲେ ଏବେ ଉପାନ୍ତରେ ବ୍ୟାରିକେଡ ହୋଇଥିବା ସମସ୍ତ ରାସ୍ତା ମୁକୁଳା…
ଗଡୁନି ବସ୍, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର
ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍ ଛିଡା ହୋଇଛି। ଲକ୍ଡାଉନ ପାଇଁ ବସଷ୍ଟାଣ୍ଡ ଜନଶୂନ୍ୟ ହୋଇପଡିଥିବା ବେଳେ ବସ ମାଲିକଙ୍କ ମେରୁଦଣ୍ଡ…
କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ
କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ ଏବେ ଫଳ ବିକି ପେଟ ପୋଷୁଛନ୍ତି। ସେ ହେଲେ ଏମଡି ଜଉଦ୍ଦିନ। ତାଙ୍କ ଘର…
ହାତୀ-ମଣିଷ ଲଢେଇ
କେନ୍ଦୁଝର, ୨୯ା୬(ଡି.ଏନ.ଏ.): କେନ୍ଦୁଝର ଜିଲାରେ ହାତୀ ଆତଙ୍କ କମିବାର ନାଁ ଧରୁନାହିଁ ା ଗତ ଦୁଇ ବର୍ଷରେ ହାତୀ ଆକ୍ରମଣରେ ୧୫ ଜଣ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଥିବାବେଳେ ୯୨ ଜଣ ବ୍ୟକ୍ତି ବିକଳାଙ୍ଗ ହୋଇଥିବା ସରକାରୀ ଭାବେ ଜଣାପଡିଛି ା ଏହି…
ମଣ୍ଡି ପରିଚାଳନାରେ ଅନିୟମିତତା ମହଙ୍ଗା ପଡ଼ିଲା
ଜୁନାଗଡ଼,୨୮।୬: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗାଁ ପ୍ୟାକ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ବିଷ୍ଣୁ ପ୍ରସାଦ ସାହୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନିଲମ୍ବିତ କରାଯାଇଛି। ମଣ୍ଡି ପରିଚାଳନାରେ ଅନିୟମିତତା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଛି। ଦାସିଗାଁ ପ୍ୟାକ୍ସ ଅଧୀନ ମଣ୍ଡିରେ ଚାଷୀଙ୍କ…
କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ
ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା ନେଇ ରାମଚନ୍ଦ୍ରପୁର ପୋଲିସ ଏକ ମାମଲା (ନଂ.୧୦୬/୨୧) ରୁଜୁ କରି ତଦନ୍ତ ଚଳାଇଛି। ସୂଚନା…
ଷ୍ଟାର୍ଟ କରିଦେବାକୁ କହି, ସ୍କୁଟି ଧରି ଛୁ…
ପଦ୍ମପୁର,୨୮।୬: ସ୍କୁଟି ଷ୍ଟାର୍ଟ କରିଦେବାକୁ କହି ଗାଡ଼ି ନେଇ ଫେରାର ହୋଇଯିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କିଆଗଡ଼ିଆ ବରପଦାର ପ୍ରଶାନ୍ତ ପରିଡ଼ା। ପୋଲିସ ତାଙ୍କଠାରୁ ସ୍କୁଟି ଜବତ କରିଛି।…
ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜୀ ପତ୍ରୀ ଓ ମଦନ ପତ୍ରୀ ପ୍ରମୁଖ ସୁପ୍ରିମ୍କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏ…
ଭୋଗଖାଇ ଝାଡ଼ାବାନ୍ତି
ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଜିକେଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାସୁଳିଆ ଗାଁରେ ୫୨ ଆଦିବାସୀ ପରିବାରର ୨୨୫…

