ଚିନ୍ତାର କାରଣ ପାଲଟିଛି ପ୍ରାକୃତିକ ବିପର୍ଯ୍ୟୟ, ସୁରକ୍ଷା ପାଇଁ କରାଗଲା…
ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଚିନ୍ତାର କାରଣ ପାଲଟିଛି। ତେବେ ଜଳବାୟୁ ପରିବର୍ତ୍ତନ ପାଇଁ ଆବଶ୍ୟକ ବର୍ଷାର ପରିମାଣ କମିବା ଅତ୍ୟଧିକ ଗରମ ଶୀତ ସଠିକ୍ ସମୟରେ ନ ହେବା ଭଳି ଅନେକ ପରିବର୍ତ୍ତନ ସହ ବାତ୍ୟା, ବନ୍ୟା…
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନେଲା ନୂଆମୋଡ଼, ୧୫ ସଭ୍ୟଙ୍କୁ ଚ୍ୟାଲେଞ୍ଜ କରି…
ଗଞ୍ଜାମ/ଛତ୍ରପୁର,୧୮ା୧୦(ଦିଲ୍ଲୀପ ସାମଲ/ଅଖିଳ ତରାଇ): ଗଞ୍ଜାମ ଜିଲା ହୁମ୍ମା ପଞ୍ଚାୟତରେ ରାଜନୈତିକ ଘଟଣାକ୍ରମ ଏକ ନୂଆମୋଡ଼ ନେଇଛି। ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଜାନକୀ ଦାସଙ୍କ ନେତୃତ୍ୱ ଏବଂ କାର୍ଯ୍ୟଶୈଳୀରେ ଅସନ୍ତୋଷ ପ୍ରକାଶ କରି ୧୫ ଜଣ ଓ୍ବାର୍ଡସଭ୍ୟ ଏକଜୁଟ୍ ହୋଇ ଅନାସ୍ଥା ପ୍ରସ୍ତାବ…
ମହୁମାଛି ଆକ୍ରମଣରେ ୭ ଆହତ
ବଲାଙ୍ଗୀର,୧୮ା୧୦(ସୁନିଲ ମହାନ୍ତି): କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ରଣ୍ଡା ପଞ୍ଚାୟତ ପଦମପୁର ଗାଁରେ। ଶନିବାର ଚାଷଜମିରେ ୭ ଜଣ ବ୍ୟକ୍ତି କାଠ ସଂଗ୍ରହ କରୁଥିବା…
କାର୍ ଉପରେ ଓଲଟିପଡ଼ିଲା ବସ୍
ଭୁବନେଶ୍ୱର,୧୮।୧୦: କାର୍ ଉପରେ ଓଲଟିପଡ଼ିଲା ବସ। ୪ ଜଣ ଗୁରୁତର। ଏଭଳି ଘଟଣା ଦେଖିବାକୁ ମିଳିଛି। ବାରିପଦା NH- ୪୯ର ବାଙ୍ଗିରିପୋଷି ଘାଟିରେ। କାରର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବାବେଳେ ବସ୍ର କିଛି ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ବାହିନୀର…
ନୂଆ ରୂପରେ ସଜେଇ ହେଉଛି କଫି ବଗିଚା: ପର୍ଯ୍ୟଟକଙ୍କ ପାଇଁ ତତ୍ପର ବିଡିଓ
ଦାରିଙ୍ଗବାଡି, ୧୮।୧୦ (ଅରୁଣ ସାହୁ): ଧୀରେ ଧୀରେ ଶୀତ ପଡିବା ଆରମ୍ଭ ହୋଇଛି। ଏବେ ପର୍ଯ୍ୟଟନ ଋତୁ ଆସିଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବା ଆରମ୍ଭ ହେଲାଣି। ଏଥିପାଇଁ ଦାରିଙ୍ଗବାଡି ଚଳଚଞ୍ଚଳ…
ଟ୍ରକକୁ ପଛପଟୁ ଧକ୍କା ଦେଲା ରୋଗୀଙ୍କୁ ନେଇ ଯାଉଥିବା ବୋଲେରୋ, ଘଟଣାସ୍ଥଳରେ…
ବଲାଙ୍ଗୀର,୧୮।୧୦ (ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ସମ୍ବଲପୁର ଏନ. ଏଚ ୨୬ ରାସ୍ତା ଜାମସର ନିକଟରେ ଶନିବାର ବିଳମ୍ବିତ ରାତିରେ ସଡକ ଦୁର୍ଘଟଣାରେ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ଅଛନ୍ତି । ଏନଏଚ ୨୬ ବଲାଙ୍ଗୀର ସମ୍ବଲପୁର ରାସ୍ତା…
କାର୍ତ୍ତିକରେ ରୋଷେଇ ଘରେ ଝଡ ସୃଷ୍ଟି କରିଛି ଦରଦାମ: ଜୀବନ ଜୀବିକା ପ୍ରଭାବିତ
କେନ୍ଦ୍ରାପଡ଼ା, ୧୮ା୧୦ (ଜଗନ୍ନାଥ ଧଳ): କାର୍ତ୍ତିକ ମାସରେ ବଜାର ଦର ରୋଷେଇ ଘରେ ଝଡ ସୃଷ୍ଟି କରିଛି। ସବୁ ଜିନିଷର ଦରଦାମ ହୁ ହୁ ହୋଇ ବଢ଼ିଚାଲିଛି। ମାସକ ମଧ୍ୟରେ ପରିବା ଦର ୨୫ ପ୍ରତିଶତରୁ ଅଧିକ ହୋଇଛି। ଖାଇବା ତେଲ,…
ବ୍ୟାରେଜ ଉପରେ କାର୍ ରଖି ଯୁବକ ନିଖୋଜ, କାର୍ ଭିତରୁ ମିଳିଲା…
ପାଟଣା,୧୮।୧୦(ବୀର କିଶୋର ଦାଶ): ବ୍ୟାରେଜ ଉପରେ କାର୍ ରଖି ଯୁବକ ନିଖୋଜ । ଯୁବକ ଜଣକ ହେଲେ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ଶକ୍ତିକାନ୍ତ ସାହୁ (୩୮)ବୋଲି ସୂଚନା ମିଳିଛି। ତାଙ୍କର ପ୍ରକୃତ ଘର କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ଗ୍ରାମରେ…
ଚାଲିଛି ଜିଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଶୌଚାଳୟ ବ୍ୟବସ୍ଥା ଠିକ୍ ନଥିବାରୁ ତୀବ୍ର ଅସନ୍ତୋଷ
ଗଞ୍ଜାମ,୧୮।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକରେ ଜିଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ଚାଲିଛି। ଜିଲାର ୨୨ ବ୍ଲକର ୯୫ରୁ ଉର୍ଦ୍ଧ୍ୱ ସ୍କୁଲର ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଛନ୍ତି । ସେମାନଙ୍କ ସହ ପିଇଟି…
ଦୌଡକୁଦ ପ୍ରତିଯୋଗିତାରେ ପ୍ରୀୟଙ୍କାଙ୍କୁ ସଫଳତା: ରାଜ୍ୟସ୍ତରକୁ ମନୋନୀତ
ଲୋଇସିଂହା,୧୮।୧୦ (ସୁଶାନ୍ତ ବାରିକ)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ବେଲଗାଁ ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଗତ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜିଲା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ଼କୁଦ ପ୍ରତୀଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ଗୋଟିଏ ରାତିରେ ୩ଟି ମନ୍ଦିରରୁ ଚୋରି , ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କା
ଚିକିଟି,୧୮।୧୦(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ ନୂଆଗାଁ ଅନ୍ତର୍ଗତ ଶୁକ୍ରବାର ବିଳମ୍ବିତ ରାତିରେ ୩ଟି ମନ୍ଦିରରୁ ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇ ଦୁର୍ବୃତ୍ତମାନେ ଫେରାର୍ ହୋଇଥିବା ଜଣାପଡିଛି। ଏ ନେଇ ୩ଟି ମନ୍ଦିରର ପୂଜାରୀ…
ତାରସିଂରେ ଖୋଲିବ ଦମକଳ କେନ୍ଦ୍ର: ୮୦୦ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ
ଭଞ୍ଜନଗର,୧୮/୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପରିସରରେ ରାସନ କାର୍ଡ ପ୍ରଦାନ, ପକ୍କା ଘର କାର୍ଯ୍ୟାଦେଶ ୱାର୍କ ଅର୍ଡର ପ୍ରଦାନ ଏବଂ ଭତ୍ତା ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…
Archives


