ଆମ ଜିଲା ଖବର

ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର ପଛପଟେ…

ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ମୋ ନିବେଦନ ପ୍ଲାଟଫର୍ମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନ୍‌ଲାଇନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ…

ପଥରରେ ମହାପ୍ରଭୁଙ୍କ କୁନି ନନ୍ଦିଘୋଷ

ପୁରୀ ଅଫିସ ୨୮।୬: ପୁରୀ ପଥର ଶିଳ୍ପୀ ପଥୁରିଆ ସାହି ବାସିନ୍ଦା ନିରଞ୍ଜନ ମହାରଣା ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଏକ କ୍ଷୁଦ୍ର ପ୍ରତିକୃତି ପଥରରେ ଗଢିଛନ୍ତି। ରଥ ସମେତ ସାରଥି, ଘୋଡ଼ା, ପାଶର୍‌ବ ଦେବଦେବୀ ମଧ୍ୟ ପଥରରେ ନିର୍ମାଣ କରିଛନ୍ତି। ଏହି…

ବଙ୍ଗ ନବାବମହଲ ଅଳଙ୍କାରରେ କୁଳତୁଙ୍ଗମାଢ଼

ଇତିହାସରେ ବର୍ଣ୍ଣିତ ଅଛି ଗଜପତି ନରସିଂହ ଦେବ ଲକ୍ଷ୍ମଣାବତୀ ଆକ୍ରମଣ କରିବା ପରେ ବଙ୍ଗ ନବାବ ତୁହ୍ମାନ ଖଁା ପ୍ରାଣରକ୍ଷା କରିବାକୁ ପଳାୟନ କରିଥିଲେ। ବାୟାଚକଡ଼ା ପୋଥିରେ ଲେଖାଯାଇଛି ‘ତୁଗଇନ୍‌ ଖାନ୍‌ ପୋଥି ବର୍ଣ୍ଣନା ଅନୁଯାୟୀ ତା’ ମହଲ ବା ଉଆସକୁ…

ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ

ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼ ହେଉଥବା…

ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାନ ଗଦାକଲେ ଚାଷୀ

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହିଯାଇଛି। ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ ଦେଖାଇ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ। ସୋମବାର ମୃତଦେହକୁ ଛତ୍ରପୁର ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ…

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ ଠିକାଦାର (ଏଲ୍‌-୨ କଣ୍ଟ୍ରାକ୍ଟର) ନିଯୁକ୍ତି ନିମନ୍ତେ ହୋଇଥିବା ଟେଣ୍ଡରକୁ ନେଇ ଉଠିଛି…

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର ଜାତୀୟ…

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ ଉପକାରାଗାର…

ପଦୋନ୍ନତିକୁ ହଁ, ବଦଳିକୁ ନା

କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ। ଇତିମଧ୍ୟରେ କେତେଜଣ ଥାନା ଅଧିକାରୀଙ୍କ ଅଦଳବଦଳ ପ୍ରକ୍ରିୟା ସରିଥିବାବେଳେ ଆଉ କେତେଜଣ ପଦୋନ୍ନତି ପାଇ…

ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ

ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ ଅଧିନିୟମ ୨୦୧୬ର ଧାରା-୨ର ଉପଧାରା(୨) ଅନୁଯାୟୀ ଅଧିସୂଚନା ଜାରି ହୋଇଥିଲା। ଓଡ଼ିଶା ସରକାରଙ୍କ ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?