ଲୁଣ କଳାବଜାର ଉପରେ ଚଢାଉ କଲେ ତହସିଲଦାର ଗୋଟିଏ ଦୋକାନ ସିଲ୍,ମାଲିକ ଥାନାରେ ଅଟକ
କାଲିମେଳା,୨୧ା୫(ଡି.ଏନ.ଏ.)-ମାଲାକନଗିରି ଜିଲାର ବିଭିନ୍ନ ସ୍ଥାନରେ ଲୁଣ କଳାବଜାର ହେଉଥିବା ଅଭିଯୋଗ ହୋଇଛି। ଲୁଣ ଏକ ଅତ୍ୟାବଶ୍ୟକୀୟ ସାମଗ୍ରୀ ହୋଇଥିବାରୁ ଗୁରୁବାର କାଲିମେଳାରେ ତହସିଲଦାର ଆଲୋକ କୁମାର ଅନୁଗୁଳିଆ ବଜାରରେ ଚଢାଉ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ତହସିଲଦାର ଅନୁଗୁଲିଆଙ୍କ ନେତୃତ୍ୱରେ ଆରଆଇ...
ମାଲକାନଗିରି: ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ; ଦୁଇ ଦିନରେ ତିନିକୁ ବଢିଲା ସଂଖ୍ୟା
କାଲିମେଳା/ମାଲକାନଗିରି,୨୧ା୫ (ଡି.ଏନ୍.ଏ.)-ମାଲକାନଗିରି ଜିଲାରେ ବୁଧବାର ମାଲାକନଗିରି ଜିଲା କାଲିମେଳା ବ୍ଲକ ଏମ୍ଭି-୭୨ ଅଞ୍ଚଳରୁ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଗୁରୁବାର ପୁଣି ସେହି ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ...
କ୍ୟାନ୍ସର ପୀଡ଼ିତଙ୍କ କ୍ୱାରାଣ୍ଟାଇନରେ ମୃତ୍ୟୁ
କାଶୀନଗର,୨୧ା୫(ଡି.ଏନ୍.ଏ.)-ଗଜପତି ଜିଲା କାଶୀନଗର ବ୍ଲକ ସିଆଳି ପଞ୍ଚାୟତର ହରିପୁର ଗ୍ରାମର ଅଲଡ଼ାଠାରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ କାଟ୍ଟି କ୍ରିଷ୍ଣା(୫୪)। କାଟ୍ଟିଙ୍କ ରେକଟାଲ କ୍ୟାନ୍ସର ଥିଲା। କ୍ୱାରାଣ୍ଟାଇନରେ ପହଞ୍ଚତ୍ବା ପୂର୍ବରୁ ସେ ୪...
କୃଷିଋଣ ଛାଡ଼ ପାଇଁ ରାଜ୍ୟପାଳଙ୍କୁ କଂଗ୍ରେସର ନିବେଦନ
ବୁଗୁଡ଼ା,୨୧ା୫(ଡି.ଏନ୍.ଏ.)- ବୁଗୁଡ଼ା ବ୍ଲକର କୃଷକମାନଙ୍କ କୃଷିଋଣ ଛାଡ଼ ଏବଂ ଋଣ ନବୀକରଣ କୋହଳ କରିବାକୁ ଗୁରୁବାର ସ୍ଥାନୀୟ ବ୍ଲକ କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବିଡିଓ ତନ୍ମୟ ପାତ୍ରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଲକ୍ଡାଉନ ଅଞ୍ଚଳର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ...
ସାବିତ୍ରୀ ଅମାବାସ୍ୟା, ଇଦୁଲଫିତରକୁ ନେଇ ଜିଲାରେ ଉତ୍ସାହ: ମନ୍ଦିର, ମସଜିଦ୍ରେ ୧୪୪ ଧାରା
ଜଗତ୍ସିଂହପୁର ଅଫିସ,୨୧ା୫: ଶୁକ୍ରବାର ହେଉଛି ସାବିତ୍ରୀ ବ୍ରତ। ଏନେଇ ଜଗତ୍ସିଂହପୁର ଜିଲାରେ ଗୁରୁବାର ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଲୋକେ ଜଗତ୍ସିଂହପୁର ସହର ସମେତ ଜିଲାର ବିଭିନ୍ନ ପ୍ରାନ୍ତରେ ବ୍ରତ ସାମଗ୍ରୀ, ଫଳ ଆଦି କିଣିବା ପାଇଁ ଭିଡ ଜମାଇଥିଲେ।...
ଅମ୍ଫନ୍ ଉଜାଡ଼ିଲା ପାନ ବରଜ
ଏରସମା,୨୧ା୫(ସ୍ବ.ପ୍ର.): କରୋନା ଯୋଗୁ ଚାଷୀମାନେ ନାନା ଅସୁବିଧା ଭୋଗ କରୁଥିବା ବେଳେ ଏବେ ବାତ୍ୟା ଅମ୍ଫନ୍ ସେମାନଙ୍କୁ ଅଧିକ ଅସୁବିଧାରେ ପକାଇଛି। ବିଶେଷକରି ପାନ ଚାଷୀମାନେ ଜୀବିକା ହରାଇଛନ୍ତି। ବାତ୍ୟା ଯୋଗୁ ପାନ ବରଜ ମାଟିରେ ମିଶିଯାଇଛି। ଜଗତ୍ସିଂହପୁର ଜିଲା...
ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍ ସେଣ୍ଟର ନ କରିବାକୁ ଦାବି
ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରର ସାହି ମଧ୍ୟରେ ଅବସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍ ସେଣ୍ଟର ନ କରିବାକୁ ଗୁରୁବାର ସାହିବାସିନ୍ଦା ବୁଗୁଡ଼ା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଉକ୍ତ ଅନୁଷ୍ଠାନଟି ସାହି...
ଲକ୍ଡାଉନ୍ ନିୟମ ଉଲ୍ଲଘଂନ, ୬ହଜାର ଜରିମାନା ଆଦାୟ
ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରରେ ସାବିତ୍ରୀ ବ୍ରତ ପାଇଁ କିଣାକିଣି କରିବାକୁ ଗୁରୁବାର ଲୋକଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପିନ୍ଧିବା ଏବଂ ଛେପ ନ ପକାଇବା ଆଦି ନିୟମକୁ ସମସ୍ତେ ଭୁଲିଯାଇଥିଲେ। ଏହି...
ସାବିତ୍ରୀ ବ୍ରତ ପାଇଁ ମାନିଲେନି କଟକଣା: ଜିନିଷ କିଣିବାକୁ ଠେଲାପେଲା
ଅନୁଗୋଳ ଅଫିସ, ୨୧।୫- ରାତି ପାହିଲେ ସାବିତ୍ରୀ ବ୍ରତ ଥିବାରୁ ଗୁରୁବାର ଲୋକମୟ ହୋଇଉଠିଥିଲା ଅନୁଗୋଳ ବଜାର। କରୋନା ପାଇଁ ଜାରି ସବୁ କଟକଣାକୁ ଭୁଲି ଲୋକେ ବଜାରରେ ପ୍ରବଳ ଭିଡ଼ ଜମାଇଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ଦୋକାନରେ ଲୋକେ...
ଅନୁଗୋଳରେ ଆଉ ୨ କରୋନା ପଜିଟିଭ
ଅନୁଗୋଳ ଅଫିସ, ୨୧।୫- ଅନୁଗୋଳରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ଅନୁଗୋଳରେ କରୋନା ପଜିଟିଭ ସଂଖ୍ୟା ୧୯ରେ ପହଞ୍ଚତ୍ଛି। ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ୧୯ ବର୍ଷୀୟ ଯୁବକ ଆନ୍ଧ୍ରପ୍ରଦେଶରୁ...
୫୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ
ବଇଣ୍ଡା, ୨୧ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଶୋରନଗର ବ୍ଲକ ନୁନୁକାପଶି ରାମଦେଓ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଗୁରୁବାର ୨୫ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ସ୍ବାବ ସଂଗ୍ରହ କରାଯାଇଛି। ସେହିପରି ଗାଁ ବଇଣ୍ଡା ସଙ୍ଗରୋଧ କେନ୍ଦ୍ରରୁ...
ସାମାଜିକ ଦୂରତାକୁ ବେଖାତିର: ୪ ଦୋକାନ ବନ୍ଦ କଲା ପୋଲିସ
ବଇଣ୍ଡା, ୨୧ା୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ସାମାଜିକ ଦୂରତା ରକ୍ଷା ନ କରି ଜିନିଷ ବିକୁଥିବା ବେଳେ କିଶୋରନଗର ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ଦୋକାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି। ମଙ୍ଗଳବାର ବଇଣ୍ଡା ହାଇସ୍କୁଲ ରୋଡରେ...
Archives


