ଆମ ଜିଲା ଖବର

୨୪ ଘାଇ ପାଇଁ ୧୨.୩୯ କୋଟି ବ୍ୟୟ ଅଟକଳ

ଯାଜପୁର ଅଫିସ,୭।୯: ଯାଜପୁର ଜିଲାର ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ହୋଇଥିବା ବନ୍ୟାରେ ଜାରକା ଜଳସେଚନ ଡିଭିଜନ ଅଧୀନରେ ଥିବା ନଦୀବନ୍ଧରେ ୨୧ ଏବଂ ଯାଜପୁର ଜଳସେଚନ ଡିଭିଜନରେ ୪ଟି ଘାଇ ସୃଷ୍ଟି ହୋଇଛି। ଏସବୁର ପୁନରୁଦ୍ଧାର ପାଇଁ ୧୨ କୋଟି…

ଚାକିରି ଦେବା ନାଁରେ ଦେଢ଼ଲକ୍ଷ ଠକେଇ

ଭୁବନେଶ୍ୱର,୭।୯(ବ୍ୟୁରୋ): ଏମ୍‌ସରେ ଚାକିରି ପାଇଁ ଘର ବନ୍ଧା ପକାଇ ଦେଢ଼ ଲକ୍ଷ ଟଙ୍କା ଋଣ କରିଥିଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଅଚ୍ୟୁତପୁର ଗ୍ରାମର କାର୍ତ୍ତିକ କୁମାର ସାହୁ। ହେଲେ ଟଙ୍କା ନେବା ପରେ ଠକ ଜଣକ ଚାକିରି ନ ଦେଇ ଲୋକ…

ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବିକା

ପୁରୀ ଅଫିସ, ୭।୯:  ତାଳପତ୍ର ହିଁ ଦେଖାଇଛି ବଞ୍ଚିବାର ରାହା। ପରିଚୟ ପଛରେ ବି ତାଳପତ୍ରର ନାଁ। ଏହାକୁ ନେଇ ସେମାନେ ସ୍ବପ୍ନ ଦେଖନ୍ତି ଆଉ ସମ୍ଭାବନା ସୃଷ୍ଟି କରନ୍ତି। ସକାଳୁ ରାତି ଯାଏ ତାଳପତ୍ର ପାଲଟିଯାଏ ସେମାନଙ୍କ ସାଥୀ। ନିଜ…

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ଷ୍ଟ୍ରେଚର୍‌ରେ ଖୋଲାଖୋଲି ନିଆଯାଉଛି ମୃତଦେହ

କଟକ ଅଫିସ,୬ା୯: ଏସ୍‌ସିବି ମେଡିକାଲରେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଖୋଲାଖୋଲି ଭାବେ ସର୍ବ ସମ୍ମୁଖରେ ଷ୍ଟ୍ରେଚର୍‌ରେ ରଖି ନିଆଯାଉଛି। ଏହାକୁ ଦେଖି ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମନୋବଳ ଭାଙ୍ଗିବା ସହ ଅସନ୍ତୋଷ ପ୍ରକାଶ ପାଇଛି। ବିଶେଷକରି ନୂଆ ରୋଗୀଟିଏ ହସ୍ପିଟାଲରେ…

ଇନ୍ଦ୍ରଦ୍ୟୁମ୍ନରେ ପଶୁଛି ମଇଳା ପାଣି

ପୁରୀ ଅଫିସ,୭ା୯: ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ପଶୁଛି ମଇଳା ପାଣି। ସ୍ବେରେଜ ନଳା ଫାଟିଯାଇଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଏକାଧିକଥର ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିିଁ। ଫଳରେ ପବିତ୍ର…

ପ୍ରଶାସନକୁ ନ ଜଣାଇ କରୋନା ରୋଗୀଙ୍କୁ ପୋଡ଼ିିଦେଲେ

ନୟାଗଡ ଅଫିସ,୭ା୯: ନୟାଗଡ ସହର ନୀଳାଦ୍ରିବିହାରରେ ଜଣେ କରୋନା ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ପରେ ପରିବାର ଲୋକ ପ୍ରଶାସନକୁ ନଜଣାଇ ପୋଡ଼ି ଦେଇଛନ୍ତି। ଖବର ଜଣାପଡ଼ିବା ପରେ ନୟାଗଡ ମ୍ୟୁନିସିପାଲିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଘଟଣାର ତଦନ୍ତ…

ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର

ହରଭଙ୍ଗା,୭।୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପୁରୁଣାକଟକ ଥାନା ଶାଲକଟା ଗ୍ରାମର ଅଭିଳାସ ମହାଲିକ(୧୭)।…

ନନ୍ଦନକାନନ: ୪ ହରିଣ ମୃତ

ବାରଙ୍ଗ,୭ା୯(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ସେମାନଙ୍କ ମଧ୍ୟରେ ଗୋଟିଏ ମାଈ ଓ ଗୋଟିଏ…

କେବଳ ପୁରୀ ସହରବାସୀଙ୍କୁ ମିଳିବ ବରାଦି ଅବଢ଼ା

ପୁରୀ ଅଫିସ,୭ା୯: ମହାମାରୀ କରୋନା ପାଇଁ ଏବେ ସମସ୍ତଙ୍କୁ ଆଉ ମିଳିବନି ମହାପ୍ରସାଦ। ଶ୍ରୀମନ୍ଦିର ରୋଷଶାଳାରେ ପୂର୍ବପରି ରନ୍ଧାଯିବ ନାହିିଁ ବରାଦି ଅବଢା। କେବଳ ପୁରୀବାସୀଙ୍କୁ ମିଳିବ ବରାଦି ମହାପ୍ରସାଦ। ସମ୍ପ୍ରତି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନର…

ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ ଅଧିକାର କମିଶନ)ରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର କଳିଙ୍ଗନଗର ବାସିନ୍ଦା…

ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି

କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri