ଆମ ଜିଲା ଖବର

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ମଧ୍ୟସ୍ତି। ମୃତକ ହେଲେ ଉକ୍ତ ଗାଁର ଦୈତାରୀ ପାତ୍ର। ହତ୍ୟା ମାମଲାରେ ପୋଲିସ ୪ଜଣଙ୍କୁ…

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା ପୋଲିସ…

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ। ଗତ ୪ ମାସ ତଳେ ବିବାହ କରିଥିଲେ। ଶୁକ୍ରବାର ସ୍ବାମୀ ଓ ସ୍ତ୍ରୀ ମୋହନାରେ…

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ମୃତକଙ୍କ ଶାଶୁ, ଶ୍ୱଶୁର ଏବଂ…

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ଗୁରୁତର

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ବାବା…

ନୟାଗଡ଼ର ଦୁଇ ଖବରଦାତାଙ୍କ ଉପରେ ଆକ୍ରମଣକୁ ନିନ୍ଦା

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.) ନୟାଗଡ଼ ଜିଲାର ଦୁଇ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଅବକାରୀ ବିଭାଗର ଏଏସ୍‌ଆଇ ଆକ୍ରମଣ ଘଟଣାକୁ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଶୁକ୍ରବାର ନୟାଗଡ଼ ଜିଲା ଅବକାରୀ ବିଭାଗ ପକ୍ଷରୁ ଏକ ସରକାରୀ ମଦ…

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ କୃଷକ ଓ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏହି ସଭା ଓଡ଼ିଶା…

ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ ଆରମ୍ଭ ହୋଇଥିବା ଏହି ପକ୍ରିୟାରେ ମହିଳା ସୟଂ ସହାୟିକା ଗୋଷ୍ଠୀ ସହଯୋଗରେ ଆବର୍ଜନା ସଂଗ୍ରହ…

ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)। ସକାଳେ ବିଲରେ ତଳି ପକାଉଥିବା ବେଳେ ବଜ୍ରାଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ…

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୭୭ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା…

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ସେ ଦେହରେ କିରୋସିନି ଢାଳି ଥିବା ବେଳେ ପୋଲିସ ତାଙ୍କୁ କାବୁ କରିନେଇଛି। ଏଭଳି…

ସୁବର୍ଣ୍ଣପୁର ରିଂ ରୋଡ୍‌ ନିର୍ମାଣ କାର୍ଯ୍ୟ ବିଳମ୍ବିତ

ସୋନପୁର,୨୬।୬(ନି.ପ୍ର.) – ସୁବର୍ଣ୍ଣପୁର ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ପାଣ୍ଠି ଥାଇ ମଧ୍ୟ କାମର ଅଗ୍ରଗତି ହେଉନି। ଏହି ପ୍ରକଳ୍ପ କାର୍ଯ୍ୟ କେବେ ସରିବ, ସେ ଉତ୍ତର କାହାରି ପାଖରେ ନାହିଁ। ରିଂ ରୋଡ୍‌ର ସବୁଠୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?