ଆମ ଜିଲା ଖବର

ଗଞ୍ଜାମରେ ପ୍ଲାଜମା ନେଇ ସୁସ୍ଥ ହେଲେଣି ୫୮ କରୋନା ରୋଗୀ

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ପ୍ଲାଜମା ବ୍ୟାଙ୍କରେ କରୋନାରୁ ସୁସ୍ଥ ହୋଇଥି ଲୋକଙ୍କ ମଧ୍ୟରୁ ୨୦୧ ଜଣ ପ୍ଲାଜମା ଦାନ କରିଛନ୍ତି। ଅପରପକ୍ଷରେ କରୋନାରେ ଗୁରୁତର ୧୮୦ ଜଣଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ସେଥିରୁ ୫୮ ଜଣ ସୁସ୍ଥ ହୋଇ…

ମୁଖିଗୁଡ଼ା, କୁସୁମଖୁଣ୍ଟି ଜଳସମ୍ପଦ ବିଭାଗ କାର୍ଯ୍ୟାଳୟରେ କରୋନା: ପରେ ହେଲା ବିଶୋଧନ

ଭବାନୀପାଟଣା,୫।୯ (ଡି.ଏନ୍‌.ଏ.): ଗତ ୭୨ ଘଣ୍ଟା ଧରି କଳାହାଣ୍ଡି ଜିଲା ମୁଖିଗୁଡ଼ା ଓ କୁସୁମଖୁଣ୍ଟି ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ଶଟ୍‌ଡାଉନ୍‌ ଥିଲା।  ଶୁକ୍ରବାର ଅଗ୍ନିଶବ ବିଭାଗ ସହାୟତାରେ କାର୍ଯ୍ୟାଳୟକୁ ବିଶୋଧିତ କରାଯାଇଛି।  ୩ ଦିନ ତଳେ ଜଳସମ୍ପଦ ବିଭାଗ ମୁଖ୍ୟ ନିର୍ମାଣ…

ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ହସ୍ପିଟାଲରେ ହେବ ୭୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ

କୋରାପୁଟ,୫।୯,(ସ୍ବ.ପ୍ର): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ପୁଣି ଜିଲାରେ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୬୦କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କୋରାପୁଟ ସହିଦ ଲକ୍ଷ୍ମଣ…

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଯୋଦ୍ଧା: ପ୍ରଶାସନ, ମେଡିକାଲ ସେବାକୁ ଜଣାଇଲେ କୃତଜ୍ଞତା

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ତଥା କରୋନା ଯୋଦ୍ଧା ଜୟସେନ ବେହେରା କାର୍ଯ୍ୟରତ ଅବସ୍ଥାରେ କରୋନାରେ ସଂକ୍ରମିତ ହୋଇଥିଲେ। ସେ ବର୍ତ୍ତମାନ ସୁସ୍ଥ ହେବା ପରେ ତାଙ୍କ ଅନୁଭୂତି ବାଣ୍ଟିଛନ୍ତି। ଜିଲାପାଳ, ବିଡିଓଙ୍କ ସହଯୋଗ ଏବଂ କୋଭିଡ…

ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ: ସୁସ୍ଥହାର ୯୩ %

ଗଞ୍ଜାମ,୫।୯(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ମହାମାରୀ କରୋନା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ସହରରେ ୮୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମାତ୍ର ୫ ଜଣ ଚିକିତ୍ସାଧୀନ ଥିବା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ ସୂଚନା…

୪ କିମି ଭାରରେ ବୁହା ହେଲେ ଗର୍ଭବତୀ

ଚିତ୍ରକୋଣ୍ଡା,୫ା୯(ଡି.ଏନ.ଏ.): ଏବେବି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ ହୋଇ ରହିଛି। ଉପଯୁକ୍ତ ସଚେତନତା ଓ ବିଭିନ୍ନ ସ୍ବାସ୍ଥ୍ୟ ସେବା ସମ୍ପର୍କରେ ପରାମର୍ଶର ଅଭାବ ଯୋଗୁ ବିଭିନ୍ନ ସମୟରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଇଭଳି ଏକ ଘଟଣା ଘଟିଛି ଚିତ୍ରକୋଣ୍ଡା ପଞ୍ଚାୟତ ସମିତି…

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସମଗ୍ର ତିର୍ତ୍ତୋଲ ଅଞ୍ଚଳ…

ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା

ଗଞ୍ଜାମ,୫ା୯(ଡି.ଏନ୍‌.ଏ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଉକ୍ତ ବସ୍‌ ସହ ଏକ ଟ୍ରକର ମୁହାଁମୁହିଁ…

ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ: ବଲାଙ୍ଗୀର ଉପଜିଲାପାଳ ନିଲମ୍ବିତ

ବଲାଙ୍ଗୀର ଅଫିସ, ୪ା୯-ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ବିରୋଧରେ ତାଙ୍କ ଅଫିସ୍‌ର ଜଣେ ମହିଳା କର୍ମଚାରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଉପଜିଲାପାଳ ମିଶ୍ର ନିଜ ଅଫିସ ଚ୍ୟାମ୍ବର ଭିତରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି…

ଗଞ୍ଜାମ ଜିଲା: ୧୦୦ ତଳକୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଛତ୍ରପୁର,୪ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି । ଦୀର୍ଘ ୨ ମାସ ପରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳକୁ ଖସିଛି। ଜିଲାରେ ୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୭ କରୋନା…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ: ୩ ଗିରଫ, ନାବାଳକଙ୍କ ସମ୍ପୃକ୍ତି

ଆସିକା,୪ା୯(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ଗୁରୁବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ନାଗା ଗୌଡ (୨୨) ା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇବା ସହ…

ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମରେ ଦଫା ୨୯୪, ୩୨୩, ୩୨୪,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri