ଆମ ଜିଲା ଖବର

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ…

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮ ନମ୍ବର ଥିବା ଏକ କାରକୁ ଅଟକାଇ ଥିଲା ପୋଲିସ। ଗାଡିର ତଲାସି ବେଳେ ମିଳିଥିଲା…

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍‌ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି ନେଇ…

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ୨ଟି ବାଇକୁ ଦୁର୍ବୃତ୍ତମାନେ ନେଇ ଯାଇଥିଲେ। ଏଥିସହ ସିସିଟିଭି ହାର୍ଡଡିସ୍କକୁ…

ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ କରିଛି। ସାରା ରାଜ୍ୟରେ ଏ ନେଇ ପ୍ରତିବାଦ ଚାଲୁଥିଲା ବେଳେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ଗଞ୍ଜାମରେ ଟିକାକରଣ ସ୍ବଭାବିକ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍‌ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ ଶୁକ୍ରବାର ଜିଲାର ସମସ୍ତ ୧୮ ସହର ଏବଂ ୨୨ ବ୍ଲକ ଅଧୀନ ଗ୍ରାମାଞ୍ଚଳ ସ୍ତରରେ…

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ ଚାଷୀଙ୍କ ଆଖୁ ଫସଲ ନଷ୍ଟ କରିବା ଦେଖି ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନବିଭାଗକୁ…

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍‌ପିସିିବି ପକ୍ଷରୁ ପରିବେଶବିତ୍‌ ହିରଣ୍ୟ କୁମାର…

ଆଜି କ୍ରୋମାଇଟ୍‌ ନିଲାମ

ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍‌ କ୍ରୋମାଇଟ ବିକ୍ରୀ ହୋଇ ନ…

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ଏସ୍‌ଟିଏଫ୍‌ର…

କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍‌ରେ କେତେଜଣଙ୍କ ମୃତ୍ୟୁ ଘଟିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?