ଆମ ଜିଲା ଖବର

ଝଲସିବନି ଆଲୁମିନିୟମ ନଗରୀ

ବଅଁରପାଳ, ୪ା୯(ଡି.ଏନ.ଏ.) ଚଳିତ ବର୍ଷ ଝଲସିବନି ଆଲୁମିନିୟମ ନଗରୀ। କରୋନା ଯୋଗୁ ବନ୍ଦ ହେବାକୁ ଯାଉଛି ୩୦ ବର୍ଷର ପରମ୍ପରା। ଏଥର ମୂର୍ତ୍ତି ବଦଳରେ ନାଲ୍‌କୋରେ ଫଟୋରେ ଦେବଶିଳ୍ପୀ ପୂଜା ପାଇବେ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏ ନେଇ…

ଖତ ହେଉଛି ଜବତ ଗାଡ଼ି

ଅନୁଗୋଳ ଅଫିସ, ୪ା୯ – ଖତ ଖାଉଛି କୋଟି କୋଟି ଟଙ୍କାର ଗାଡ଼ି। ନୂଆ ମଡେଲ ଠାରୁ ଆରମ୍ଭ କରି ପୁରୁଣା ସ୍କୁଟର ପର୍ଯ୍ୟନ୍ତ ବହୁ ଗାଡ଼ି ବର୍ଷ ବର୍ଷ ଧରି ପଡ଼ିରହିଛି ଥାନାରେ। ଜିଲାର ବିଭିନ୍ନ ଥାନା, ଅବକାରୀ କାର୍ଯ୍ୟାଳୟରେ…

ଛଟେନପାଲିଠାରେ ଡିଏଭି ପକ୍ଷରୁ ବିଦ୍ୟାଳୟ ଖୋଲାଯିବା ନେଇ ଚୁକ୍ତି

ସୁନ୍ଦରଗଡ, ୪ା୯ (ଡି.ଏନ୍‌.ଏ.) ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସୁନ୍ଦରଗଡ ବିଧାନସଭା କ୍ଷେତ୍ରରେ ଏକ ଉନ୍ନତମାନର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସକାଶେ ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ପକ୍ଷରୁ ହୋଇଥିବା ଦାବିକୁ ଏମସିଏଲ ପୂରଣ କରିବାକୁ ଯାଉଛି।…

ସଙ୍କଟରେ ଶହେ ବର୍ଷର କୌଳିକ ବୃତ୍ତି

କେନ୍ଦୁଝର, ୪।୯(ସ୍ବ.ପ୍ର.) – କେନ୍ଦୁଝର ସହରର ଆଟୋପୁର ସାହିର ପିଟା ବାସନ ଜିଲା ଓ ଜିଲା ବାହାରେ ପ୍ରସିଦ୍ଧି ଲାଭ କରିଛି। ପ୍ରୋତ୍ସାହନ ଅଭାବରୁ ଏହି ଶହେ ବର୍ଷର ପିଟା ବାସନ ପରମ୍ପରା ଲୋପ ପାଇବାକୁ ବସିଲାଣି। ଆଜିକାଲି ମେଶିନରେ ଆଲୁମିନିୟମରୁ…

ଗେଙ୍ଗୁଟି ନଦୀ ବନ୍ଧ ୨୦୦ ଫୁଟ ଧସିଲା

ଧାମନଗର,୪ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦଳାଙ୍ଗ ପଣ୍ଡାସାହି ନିକଟରେ ଗେଙ୍ଗୁଟି ନଦୀ ବନ୍ଧ ପ୍ରାୟ ୨ ଶହ ଫୁଟ ଲମ୍ବରେ ଧସିଯାଇଛି। ଏନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସୂଚନା ଥାଉକି ୪ ବର୍ଷ ତଳେ ଗେଙ୍ଗୁଟି ନଦୀର…

କଟକ ସହରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨ ଲୋକାଲ କଣ୍ଟାକ୍ଟ କେସ। ସେକ୍ଟର ୭ ସିଡିଏରୁ ୧୧, କଲେଜ ଛକରୁ ୫, ଏସସିବି ମେଡିକାଲ…

ପ୍ଲାଜମା ଦାନ କଲେ ୨ କରୋନା ଯୋଦ୍ଧା: ସାଲ୍ୟୁଟ କଲେ ଗଞ୍ଜାମ ଜିଲାପାଳ, ଏସ୍‌ପି

ଛତ୍ରପୁର, ୩।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ପୁଣି ୨ ଜଣ କରୋନା ଯୋଦ୍ଧା ଗୁରୁବାର ପ୍ଲାଜମା ଦାନ କରିଛନ୍ତି। ସେମାନେ ହେଲେ ଆସିକା ବ୍ଲକର ଆରଡ଼ବ୍ଲ୍ୟୁଏସ୍‌ଏସ୍‌ ଜେଇ ଶ୍ରୀନିବାସ ରାଓ ଓ ଗଞ୍ଜାମ ପୋଲିସ ଅଧୀନ ଧରାକୋଟ ଥାନାର ଏସ୍‌ଆଇ କୁମୁଦ ଚନ୍ଦ୍ର…

ବଗଲା ଜମି ବିବାଦ: ପ୍ରତିବାଦ ପାଇଁ ଦସ୍ତଖତ ଅଭିଯାନ ଆରମ୍ଭ କଲା ଭାଜପା, ସ୍ବତନ୍ତ୍ର ଆପ୍‌ ଉନ୍ମୋଚିତ

ପୁରୀ ଅଫିସ,୩ା୯: ଦିନକୁ ଦିନ ବଗଲା ଧର୍ମଶାଳା ଜମି ବିବାଦ ତୀବ୍ର ହେବାରେ ଲାଗିଛି। ଭାଜପା, କଂଗ୍ରେସ ସମେତ ବିଭିନ୍ନ ବାମଦଳ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରୁଛନ୍ତି । ଭାଜପା ପକ୍ଷରୁ ୧୪ଦିନ ହେଲା ଧର୍ମଶାଳା ସମ୍ମୁଖରେ ଧାରଣା ଜାରି ରହିଥିବା…

ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ଜୁନାଗଡ଼,୩ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼- ସାନଫୁର୍ଲା ରାସ୍ତା ଦୀର୍ଘଦିନ ହେବ ଶୋଚନୀୟ ଅବସ୍ଥାରେ ରହିଛି। ଫଳରେ ଉଭୟ ଗ୍ରାମବାସୀ ଯାତାୟାତ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଶେଷ କରି ଏବେ ବର୍ଷା ସମୟରେ ଏହି…

ଜାମୁଗଛ ଡାଳରେ ବ୍ୟାଗରେ ଝୁଲୁଥିଲା ମହିଳାଙ୍କ କଟାମୁଣ୍ଡ

ପାଟଣା,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ କାଠବାରୀ ପଞ୍ଚାୟତ ଜଗନ୍ନାଥପୁର ବୁଢାବଣରେ ବୁଧବାର ଅପରାହ୍ନରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣୀ ପୋଖରୀ ପଞ୍ଚାୟତ ଦାରିକାପଶି ସାପ୍ତାହିକ ହାଟକୁ ଜଣେ ୫୦ ବର୍ଷୀୟା ମହିଳା…

ଗାଧୋଇବାକୁ ଯାଇ ବ୍ରାହ୍ମଣୀରେ ବୁଡ଼ିଗଲେ ବୃଦ୍ଧ

କଣିହାଁ,୩ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ବିକିଶର ଗ୍ରାମରେ ବ୍ରାହ୍ମଣୀରେ ବୁଡ଼ିଯାଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସେହି ଗ୍ରାମର ନବୀନା ନାଏକ (୭୦)। ନବୀନାଙ୍କ ପୁଅ କିଶୋରୀ ଅଭିଯୋଗ ମୁତାବକ ତାଙ୍କ ବାପା (ବୁଧବାର) ଅପରାହ୍ନ…

ଧରାପଡ଼ିଲେ ୧୨ ଜାଲ୍‌ ଶିକ୍ଷକ

କେନ୍ଦୁଝର, ୩ା୯(ସ୍ବ.ପ୍ର.):ବାହାର ରାଜ୍ୟ ବିଶ୍ୱବିଦ୍ୟାଳୟରୁ ଜାଲ୍‌ ବିଏଡ୍‌ ପ୍ରମାଣପତ୍ର ଆଣି କେନ୍ଦୁଝର ଜିଲା ଅନ୍ତର୍ଗତ ୮ ଟି ବ୍ଲକରେ ଶିକ୍ଷକ ଚାକିରି କରୁଥିବା ୧୨ ଚୁକ୍ତିଭିତ୍ତିକ ଶିକ୍ଷକ ଧରାପଡ଼ିଛନ୍ତି। ସେମାନଙ୍କ ବିରୋଧରେ ୭ଦିନ ମଧ୍ୟରେ ଥାନାରେ ଏତଲା ଦେବାକୁ ଜିଲା ପ୍ରକଳ୍ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri