ଆମ ଜିଲା ଖବର

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪ ଧାରା…

ଶ୍ରଦ୍ଧାଳୁ ବିନା ସ୍ନାନଯାତ୍ରା

ଢେଙ୍କାନାଳ ଅଫିସ, ୨୪।୬: ସ୍ନାନବେଦିକୁ ଆସିବେ ମହାବାହୁ। ସାଥୀରେ ଥିବା ବଡ଼ଭାଇ ବଳରାମ ଏବଂ ଭଉଣୀ ସୁଭଦ୍ରା। ଏଥିଲାଗି ସଜେଇ ହୋଇଛି ସ୍ନାନବେଦି। ନୂଆ ରଙ୍ଗରେ ଝଲସୁଛି ପିଣ୍ଡି। ହେଲେ ଏହି ଦୁର୍ଲଭ ଦୃଶ୍ୟ ଦେଖିବାରୁ ବଞ୍ଚତ୍ତ ହେବେ ଶ୍ରଦ୍ଧାଳୁ। କରୋନା…

ଅନୁକୂଳ ପାଗ ବଢ଼ାଇଛି ଅଭିବୃଦ୍ଧି ଆଶା

ଅନୁଗୋଳ ଅଫିସ, ୨୪ା୬: ବାତ୍ୟା ୟାସ୍‌ ଯୋଗୁ ପୂର୍ବରୁ ଜମି ଭିଜିଯାଇଥିଲା। ମୌସୁମୀ ମଧ୍ୟ ନିର୍ଦ୍ଧାରିତ ସମୟରେ ଆସିଲା। କିଛିଦିନ ଧରି ଜିଲାରେ ବର୍ଷା ଲାଗିରହିଥିବାରୁ ଚଳିତବର୍ଷ ପାଣିପାଗ ଚାଷ ଅନୁକୂଳ ରହିଛି। ତେଣୁ କୃଷି କ୍ଷେତ୍ରରେ ଏଥର ଅଭିବୃଦ୍ଧି ଦେଖିବାକୁ…

ଖାଦ୍ୟ ଅନ୍ବେଷଣରେ ଗାଁରେ ଦନ୍ତା

ଖଇରା, ୨୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଅଞ୍ଚଳକୁ ଖାଦ୍ୟ ଅନ୍ବେଷଣରେ ଏକ ଦନ୍ତା ପଶି ଆସିଥିବା ବେଳେ ବନବିଭାଗ ଉଦ୍ୟମରେ ତାକୁ ପ୍ରଥମେ ବଣିଆପଙ୍କ ଓ ପରେ ହଦଗଡ ଜଙ୍ଗଲକୁ ଘଉଡାଇ ଦିଆଯାଇଛି ା ହାତୀଟି ରାତିରେ ଗଣିଜାଙ୍ଗ…

ପ୍ରତିବର୍ଷ ହାତୀ ଭାଙ୍ଗୁଛି ଘର, ମିଳୁନି କ୍ଷତିପୂରଣ

ଯୋଡା/ଚମ୍ପୁଆ,୨୪।୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ ଅନ୍ତର୍ଗତ କୋଦଗାଡିଆ ଗ୍ରାମରେ ମଙ୍ଗଳବାର ରାତି ସାଢେ ୮ଟାରେ ହାତୀପଲ ଆସି ଉପଦ୍ରବ କରି ୪ ଘର ଭାଙ୍ଗିଛନ୍ତି। ଲୋକଙ୍କ ଘର ଭାଙ୍ଗିବା ପରେ ଗ୍ରାମରେ ଆତଙ୍କ ଖେଳିଯାଇଛି ା ପ୍ରତିବର୍ଷ ଏପରି ହାତୀପଲ…

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି। ଏହିମର୍ମରେ…

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ଅନ୍ୟ ୨ଜଣ ସହଯୋଗୀଙ୍କୁ ଗିରଫ କରିଛି। ଆଇପିସି ଦଫା…

ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍‌ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା…

ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

ଝାରସୁଗୁଡା ଅଫିସ୍‌,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍‌ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଳିଡିହି ଗ୍ରାମର ଉମେଶ ଚନ୍ଦ୍ର ପଟେଲ(୬୨)। ପୋଲିସ ମୃତଦେହ…

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି। ଜାଲିଆତି କରି ସାଢ଼େ ୩ କୋଟି ଟଙ୍କାର ସରକାରୀ ରିହାତି ତୋଷରପାତ କରିଥିବା ଅଭିଯୋଗରେ…

୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର

ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍‌ସିଏଲ୍‌ ସିଏସ୍‌ଆର୍‌ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ଫଳରେ ରାଜ୍ୟ ଓ ଜିଲାର କ୍ରୀଡା ପ୍ରେମୀ ଖେଳକୁଦରୁ ବଞ୍ଚିତ ହେଉଛନ୍ତି।…

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?