ଆମ ଜିଲା ଖବର

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀ ଜିଲାପାଳ ସମର୍ଥ ବର୍ମା ଏନେଇ…

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି…

ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ପେଟ୍ରୋଲ ଡିଜେଲ ଖାଇବାତେଲ ଓ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧି ବିରୋଧରେ…

ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ

ଛତ୍ରପୁର,୨୩।୬(ଡି.ଏନ୍‌.ଏ): ୨୦୨୦-୨୧ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲାରେ ଧାନ କିଣାରେ ୭ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ଅନିୟମିତତା କରିଥିବା ଯୋଗାଣ ବିଭାଗ ଚିହ୍ନଟ କରିଛି । ପ୍ରକାଶଯୋଗ୍ୟ ୨୦୨୦-୨୧ ଆର୍ଥିକ ବର୍ଷରେ ଉକ୍ତ ୭ ଏସଏଚ୍‌ଜି ଚାଷୀମାନଙ୍କ ଠାରୁ ଧାନ…

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ…

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଏଠାରେ…

ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି ମୁଣ୍ଡ। ହେଲେ ଏତେ ପରିମାଣର ଚୋରା ବନ୍ଧୁକ, ବୋମା କେଉଁଠୁ ଆସୁଛି ଏବଂ ଏଥିରେ…

ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ

ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ କୋହଳ କରାଯାଇଥିଲେ ମଧ୍ୟ ଧର୍ମାନୁଷ୍ଠାନରୁ ତାଲା ଖୋଲିବା ସପକ୍ଷରେ ନାହାନ୍ତି ସରକାର। ତେଣୁ ଦିନକ…

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା…

ସିଏମ୍‌ସି ପାଇଁ କୋହଳ ନିୟମ

କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍‌ସି)। ସିଏମ୍‌ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ ଫିଟନେସ୍‌ ସାର୍ଟିଫିକେଟ ବିନା ଚାଲୁଛି। ଏପରି କି ଉକ୍ତ ଗାଡ଼ିର ପ୍ରପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି)…

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଡବ୍ଲ୍ୟୁଏସ୍‌ଏଚଜି) ୪୬୬୧.୨୨ କୁଇଣ୍ଟାଲ ଧାନ ଦୁର୍ନୀତି କରିଛନ୍ତି। ଚାଷୀଙ୍କଠାରୁ ଧାନ ସଂଗ୍ରହ…

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ ରାଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?