ଆମ ଜିଲା ଖବର

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ସେମାନେ ହେଲେ ଟିକରପଡା ଗ୍ରାମର ମିଛା ନାୟକ, ଅନନ୍ତ ନାୟକ ଓ ଅଚୁତ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ ଘର ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ଗ୍ରାମର ଉଆଳି ଗୌଡ଼ଙ୍କ ୨ଟି ବଳଦ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ ଯୁବକ ରୋଗୀ ଓ ତାଙ୍କ ପରିଜନ ମାନଙ୍କଠାରୁ ଚୋରୁ କରିବା ସହ ବିଭିନ୍ନ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ ପିକଅପ୍ ଭ୍ୟାନ (OR _17k 6167)କୁ ଜବତ କରାଯାଇଛି । ଉକ୍ତ ଗାଡି…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା ବିନିମୟରେ ଶନିବାର ବରଗଡ଼ ସହର ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା ଓ ତାଙ୍କର ୨ଜଣ ସହଯୋଗୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଉଛନ୍ତି…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ ଭିକ୍ଷା ମଧ୍ୟ କରୁ ଥିଲେ। ଶେଷରେ ଧରା ପଡ଼ି ଟ୍ରାକ୍ଟରରେ ବାଲି ଲୋଡ୍‌…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସ୍ମୃତି ପରିଷଦ ସମ୍ପାଦକ ତଥା ଆଇନଜୀବୀ କୁରେଶୁ ପଣ୍ଡାଙ୍କ ସଂଯୋଜନାରେ ଉକ୍ତ ସଭା…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା ରବିବାର ଅନୁଷ୍ଠିତ ହୋଇଥିଲା। ବଂଶଧାରା ଅବବାହିକା ସୁରକ୍ଷା ସମିତି କାର୍ଯକାରୀ ସଭାପତି ଅକ୍ଷୟ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ ଆପଣ୍ଡା ଛକଠାରେ ଚଢାଉ କରାଯାଇଥିଲା। ଥାନଧିକାରୀ ସୁପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଗଠନ ହୋଇଥିବା…

କଣ୍ଠଶିଳ୍ପୀ ନେତ୍ରାନନ୍ଦ ମହାକୁର ସମ୍ମାନିତ, ହଜି ଯାଇଥିବା ଗୀତକୁ…

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ହଜି ଯାଇଥିବା ପଲ୍ଲୀ ସଙ୍ଗୀତ କିଛି ନୂତନ ଗୀତ ଓ ପୁରାତନ ଓଡ଼ିଆ ହିନ୍ଦୀ ଗୀତର ମନୋଜ୍ଞ ସଙ୍ଗୀତ ସା ପଲ୍ଲୀ ସଙ୍ଗୀତ ଅଭୁଲା ଗୀତ, ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ଶନିବାର ସନ୍ଧ୍ୟାରେ ସାଂସ୍କୃତିକ ଅନୁଷ୍ଠାନ ସ୍ବରାଞ୍ଜଳି…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା ଧକ୍କା ଦେଇ ଚମ୍ପଟ ମାରିଛି। ମୃତ ଯୁବକ ଜଣକ ମୟୂରଭଞ୍ଜ ଜିଲ୍ଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?