ସାବିତ୍ରୀ ପାଇଁ ଭୂଲିଗଲେ ସାମାଜିକ ଦୂରତା
କବିସୂର୍ଯ୍ୟନଗର,୨୦ା୫(ଡି.ଏନ୍.ଏ.)- କରୋନାର ଭୟାବହତା କମିନାହିଁ। ତେଣୁ ଲକ୍ଡାଉନ୍ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମିଳିଛି। ମାତ୍ର ସାମାଜିକ ଦୂରତା ଓ ମାସ୍କ ବ୍ୟବହାରକୁ ଆହୁରି...
ଗୋଷ୍ଠୀ ସଂଘର୍ଷ, ୫ ଆହତ
ପାତ୍ରପୁର,୨୦ା୫(ଡି.ଏନ୍.ଏ.)- ଜରଡ଼ା ଥାନା ଗୋପାଳପଲ୍ଲୀ ଗ୍ରାମରେ ସୋମବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୫ ଜଣ ଆହାତ ହୋଇଛନ୍ତି। ପୂର୍ବରୁ ଶ୍ରୀରାମ ନବମୀବେଳେ ଉଭୟ ଗୋଷ୍ଠୀ ଦର୍ଶନ ପାଇଁ ମାର୍ପିଟ...
କରୋନା ପଜିଟିଭ୍ ଚିହ୍ନଟ ପରେ ଲିଆଖାଇ ଗାଁ ସିଲ୍
ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍ ଲିଆଖାଇ ଗ୍ରାମକୁ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ପ୍ରଶାସନ ସିଲ୍ କରିଛି। ମସ୍ତିଷ୍କ କର୍କଟ ରୋଗରେ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ କୋଭିଡ୍-୧୯ ରିପୋର୍ଟ ପଜିଟିଭ୍ ଆସିବା ପରେ ଜିଲା...
୯ ଦିନ ପରେ ୨ ପଜିଟିଭ୍ ଚିହ୍ନଟ
ଅନୁଗୋଳ ଅଫିସ, ୨୦।୫ – ଅନୁଗୋଳ ଜିଲାରେ ୯ଦିନ ପରେ ପୁଣି ୨ଜଣ କରୋନା ପଜିଟିଭ୍ ବାହାରିଛନ୍ତି। ଏହି ଦୁଇଜଣଙ୍କୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭ରେ ପହଞ୍ଚିଛି । କରୋନା ସଂକ୍ରମିତ ସୁରଟ ଫେରନ୍ତା ବୋଲି ରାଜ୍ୟ ସ୍ବାସ୍ଥ୍ୟ...
ଆଇଆଇସିଙ୍କ ଥାର୍ଡ ଡିଗ୍ରୀ ଘଟଣା ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା
ପାଟଣା,୨୦।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାରେ ଜଣେ ଅଭିଯୁକ୍ତଙ୍କୁ ଥାନାଧିକାରୀ ଥାନା ଭିତରେ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ସହ ଜିଲାରେ ଚର୍ଚ୍ଚାର ବିଷୟ ପାଲଟି ଥିଲା। ଅଭିଯୁକ୍ତ ଯୁବକ ଜଣକ କୁଡୁମୀ ସମ୍ପ୍ରଦାୟର ହୋଇଥିବାରୁ ଓଡିଶା...
ବାହାର ରାଜ୍ୟରୁ ଆସିବା କାଳ ହେଲା : କରୋନା କଟକଣା ଯୋଗୁ ଆଖିବୁଜିଲେ ଯାଆଁଳା ଶିଶୁ
ବାରିପଦା ଅଫିସ,୨୦ା୫- ବର୍ଷକ ତଳେ ବିବାହ କରିଥିବା ଦମ୍ପତି ପ୍ରଥମ ସନ୍ତାନ ପାଇଁ କେତେ ସ୍ବପ୍ନ ଦେଖିଥିଲେ। ମାତ୍ର କରୋନା କଟକଣା ଯୋଗୁ ସବୁ ଖୁସି ପାଣି ଫୋଟକା ପରି ମିଳେଇଗଲା। ଦୁନିଆର ଆଲୋକ ଦେଖିବା ଆଗରୁ ଯମଜ ଶିଶୁପତ୍ର...
ମଝିଗଡ଼ିଆରୁ ହରିଣ ଉଦ୍ଧାର
କପ୍ତିପଦା,୨୦।୫(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ମଝିଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ହରିଣକୁ ଉଦ୍ଧାର କରାଯାଇଛି ା ଉଦ୍ଧାର ହରିଣଟିକୁ ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଜାମୁଦଲକି ଜଙ୍ଗଲରେ ଛାଡ଼ି ଦିଆଯାଇଛି। ହରିଣଟି ଶିମିଳିପାଳରୁ ବାଟବଣା ହୋଇ ଗ୍ରାମ ଭିତରକୁ...
ବାତ୍ୟା ଆଶ୍ରୟସ୍ଥଳକୁ ୪ଶହ ଲୋକ ସ୍ଥାନାନ୍ତର
ଖଇରା, ୨୦।୫(ଡି.ଏନ.ଏ.)-ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୩୭ ପଞ୍ଚାୟତରେ ୩୭ଟି ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଛି। ଝାଟିମାଟି ଓ ଅସୁରକ୍ଷିତ ଘରେ ରହୁଥିବା ୪ଶହ ଲୋକଙ୍କୁ ଉକ୍ତ ଆଶ୍ରୟସ୍ଥଳୀକୁ ମଙ୍ଗଳବାର ସ୍ଥାନାନ୍ତର...
ଶ୍ରୀନିବାସ ଭାଜପାର ନୂତନ ଜିଲା ମିଡିଆ ସଂଯୋଜକ
ବାଲେଶର ଅଫିସ, ୨୦ା୫-ଭାଜପାର ବାଲେଶର ଜିଲା ନୂତନ ମିଡିଆ ସଂଯୋଜକ ଓ ମୁଖପାତ୍ର ଭାବେ ଶ୍ରୀନିବାସ ପ୍ରଧାନଙ୍କୁ ଜିଲା ସଭାପତି ଉମାକାନ୍ତ ମହାପାତ୍ର ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ପ୍ରଧାନ ଜଣେ ଦକ୍ଷ ଯୁବସଙ୍ଗଠକ ତଥା ସମାଜସେବୀ ରୂପେ ପରିଚିତ।...
ଦୋକାନ ବଜାର ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର
ବାଲେଶର ଅଫିସ, ୨୦ା୫-ଚତୁର୍ଥ ପର୍ଯ୍ୟାୟ ଲକଡାଉନ ପରଠାରୁ ବ୍ୟବସାୟିକ କ୍ଷେତ୍ରରେ କେତେକ କୋହଳ କରାଯାଇଥିଲେ ମଧ୍ୟ ମଧ୍ୟ କାହା ପାଖରେ କୌଣସି ସ୍ପଷ୍ଟ ସୂଚନା ନ ଥିବାରୁ ବ୍ୟବସାୟୀଙ୍କ ମହଲରେ ଅନିଶ୍ଚିତତା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ପ୍ରତାପ...
ବାତ୍ୟା ପାଇଁ ୧୫୮ ଗର୍ଭବତୀଙ୍କୁ ମେଡିକାଲ ସ୍ଥାନାନ୍ତର
ଭଦ୍ରକ ଅଫିସ , ୨୦। ୫- ବାତ୍ୟା ଅମ୍ଫନର ମୁକାବିଲାକୁ ଆଖିଆଗରେ ରଖି ୧୫୮ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ପ୍ରସବ ପାଇଁ ବିଭିନ୍ନ ମେଡିକାଲ ରେ ଭର୍ତି କରିଛି ପ୍ରଶାସନ। ସର୍ବାଧିକ ବାସୁଦେବପୁରରେ ୪୫ ଜଣଙ୍କୁ ଭର୍ତି କରାଯାଇଥିବା ଜଣାପଡିଛି।
ବାଲେଶ୍ୱରରେ ଅମ୍ଫନ: ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା
ବାଲେଶ୍ଵର ଅଫିସ ୨୦।୫ – ବାଲେଶ୍ୱର ଜିଲାରେ ଅମ୍ଫନ ପ୍ରଭାବ ଅନୁଭୂତ ହୋଇଛି । ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହେଉଛି। ସମୁଦ୍ର କୂଳରେ ବଡ ବଡ ଜୁଆର ଉଠୁଛି। ବାତ୍ୟା ଅମ୍ଫାନ ଯୋଗୁଁ ତାଳସାରିରେ ସମୁଦ୍ର...
Archives


