୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଟ୍ରଷ୍ଟକୁ…
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା…
ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ
ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର…
ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ
ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା ନୀଳଗିରି…
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା ଓ…
ରାତିରେ ଶୋଇଥିଲେ, ଦଂଶିଲା ସାପ
ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ମଙ୍ଗଳୁ ମୁଣ୍ଡାଙ୍କ ସ୍ତ୍ରୀ ପାଙ୍ଗିଲା ମୁଣ୍ଡା। ମିଳିଥିବା ସୂଚନା ଅନୁଯାୟୀ, ପାଙ୍ଗିଲା…
ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ
ବରପାଲି, ୨୧।୬(ଡି.ଏନ୍.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି…
୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍ ଜବତ, ୩ ଗିରଫ
ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ଗୋଟିଏ ହୋଣ୍ଡା ମୋଟରସାଇକେଲ(ଓଡି-୦୧ଆର-୮୬୭୬) ଓ ଗୋଟିଏ ସ୍କୁଟିରୁ(ଓଡି-୦୧ଏଜେ-୮୯୬୯) ୧୭୦ ଲିଟର ଦେଶୀ…
କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା
ଛେଣ୍ଡିପଦା,୨୧ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ଶିମିଳିପାଳ…
ନେଟ୍ଓ୍ବର୍କ ପାଇବାକୁ ନୟାନ୍ତ
ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ପାଲଟିଯାଇଛି। ବିମାନ ଟିକେଟ୍ ହେଉ କି ବ୍ୟାଙ୍କ ସେବା, ବହୁ କଷ୍ଟକର କାର୍ଯ୍ୟ…
ଗାଁ ଛାଡ଼ି ସୁରଟମୁହାଁ ୧୦ ବୁଣାକାର
ରସୁଲପୁର,୨୧।୬(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବୁଣାକାର ଗାଁ ଭାବେ ପରିଚିତ ଗୋପାଳପୁରର ୧୦ ବୁଣାକାର ସୋମବାର ଗାଁ ଛାଡ଼ି ସୁରଟ ମୁହାଁ ହୋଇଛନ୍ତି। କୌଳିକ ବୃତ୍ତି ସଙ୍କଟରେ ଥିବାରୁ ସେମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ପରିବାର ପୋଷିବାକୁ ଅନ୍ୟ…
ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍ ଭାବେ ଏହି ପାହାଡ଼କୁ ଖନନ କରି ବ୍ୟାପକ ମୋରମ ଓ ବୋଲ୍ଡ଼ର ଲୁଟ୍ କରୁଛନ୍ତି। ଅସିହା ପର୍ବତମାଳାର…

