ଆମ ଜିଲା ଖବର

ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍‌ ଭାବେ ଏହି ପାହାଡ଼କୁ ଖନନ କରି ବ୍ୟାପକ ମୋରମ ଓ ବୋଲ୍‌ଡ଼ର ଲୁଟ୍‌ କରୁଛନ୍ତି। ଅସିହା ପର୍ବତମାଳାର…

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ, ବନ ବିଭାଗ ଓ ଜିଲା ପୋଲିସର ମିଳିତ ଭାବେ ଚଢ଼ାଉ କରି ଉଚ୍ଛେଦ କରିଥିଲେ।…

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌ ଢଙ୍ଗରେ ପରିଚାଳନା କରିବାର ଆବଶ୍ୟକତା ରହିଛି। କିନ୍ତୁ ବର୍ଷେ ହେଲା ଉପଯୁକ୍ତ ପରିଚାଳନାଗତ ତ୍ରୁଟି…

ପରକୀୟା ପ୍ରୀତି ପାଇଁ ହତ୍ୟା

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ କଟକ କଲେଜ ଛକରେ ଏଭଳି ଏକ ହତ୍ୟାକାଣ୍ଡ ଘଟିଛି।…

ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ

ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପ୍ରସନ୍ନ ବାଗ(୪୨)। ଏଥିରେ ଉଭୟ ପକ୍ଷର ଅନ୍ୟ ୭ଜଣ ଆହତ ହୋଇଛନ୍ତି।…

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ ଦୀପ୍ତିମାନଦେବାଶିଷ ମିଶ୍ର(୨୦)। ରବିବାର ସନ୍ଧ୍ୟା ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରିନାହିଁ। ସୂଚନା ମୁତାବକ,…

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା କମିଟିରେ…

ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ…

ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ

ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି। ଏହାସହ ଘରମାଲିକ ସେକ୍‌ ଆଲ୍ଲାଉଦ୍ଦିନ ଆହତ ହୋଇଛନ୍ତି। ମୃତକ ହେଲେ…

କୁକୁର କବଳରୁ ଉଦ୍ଧାର ହରିଣ ମୃତ

ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ କାର୍ଯ୍ୟାଳୟରେ ହରିଣର ଚିକିତ୍ସା ଚାଳିଥିବା ବେଳେ ରବିବାର ମୃତ୍ୟୁ ଘଟିଛି। ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା…

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ ବିଜୟଙ୍କ ପରିବାରର ୪ ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ୍‌ ୬…

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଏହି ନୀତି ନିର୍ଘଣ୍ଟ କରାଯାଇଛି। ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?