ଆମ ଜିଲା ଖବର

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି।…

ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର ଅଞ୍ଚଳର ଏନ୍‌.ଭେଙ୍କଟ ରମଣ(୫୦)ଙ୍କୁ ପିଟିପିଟି ଜୀବନରେ ମାରିଦେଇଥିଲେ । ଏହାସହ ରାମେୟାପଲ୍ଲୀ ଗ୍ରାମର ପି.ଭୀମରାଜୁ…

କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ

ରେଢ଼ାଖୋଲ,୨୦।୬(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ ମୃତ୍ୟୁ ଘଟିଛି। ଏହା ସହ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।…

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା ଦୋକାନ ଖୋଲିବାକୁ ଅନୁମତି ରହିଥିଲା। ଏବେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମୟ…

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳର…

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍‌ ବାତିଲ କରାଯାଇଛି।…

ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ୨ ଦିନ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ…

ହୀନସ୍ତା କରୁଛନ୍ତି ହାତୀପଲ

ରାସୋଳ: ଜଙ୍ଗଲରେ ଖାଦ୍ୟ ଅଭାବ। ହାତୀ ଭଳି ବିଶାଳକାୟ ପ୍ରାଣୀଙ୍କ ଅପୂରା ରହୁଛି ପେଟ। ଖାଦ୍ୟ ଆଶାରେ ସେମାନେ ଏବେ ଜନବସତି ମୁହଁା ହେଉଛନ୍ତି। ଅଧରାତିରେ ଗଁାରେ ପଶୁଛନ୍ତି। ଝାଟିମାଟି ଘର ଭାଙ୍ଗି ଆତଙ୍କ ସୃଷ୍ଟି କରୁଛନ୍ତି। ଗରିବ ଲୋକେ ସାଇତିଥିବା…

ଦିବ୍ୟାଙ୍ଗ ଝିଅ ସହ ରାହା ଖୋଜୁଛନ୍ତି ରଜନୀ

ସିମୁଳିଆ, ୨୦।୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ ୩ନଂ. ୱାର୍ଡ ରାଉତପଡା ଅଞ୍ଚଳର ୫୫ ବର୍ଷୀୟା ରଜନୀ ଦାସଙ୍କ ନିକଟରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନାହିଁ। ୨୦ବର୍ଷୀୟା ଦିବ୍ୟାଙ୍ଗ ଝିଅଙ୍କୁ ସାଙ୍ଗରେ ଧରି ସେ ଏବେ ବାଲିକଣା ଅଞ୍ଚଳରେ…

ଦେବାଶିଷଙ୍କୁ ଝୁରୁଛି ଜନ୍ମମାଟି

ବାଲେଶ୍ୱର ଅଫିସ/ସଜନାଗଡ଼, ୨୦।୬(ଡି.ଏନ.ଏ.)- ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡ. ଦେବାଶିଷ ପାଣିଗ୍ରାହୀଙ୍କ ଅକାଳ ବିୟୋଗରେ ଜନ୍ମମାଟି ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ଅଧୀନ ସାନଅତା ଗ୍ରାମ ସ୍ତବ୍ଧ ପାଲଟିଯାଇଛି। ୧୯୬୫ ଅଗଷ୍ଟ ୨୯ରେ ଜନ୍ମିତ ସ୍ବର୍ଗତ ବୃନ୍ଦାବନ…

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ସାଗର ଦଳେଇ(୨୨)ଙ୍କୁ ବାଣିଗୋଛା ଥାନା ପୋଲିସ ୩ ଦିନିଆ ରିମାଣ୍ଡରେ ନେବା ପରେ…

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା ସଂଗ୍ରହ ଶେଷ ହୋଇଛି। ୩ ଦିନରେ ଜିଲାରୁ ୫୦୦ ରକ୍ତ ନମୁନା ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?