ନୂଆଁଖାଇରେ ବାପାଙ୍କୁ ଗୋଡ଼ାଇ ହାଣିଲେ ପୁଅ
ରେଢାଖୋଲ,୧୧ା୯(ଡି.ଏନ.ଏ.): ଶନିବାର ସମଗ୍ର ପଶ୍ଚିମ ଓଡ଼ିଶାରେ ଆନନ୍ଦ ଉଲ୍ଲାସରେ ନୂଆଁଖାଇ ପର୍ବ ପାଳିତ ହେଉଥିବା ବେଳେ ସାମାନ୍ୟ କଳିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବାପାଙ୍କୁ ଗୋଡାଇ ହାଣିଛନ୍ତି ପୁଅ। ଘଟଣାସ୍ଥଳରେ ବାପା ଶୁକ୍ରୁ ମିର୍ଦ୍ଧା (୫୫)ଙ୍କ ମୃତ୍ୟୁ ଘଟିଛି। ସମ୍ବଲପୁର…
ହତ୍ୟାର ପ୍ରତିଶୋଧ ନେଲେ ହତ୍ୟାରେ
ରାଉରକେଲା ଅଫିସ,୧୧ା୯: ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ରିମ୍ଝିମ୍ ବସ୍ତିରେ ଶୁକ୍ରବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟଣାରେ ଗୁରୁତର ହୋଇଥିବା ଯୁବକ ଜିତେନ୍ଦ୍ର ସା ଓରଫ ଗୋରେ (୩୯)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ପୋଲିସ ଉକ୍ତ ଘଟଣାର ତଦନ୍ତ କରି ଶନିବାର ଥାନାରେ…
ସ୍ତ୍ରୀଙ୍କୁ ମାଡ଼ମାରିବା ପରେ ନିଜ ଦେହରେ ନିଆଁ ଲାଗାଇଲେ ସ୍ବାମୀ
ଖଇରା,୧୧ା୯(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଅର୍ଜୁନପୁର ଗ୍ରାମର ଶିଶିର କୁମାର ପ୍ରଧାନ(୫୦) ନାମକ ବ୍ୟକ୍ତି ପାରିବାରିକ କଳହକୁ କେନ୍ଦ୍ର କରି ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଖଇରା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି…
୫୦୦ ଟଙ୍କା ପାଇଁ ମା’ଙ୍କୁ ହାଣିଲା ପୁଅ
ଆନନ୍ଦପୁର,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଞ୍ଚଳର ମଣ୍ଟୁ ଜେନା ଶନିବାର କୌଣସି କାରଣ ପାଇଁ ନିଜ ମା’ଙ୍କୁ ୫୦୦ ଟଙ୍କା ମାଗିଥିଲେ। ମା’ ଏତେ ଅର୍ଥ ଦେବାରେ ଅସମର୍ଥ ପ୍ରକାଶ କରି ମଣ୍ଟୁଙ୍କୁ ୩୦ ଟଙ୍କା ଦେବାରେ ସକ୍ଷମ ହୋଇଥିଲେ।…
ଏକାଠି ମଦ ପିଇ ନିଶାରେ ଯିଏ ଯାହାକୁ ପାରିଲେ ପିଟିଲେ; ଆଉ ତା’ ପରେ
ଦିଗପହଣ୍ଡି,୧୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ ଜାତୀୟ ରାଜପଥ ମାଁ ଚାମୁଣ୍ଡା ମନ୍ଦିର ନିକଟ ମୁଖ୍ୟରାସ୍ତା ରେ ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ନିଶାସକ୍ତ ଅବସ୍ଥାରେ ଦିଗପହଣ୍ଡି ଏବଂ ଡେଙ୍ଗାଓସ୍ତା – ଖଜୁରୀପଦା ଗ୍ରାମର…
ସୁନ୍ଦରଗଡ଼ବାସୀଙ୍କ ନୂଆଁଖାଇ: ଏକାଠି ବସି ଖାଇଲେ
ସୁନ୍ଦରଗଡ଼,୧୧।୯(ଡି.ଏନ୍.ଏ.): ସୁନ୍ଦରଗଡ଼ରେ ନୂଆଁଖାଇ ପର୍ବ ପାଳନ ହୋଇଯାଇଛି। ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଓ ଗାଙ୍ଗପୁର ରାଜପରିବାରର ଅଧିଷ୍ଠାତ୍ରୀ ଦେବୀ ଶିଖରବାସିନୀ ଠାରେ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ନବାନ୍ନ ଲାଗିହୋଇଛି। ପରେ ସୁନ୍ଦରଗଡ଼ବାସୀ ଆନନ୍ଦ ଉଲ୍ଲାସରେ ପରିବାର ସହ ମିଶି ଏହି…
ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ
ପରଜଙ୍ଗ,୧୧ା୯(ଡି.ଏନ୍.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି। ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଜଣେ…
ପାରିବାରିକ କଳହର କରୁଣ ପରିଣତି: ନିଃସନ୍ତାନ ଦମ୍ପତି ନେଲେ ଏଭଳି ଚରମ ନିଷ୍ପତ୍ତି
ଦିଗପହଣ୍ଡି,୧୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ପୋଡ଼ାମାରି ଗ୍ରାମ ଭଞ୍ଜ ସାହିର ଏକ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସନ୍ତୋଷ ଗୌଡ ଏବଂ ତାଙ୍କ ସ୍ତ୍ରୀ ନୟନି ଗୌଡ। ଖବରପାଇ ପାଟପୁର ପୋଲିସ…
ଏନ୍ଜିଟିକୁ ଗଲା ମେଗା ଜଳ ପ୍ରକଳ୍ପ ବିବାଦ
କେନ୍ଦ୍ରାପଡ଼ା ଅଫିସ,୧୧।୯: ଗତ ୨ ବର୍ଷ ଧରି ଖରସ୍ରୋତାର ପାଣି ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା କରିଛି। କେନ୍ଦ୍ରାପଡ଼ା ସହରର ସାମାଜିକ କର୍ମୀ କ୍ଷିତୀଶ କୁମାର ସିଂହ ଏନେଇ ଶୁକ୍ରବାର ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ର ଦ୍ୱାରସ୍ଥ ହୋଇଛନ୍ତି। ଖରସ୍ରୋତା ନଦୀରୁ…
ଚାଟ୍ ଖାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ
ବାରଙ୍ଗ,୧୧।୯ (ଡି.ଏନ୍.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ଗଣ୍ଡରପୁର ଗ୍ରାମ ହାଇସ୍କୁଲ ଛକରେ ଥିବା ଏକ ଚାଟ୍ ଦୋକାନରେ ଚାଟ୍ ଖାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଶୁକ୍ରବାର ସାବେଳେ ଏହି ଚାଟ୍ ଦୋକାନରେ ଗଣ୍ଡରପୁର ଓ କଲ୍ୟାଣପୁର ଗ୍ରାମର…
କୃଷିଭିତ୍ତିକ ଗଣପର୍ବ
ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ପୁରପଲ୍ଲି ସବୁଠି ସବୁ ବର୍ଗର ଲୋକେ ଆନନ୍ଦ ଉଲ୍ଲାସରେ ଏହା ପାଳନ କରିଥାନ୍ତି। ଏହି ପର୍ବ ଆଧୁନିକ ସମାଜକୁ ଅନେକ ବାର୍ତ୍ତା ଦେଇଥାଏ। ଦୈନନ୍ଦିନ ଜୀବନ, ବ୍ୟବହାର, ଐତିହ୍ୟ, ସଂସ୍କୃତି, ଚାଲିଚଳନ, ପରିଧାନ, ଖାଦ୍ୟପେୟ…
ପୋଲିସ ସ୍ବାମୀ ଦେଉଛନ୍ତି ଯୌତୁକ ନିର୍ଯାତନା
ନିଶ୍ଚିନ୍ତକୋଇଲି,୧୧।୯(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅଧୀନ ଜନାର୍ଦ୍ଦନପୁର ଗ୍ରାମରେ ଜଣେ ମହିଳାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯିବା ସହ କିରୋସିନ ଢ଼ାଳି ମାରିଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ପୋଲିସ କର୍ମଚାରୀ ହୋଇଥିବାରୁ ୭…

