କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କୁ ଭେଟିଲେ ଜିଲାପାଳ
ନୂଆପଡା ଅଫିସ,୧୯ା୫-ନୂଆପଡ଼ା ଜିଲାକୁ ପ୍ରବାସୀ ଓଡ଼ିଆଙ୍କ ଆଗମନର ଲମ୍ବା ଧାଡି ଲାଗିଛି। ପ୍ରତିଦିନ ଯିଏ ଯାହା ଉଦ୍ୟମରେଏଠାକୁ ହଜାର ହଜାର ସଂଖ୍ୟାରେ ଆସି ପହଞ୍ଚୁଛନ୍ତି। ଏମାନଙ୍କ ସକାଶେ ଜିଲା ପ୍ରଶାସନ ପଞ୍ଚାୟତରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିଛି। ହେଲେ ଏଗୁଡିକରେ ମୌଳିକ...
୮ଦଫା ନେଇ ଦାବିପତ୍ର ଦେଲେ
କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍ଡାଉନ୍ ସମୟରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟାକୁ ନେଇ ଭାଜପା ଏହି ଦାବିପତ୍ର ପ୍ରଦାନ...
୧୦ରୁ ଊର୍ଦ୍ଧ୍ୱ ତାଳଗଛ ଜଳିଗଲା
ପଡିଆ,୧୯ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ବ୍ଲକ କଲୋନୀରେ ବର୍ଷାପବନ ହୋଇ ଏକ ଦୁର୍ଘଟଣା ଘଟିଯାଇଛି। କଲୋନୀ ପଛପଟେ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ଛିଡିପଡି ୧୦ ତାଳଗଛ ପୋଡିଯାଇଛି। ଖବରରୁ ଜଣାପଡିଛି ରବିବାର ସନ୍ଧ୍ୟାରେ ଉକ୍ତ ଅଞ୍ଚଳରେ ବର୍ଷା ସହ...
ନକଲି ମଦ କାରଖାନା ଠାବ: ବିପୁଳ ସାମଗ୍ରୀ ଜବତ, ୩ ଗିରଫ
ଢେଙ୍କାନାଳ ଅଫିସ,୧୯ା୫-ଢେଙ୍କାନାଳ ସହର ଉପକଣ୍ଠ ରାମେଶ୍ୱରପୁର ଅଞ୍ଚଳରୁ ସୋମବାର ବିଳମ୍ବିତ ରାତିରେ ଏକ ନକଲି ମଦ ତିଆରି କାରଖାନା ଠାବ କରାଯାଇଛି। ବେଆଇନ ମଦ ପ୍ରସ୍ତୁତିରେ ସମ୍ପୃକ୍ତି ଅଭିଯୋଗରେ ରାମେଶ୍ୱରପୁରର ବିକାଶ ପୁହାଣ(୪୮), ସିମିଳିଆର ଅଜୟ ଦଳେଇ (୪୧) ଏବଂ...
ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ
ଅନୁଗୋଳ ଅଫିସ, ୧୯।୫- ଅନୁଗୋଳ ସେସୁ ଅଧୀନ ଠିକା ସଂସ୍ଥା ଏନ୍ଜେନ୍ ଜରିଆରେ କାମ କରୁଥିବା କର୍ମଚାରୀଙ୍କୁ ଛଟେଇ, ନୂତନ କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଯିବା ପ୍ରତିବାଦରେ ବାବା ଚମ୍ପେଶ୍ୱର ବିଦ୍ୟୁତ୍ କର୍ମଚାରୀ ସଂଘ ପକ୍ଷରୁ ସୋମବାର ସେସୁ ଅଫିସ୍ ସମ୍ମୁଖରେ...
ମା’ଙ୍କୁ ପିଟି ହତ୍ୟା: ପୁଅ ଗିରଫ
ବଇଣ୍ଡା, ୧୯ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ସାହାଜବାହାଳୀ ଗ୍ରାମରେ ସୋମବାର ଅପୂର୍ଣ୍ଣା ବେହେରା(୬୦)ଙ୍କୁ ତାଙ୍କ ପୁଅ ଆର୍ତ୍ତତ୍ରାଣ ବେହେରା ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବଡ଼ ପୁଅ ଅନ୍ତର୍ଯ୍ୟାମୀ ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ୭୪/୨୦ରେ...
ସୁରଟରେ ଆଖି ବୁଜିଲେ କରୋନା ଆକ୍ରାନ୍ତ ଓଡିଆ ଶ୍ରମିକ
ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ ତଳେ ସୁରଟର ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର...
ଶ୍ମଶାନରୁ ନବବଧୂଙ୍କ ଅଧାପୋଡା ମୃତଦେହ ଜବତ
ସୋରଡା,୧୯ା୫(ଡି.ଏନ୍.ଏ.)- ସୋରଡା ବ୍ଲକ ରାଇବନ୍ଧ ମଶାଣିରୁ ବଡଗଡ ପୋଲିସ ଜଣେ ନବବଧୂଙ୍କ ଅଧାପୋଡା ମୃତଦେହ ମଙ୍ଗଳବାର ଜବତ କରିଛି। ସେ ହେଲେ କୁଲାଙ୍ଗି ଗ୍ରାମର କୃଷ୍ଣ ସ୍ବାଇଁଙ୍କ ଝିଅ ଟିକିନା (୨୦)। ରାଇବନ୍ଧ ଗ୍ରାମର କବିରାଜ ସ୍ବାଇଁଙ୍କୁ ୨ ମାର୍ଚ୍ଚରେ...
ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳୀ ତଦାରଖ କଲେ ସଚିବ: ସମୂଦ୍ର ଉପକୂଳ ବର୍ତ୍ତୀ ୩୫୦୦ ଲୋକଙ୍କୁ କରାଗଲା ସ୍ଥାନାନ୍ତର
ବାହାନଗା,୧୯ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଟାସପୁର ବହୂମୁଖି ବାତ୍ୟା ଆଶ୍ରୟ ସ୍ଥଳୀକୁ ମଙ୍ଗଳବାର ବାଲେଶ୍ୱର ଦାୟିତ୍ୱରେ ଥିବା ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ବାତ୍ୟା ଆଶ୍ରୟ ସ୍ଥଳୀରେ ଥିବା ଲୋକମାନେ ପାଣିର...
ସୁକତେଲ ବ୍ରିଜ୍ ଭୁଶୁଡ଼ିବା ଘଟଣା: ୨୦ ଦିନ ପରେ କୋର୍ଟରେ ଠିକାସଂସ୍ଥାର ମାଲିକ-ପୁଅଙ୍କ ଆତ୍ମସମର୍ପଣ
ପାଟଣାଗଡ,୧୯।୫ (ଡି.ଏନ୍.ଏ.): ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା।...
ବାତ୍ୟା ଅମ୍ଫନ ମୁକାବିଲା: ଧାମରା ଅଞ୍ଚଳରୁ ସ୍ଥାନାନ୍ତର ହେବେ ୧୦ ହଜାର ଲୋକ
ଚାନ୍ଦବାଲି,୧୯।୫(ଡି.ଏନ.ଏ.)-ବାତ୍ୟା ଅମ୍ଫାନ ମୁକାବିଲା ପାଇଁ ମଙ୍ଗଳବାର ମଧ୍ୟାହ୍ନରେ ଧାମରା ଅତିରିକ୍ତ ତହସିଲଦାରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ଯୋଗଦେଇ ବାତ୍ୟା ଜନିତ ସାମ୍ଭାବ୍ୟ ପରିସ୍ଥିତି ପ୍ରତି ସଜାଗ ରହିବାକୁ ପରାମର୍ଶ ଦେଇଥିଲେ।...
ବାତ୍ୟା ଅମ୍ଫନ ପ୍ରଭାବ: ଆରଡିରେ ଆରମ୍ଭ ହେଲାଣି ବର୍ଷା, ବହୁଛି ୪୦ କି.ମି. ବେଗରେ ପବନ
ଆରଡି,୧୯ା୫, (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡି ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ବାତ୍ୟା ଅମ୍ଫନର ପ୍ରଭାବ ଦେଖିବାକୁ ମିଳିଛି। ଅପରାହ୍ନରୁ ଝିପିଝିପି ବର୍ଷା ସାଙ୍ଗକୁ ଘଣ୍ଟାକୁ ପ୍ରାୟ ୪୦ କି.ମି. ବେଗରେ ପବନ ବହିବା ଆରମ୍ଭ ହୋଇଯାଇଛି। ଆରଡି, ସୁନ୍ଦରପୁର,...
Archives


