ଆମ ଜିଲା ଖବର

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍‌ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର ପ୍ରିନି୍ସପାଲ…

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର…

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର ପାଇଁ…

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି କିଛିଦିନ ଧରି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାଖାପାଖି ରହୁଥିଲା। ମୃତ୍ୟୁ ସଂଖ୍ୟାରେ ମଧ୍ୟ…

ଗଛ ବିନା ଶ୍ରୀହୀନ ରାଜପଥ

ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍‌ଏଚ୍‌) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା, ବାଣିଜ୍ୟ ବ୍ୟବସାୟ ଲାଗି ମାର୍ଗ ପ୍ରଶସ୍ତ କରିବାକୁ ସରକାର ଏନ୍‌ଏଚ୍‌ ନିର୍ମାଣ ତଥା ସମ୍ପ୍ରସାରଣ…

ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ…

ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ

ମାଲକାନଗିରି/ଏମ୍‌ଭି୭୯,୧୮ା୬: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବସ୍ତର ଏବଂ ସୁକ୍‌ମା ଜିଲା…

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ସୁଶାନ୍ତ ଗୌଡ। ସୁଶାନ୍ତ ଯୁବତୀଙ୍କୁ…

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ ଶୋକର…

କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ

ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍‌ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼ ସହର ଉପକଣ୍ଠ ଜମୁର୍ଡା ନିକଟ କୁଷ୍ଠାଶ୍ରମକୁସେ ପହଞ୍ଚି ଅନ୍ତେବାସୀଙ୍କ ସହିତ ଭାବ ବିନିମୟ ଏବଂ…

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କରୋନା ଟେଷ୍ଟ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।…

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ପଞ୍ଚାୟତ କଣଭାଗ ଗାଁର ଲୋକେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଗାଁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?